ଆମ ଜିଲା ଖବର

ହିଣ୍ଡାଲକୋ ପକ୍ଷରୁ କରୋନା ପ୍ରତିଷେଧକ ପାଇଁ ସାନିଟାଇଜ

ସମ୍ବଲପୁର, ୬।୪ (ବ୍ୟୁରୋ)- ହୀରାକୁଦ ହିଣ୍ଡାଲକୋ ପକ୍ଷରୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ବିବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କ୍ରମରେ ହୀରାକୁଦସ୍ଥିତ କମ୍ପାନୀ ଭିତର ବାହାର, ଥାନା ପରିସର ପ୍ରଭୃତି ଅଞ୍ଚଳକୁ ସାନିଟାଇଜ୍‌ କରାଯାଇଛି । ହିଣ୍ଡାଲକୋ କ୍ଲଷ୍ଟର…

୩୬୫ ପରିବାରକୁ ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୬।୪ (ବ୍ୟୁରୋ)- ବିଶ୍ୱବ୍ୟାପି କରୋନା ଭୂତାଣୁର ବିଭିଷିକାରେ ଭାରତ ମଧ୍ୟ କବଳିତ ହୋଇଛି । ଏହାର ମୁକାବିଲା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ ଡାଉନକୁ ସମସ୍ତେ ମାନି ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଦିତ୍ୟ ଆଲୁମିନିୟମ…

ନିୟମ ମାନି ଘରେ ରହିବାକୁ ଛାତ୍ରୀଛାତ୍ରଙ୍କୁ କୁଳପତିଙ୍କ ପରାମର୍ଶ

ସମ୍ବଲପୁର, ୬।୪ (ବ୍ୟୁରୋ)- ସଂପ୍ରତି ଦେଶରେ କରୋନା କଟକଣା ଲାଗି ରହିଛି । ତେଣୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ମଧ୍ୟ ଅସୁବିଧା ଉପୁଜୁଛି । ଏହାକୁ ଦୃଷ୍ଟିରେ ରଖି ଓଡିଶା ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସଓୟୁ) କୁଳପତି ପ୍ରଫେସର ଶ୍ରୀକାନ୍ତ ମହାପାତ୍ର ସ୍ନାତକୋତ୍ତର ଶେଷ…

ପିଡିଏସ୍‌ ସାମଗ୍ରୀ ବଣ୍ଟନବେଳେ ଗହଳି

ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ ବ୍ଲକ ପ୍ରଶାସନ ପକ୍ଷରୁ ବଣ୍ଟନ ସ୍ଥାନରେ ଗୋଲେଇ କରାଯିବା ସହ ଉକ୍ତ ଗୋଲେଇ ମଧ୍ୟରେ ରହି ଏହି ସମାଗ୍ରୀ ନେବାକୁ ପରାମର୍ଶ ଦିଆଯାଇଥିଲା। ହେଲେ ଏବେ ପ୍ରବଳ ଭିଡ଼ ଜମୁଛି।…

ସିମନବାଡ଼ିରେ କରାଗଲା ବିଶୋଧନ, ବ୍ୟବହାର ହେଉଛି କମ୍‌ ପରିମାଣର ବ୍ଲିଚିଂ

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମେତ ପଞ୍ଚାୟତ କାର୍ଯ୍ୟାଳୟ, ବ୍ୟାଙ୍କ ଏବଂ ଗାଁ ଦାଣ୍ଡ ବିଶୋଧନ କରାଯାଇଛି। ତେବେ ଉପଯୁକ୍ତ ପରିମାଣର ବ୍ଲିଚିଂ ପାଉଡରର ବ୍ୟବହାର ହେଉନଥିବା ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଅଗ୍ନିଶମ ବିଭାଗକୁ ପରାମର୍ଶ…

ଶେରଗଡ଼ରେ ୧୨ ବାଇକ୍‌ ଚାଳକଙ୍କ ନାମରେ ମାମଲା, ୨ ହଜାର ଜରିମାନା ଆଦାୟ

ଶେରଗଡ଼, ୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ପୋଲିସ ପକ୍ଷରୁ ଲକ୍‌ଡାଉନ ସମୟରେ ଚଢ଼ାଉ ଜାରିରହିଛି। ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଶେରଗଡ଼ ବଜାର ଛକ ଓ ଚାରି ଛକରେ ପାଟ୍ରୋଲିଂ ଜାରି ରଖିଛନ୍ତି। ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରବିବାର…

କଟକର ସଂକ୍ରମିତ ଅଞ୍ଚଳରେ ଚାଲିଛି ପରୀକ୍ଷଣ

କଟକ ଅଫିସ,୬ା୪: କଟକ ସହରର ପଟାପୋଲ ଅଞ୍ଚଳରୁ ପ୍ରଥମ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏହି ଅଞ୍ଚଳକୁ କଟକ ମହାନଗର ନିଗମ(ସିଏମ୍‌ସି)ପକ୍ଷରୁ ସିଲ୍‌ କରିଦିଆଯାଇଛି। ଏବେ ଘରକୁ ଘର ଯାଇ ସକ୍ରିୟ ନିରୀକ୍ଷଣ କରାଯାଉଛି। ଆଶା ଏବଂ ଅଙ୍ଗନଓ୍ବାଡ଼ି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନିଉଟନ୍‌ କଲେଜ ଦେଲା ୨ଲକ୍ଷ ଟଙ୍କା

ସମ୍ବଲପୁର, ୬।୪ (ବ୍ୟୁରୋ)- କରୋନା ଭୂତାଣୁ ମୁକାବିଲା କରିବାକୁ ରାଜ୍ୟ ଓ ଦେଶରେ ତତ୍ପରତା ପ୍ରକାଶ ପାଇଛି । ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ରାଜ୍ୟ ସରକାରଙ୍କୁ କରୋନା ମୁକାବିଲା ପାଇଁ ଅର୍ଥ ପ୍ରଦାନ କରୁଛନ୍ତି । ଏହିକ୍ରମରେ ସମ୍ବଲପୁର ଦେବେଇପାଲିସ୍ଥିତ…

କରୋନା ମୁକାବିଲା: ସଙ୍ଗରୋଧ ଗୃହ ଲାଗି ଉନ୍ନତିକରଣ ହେଉଛି ବିଦ୍ୟାଳୟ

ପାପଡ଼ାହାଣ୍ଡି,୬ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ଲାଗି ସରକାର ପ୍ରତ୍ୟେକ ବ୍ଲକର ପଞ୍ଚାୟତରେ ଖୋଲିଛନ୍ତି ଗୋଟିଏ ଗୋଟିଏ ସଙ୍ଗରୋଧ ଗୃହ। ପଞ୍ଚାୟତର ପ୍ରାୟ ବିଦ୍ୟାଳୟକୁ ହିଁ ଏଥିପାଇଁ ଚି଼ହ୍ନଟ କରାଯାଇଛି। ୫୦ ଶଯ୍ୟା ସହ ପଞ୍ଚାୟତ ପକ୍ଷରୁ ୫ ଲକ୍ଷ ବ୍ୟୟରେ ଏହି…

ଗୁଡଭେଲା, ତୁଷୁରାରେ ପୋଲିସ ଫ୍ଲାଗ୍‌ ମାର୍ଚ୍ଚ

ଗୁଡଭେଲା,୬।୪(ଡିଏନଏ): କଳାହାଣ୍ଡି ଜିଲାରେ କରୋନା ପଜିଟିଭ ବାହରିବା ପରେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଓ ତୁଷୁରା ସହରରେ ସୋମବାର ପୋଲିସ ପକ୍ଷରୁ ଫ୍ଲାଗ୍‌ ମାର୍ଚ୍ଚ ସହ ଲୋକଙ୍କୁ ସଚେତନ କରାଯାଇଛି। ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ନେତୃତ୍ୱରେ ତୁଷୁରା ସହରର…

ମାନିଲେନି ସାମାଜିକ ଦୂରତ୍ୱ: ୫ ଦୋକାନ ସିଲ୍‌, ୨୯ ଗିରଫ

ଭଦ୍ରକ ଅଫିସ,୬ା୪ : ସାମାଜିକ ଦୂରତ୍ୱ କଟକଣା ନିୟମ ନ ମାନିବାରୁ ଭଦ୍ରକ ସହରର ବିଭିନ୍ନ ଦୋକାନକୁ ସିଲ୍‌ କରିଛି ଟାଉନ୍‌ ପୋଲିସ। ସହରରେ ସଟ୍‌ଡାଉନ୍‌ କଟକଣା ନିୟମ ରବିବାର ରାତି ୮ଟାରେ ଉଠିଥିଲା। ପୂର୍ବ ପରି ସହରରେ ଲକ୍‌ଡାଉନ୍‌ କଟକଣା…

୫୦୮ ଦୀପ ପ୍ରଜ୍ଜ୍ୱୋଳନ କଲେ ଯୁବଗୋଷ୍ଠୀ

ବନ୍ତ,୬ା୪(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁରୋଧ କ୍ରମେ ସାରା ଦେଶରେ ରବିବାର ରାତି ୯ଟାରେ ୯ ମିନିଟ୍‌ ପାଇଁ ଦୀପ ପ୍ରଜ୍ଜ୍ୱୋଳନ କରାଯାଇଥିଲା। ଏହି ଅବସରରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତରେ ସରପଞ୍ଚ କିଶୋର କିଙ୍କର ପଢିଆରୀଙ୍କ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?