ଆମ ଜିଲା ଖବର

ଲକ୍‌ଡାଉନ ନିୟମ ଭାଙ୍ଗି ୪ ଗିରଫ, ଜଣେ ନିଲମ୍ବିତ

କୃଷ୍ଣପ୍ରସାଦ,୬ା୪ (ଡି.ଏନ.ଏ.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଏପରିସ୍ଥଳେ ନିୟମ ଭାଙ୍ଗିବା ଅଭିଯୋଗରେ ପୁରୀ ଜିଲା ଚିଲିକା ନୂଆପଡାର ୪ଜଣଙ୍କୁ କୃଷ୍ଣପ୍ରସାଦ ପୋଲିସ ସୋମବାର…

କୋର୍ଟ ଭ୍ୟାନ-ଟ୍ରକ ଧକ୍କା: କଏଦୀ, ୪ ପୋଲିସ କର୍ମଚାରୀ, ଚାଳକ ଗୁରୁତର

ରସୁଲପୁର,୬।୪(ଡିଏନଏ): କରୋନା କଟକଣା ପାଇଁ ଚାରିଆଡ ଶୂନଶାନ ରହିଛି। ଏହାସତ୍ତ୍ୱେ ଜଣେ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ି ଚାଳନା ଓ ରାସ୍ତା ନିୟମ ଉଲ୍ଲଂଘନ ଯୋଗୁ ରସୁଲପୁର ବ୍ଲକ ୧୬ନଂ ଜାତୀୟ ରାଜପଥର ବାରବାଟୀ ନିକଟସ୍ଥ ବ୍ରାହ୍ମଣୀ ନଦୀ ପୋଲ ନିକଟରେ…

ସୋସିଆଲ ମିଡିଆରେ ଉତ୍ତେଜନାମୂଳକ ପୋଷ୍ଟ କରି ଯୁବକ ଗିରଫ

ଚଣ୍ଡିଖୋଲ,୬।୪(ଡି.ଏନ.ଏ): ସୋସିଆଲ ମିଡିଆରେ ବିଭିନ୍ନ ଉତ୍ତେଜନା ସୃଷ୍ଟିକାରୀ ମନ୍ତବ୍ୟ ଦେବା ସହ ବିଭିନ୍ନ ଜାତିଧର୍ମ ସମ୍ପର୍କିତ ଲେଖା ପୋଷ୍ଟ କରି ବାଲିଚନ୍ଦ୍ରପୁର ପଞ୍ଚାୟତର ପୂର୍ଣ୍ଣ ମିଶ୍ର ନାମକ ଜଣେ ଯୁବକ ଗିରଫ ହୋଇଛନ୍ତି। ବାଲିଚନ୍ଦ୍ରପୁର ପୋଲିସ ରବିବାର ସମ୍ପୃକ୍ତ ଯୁବକଙ୍କୁ କୋର୍ଟ…

ସଂକ୍ରମଣ ଭୟରେ କ୍ରୋମାଇଟ ପରିବହନ ବନ୍ଦ ଦାବି

କାଳିଆପାଣି,୬।୪(ଡିଏନଏ): ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବାରୁ ଲୋକେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ବାହାର ରାଜ୍ୟକୁ କ୍ରୋମାଇଟ ପରିବହନ ହେଉଥିବାରୁ ଅଞ୍ଚଳରେ ସଂକ୍ରମଣ ଆଶଙ୍କା କରି ସ୍ଥାନୀୟ ଗ୍ରାମବାସୀ କ୍ରୋମାଇଟ ପରିବହନକୁ ସୋମବାର…

କଟକଣା ସତ୍ତ୍ୱେ ଜମୁଛି ତାସ, କ୍ରିକେଟ ଖେଳ

ରସୁଲପୁର,୬।୪(ଡିଏନଏ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳର ବୋଲି ଜଣାପଡ଼ିବା…

ଛୋଟ ପିଲାଙ୍କୁ ଖାଦ୍ୟ ବାଣ୍ଟିଲେ ଆଶାକର୍ମୀ

ବିଞ୍ଝାରପୁର,୬।୪(ଡି.ଏନ.ଏ): ସ୍ବଳ୍ପ ଦରମା ସତ୍ତ୍ୱେ ବିଞ୍ଝାରପୁର ବ୍ଲକ ଘଣ୍ଟିଆଳି ପଞ୍ଚାୟତ ଲେଙ୍କାସାହିର ଆଶାକର୍ମୀ ତିଳୋତ୍ତମା ବେହେରା ନିଜସ୍ବ ଉଦ୍ୟମରେ ଗ୍ରାମର ବିଭିନ୍ନ ପରିବାରରେ ଥିବା ଛୋଟ ପିଲାଙ୍କ ପାଇଁ ଖାଦ୍ୟ ସାମଗ୍ରୀ ବଣ୍ଟନ କରିଛନ୍ତି। ଲକ୍‌ଡାଉନ ଯୋଗୁ ଉକ୍ତ ଗାଁରେ ଗରିବ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୪ ସରପଞ୍ଚ ଦେଲେ ୩ ମାସର ଭତ୍ତା

ସୋନପୁର,୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୋନପୁର ବ୍ଳକର ସମସ୍ତ ୧୪ପଞ୍ଚାୟତର ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ ୭୮ହଜାର ୯୬୦ଟଙ୍କା ପ୍ରଦାନ କରିଛନ୍ତି। ବିଶିମୁଣ୍ଡା ସରପଞ୍ଚ ମଧୁସୂଦନ ଓତା ସୁବର୍ଣ୍ଣପୁର ପିଡି ଡିଆରଡିଏ…

ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ ମାନୁନାହାନ୍ତି। ପୋଲିସ ଆସିଲେ ଗଁ। ରାସ୍ତାର ବିଭିନ୍ନ ଛକ ଜନଶୂନ୍ୟ ହୋଇଯାଇଛି, ଗଲା ପରେ…

ରକ୍ତ ଅଭାବ ଦୂର ପାଇଁ ପୋଲିସ, ସ୍ବେଚ୍ଛାସେବୀ ଆୟୋଜନ କଲେ ଶିବିର

ସୋନପୁର, ୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଗତ ୨୪ତାରିଖ ମଧ୍ୟରାତ୍ରରୁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। ଜରୁରି କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସ୍ଥିତିରେ ସୁବର୍ଣ୍ଣପୁର ଜିଲାରେ ସ୍ବେଚ୍ଛାକୃତ ରକ୍ତଦାନ…

ଗୁଜୁରାଟରେ ଫସିଛନ୍ତି ବରଗଡ଼ର ୨୮ଶ୍ରମିକ

ବରଗଡ଼ ଅଫିସ୍‌,୬।୪: ରାଜ୍ୟ ବାହାରକୁ କର୍ମ ଅନ୍ବେଷଣରେ ଯାଇ କିଛି ରୋଜଗାର ଆଶା ରଖିଥିଲେ । ମାତ୍ର ଲକ୍‌ ଡାଉନ୍‌ ନୁହେଁ, ସଟ୍‌ ଡାଉନ କଟକଣା ଲାଗୁ ହେବାରୁ ଗୁଜୁରାଟର ଜାମନଗର ଦାରେଦ୍‌ ଅଞ୍ଚଳରେ ବରଗଡ଼ ଜିଲାର ଶ୍ରମିକମାନେ ଫସି ରହି…

କରୋନା ସଚେତନତା କଲା ଭ୍ରାମ୍ୟମାଣ ଗାଡି

ଖପ୍ରାଖୋଲ, ୬ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପୁତୁଲାମହୁଲ ଗାଁରେ ବ୍ଲକ ପ୍ରଶାସନ ଏବଂ ସ୍ବେଚ୍ଛାସେବୀ ଅନୁଷ୍ଠାନ ବିକଳ୍ପର ମିଳିତ ଉଦ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କରୋନାରୁ କିଭଳି ରକ୍ଷା ମିଳି ପାରିବ ସେ…

ଡେଲିମାର୍କେଟ ଭିଡ ବଢାଉଛି ସଂକ୍ରମଣ ଭୟ

ବଲାଙ୍ଗୀର ଅଫିସ, ୬ା୪: ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ସଂକ୍ରମିତ ଯୁବକଙ୍କୁ ଚିହ୍ନଟ କରାଯାଇଛି। ଏହା ଜଣାପଡିବା ପରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାରେ କରୋନା ସଂକ୍ରମଣ ଆତଙ୍କ ଦେଖାଦେଇଛି। ଅଧିକାଂଶ ଲୋକେ ଭୟଭୀତ ହୋଇପଡିଛନ୍ତି। ଅପରପକ୍ଷରେ ପୋଲିସ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?