ଆମ ଜିଲା ଖବର

ଶଟ୍‌ଡାଉନରେ ରୋଗୀ ସେବା କଲେ ପୂର୍ବତନ ବିଧାୟକ

ଚୌଦ୍ୱାର,୫ା୩(ଡି.ଏନ୍‌.ଏ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ପାଇଁ କଟକ ସହର ସମେତ ଚୌଦ୍ୱାର ସହର ମଧ୍ୟ ଶଟ୍‌ଡାଉନ ରହିଛି। ଶୁକ୍ରବାର ସନ୍ଧ୍ୟାରେ ଚୌଦ୍ୱାର ପୋଲିସ ତରଫରୁ ଡାକବାଜୀ ଯନ୍ତ୍ର ଯୋଗେ ଶଟ୍‌ଡାଉନ ପ୍ରଚାର ହେବାପରେ ଦୋକାନ ବଜାରରେ କିଛିସମୟ ପାଇଁ ଗ୍ରାହକଙ୍କ…

ଚୌଦ୍ୱାର ସାନିଟାଇଜ୍‌ ହୋଇ ନ ଥିବାରୁ ଜନଅସନ୍ତୋଷ

ଚୌଦ୍ୱାର,୫ା୪(ଡି.ଏନ୍‌.ଏ.): କରୋନା ଭଳି ଭୁତାଣରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଏବେ ଚିନ୍ତାରେ। ଏହାକୁ ରୋକିବା ଲାଗି ସଚେତନତା ହିଁ ଏକମାତ୍ର ବିକଳ୍ପ ବୋଲି ସରକାର କହୁଛନ୍ତି। ନିଜେ ସ୍ବଚ୍ଛ ରହିବା ସହ ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ପରାମର୍ଶ…

୩ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଆର.ଉଦୟଗିରି,୫ା୪(ଡି.ଏନ.ଏ.)-ସାରା ରାଜ୍ୟରେ କରୋନା ଭଳି ମହାମାରୀକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୧ ଦିନର ଲକ୍‌ଡାଉନ ଘୋଷଣା କରାଯାଇଛି। ରବିବାର ଲକ୍‌ଡାଉନ ୧୨ ଦିନରେ ପହଞ୍ଚିଛି। ଏହାର ପ୍ରଭାବରେ ଅତ୍ୟାବଶ୍ୟକ ଦୋକାନ ଖୋଲା ରହୁଥିବା ବେଳେ…

ନିମାପଡ଼ାରେ ୫ ଦିନ ପାଇଁ ହାଟ, ବଜାର ବନ୍ଦ

ନିମାପଡ଼ା,୫।୪(ଡି.ଏନ.ଏ)- ମହାମାରୀ କରୋନା ସଂକ୍ରମଣର ବିଭୀଷିକା ପାଇଁ ସାରା ଦେଶରେ ଲକଡାଉନ ସହ କେତେକ ସହରରେ ଶଟ୍‌ଡାଉନ ମଧ୍ୟ କରାଯାଇଛି। ଓଡ଼ିଶାରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ସୁରକ୍ଷା ପାଇଁ ନିମାପଡ଼ାରେ ଆସନ୍ତା ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ…

ଲିଭିଲା ବିଜୁଳି, ଜଳିଲା ଦୀପ

ବାଲେଶ୍ୱର ଅଫିସ, ୫ା୪- କରୋନା ମହାମାରୀର ମୁକାବିଲା କରି ବିଜୟୀ ହେବା ଉଦ୍ଦେଶ୍ୟରେ ରବିବାର ରାତି ୯ଟାରୁ ୯ ମିନିଟ୍‌ ଯାଏ ଦେଶବାସୀଙ୍କୁ ବିଜୁଳି ବନ୍ଦ କରି ଦୀପ, ମହମବତୀ, ଟର୍ଚ୍ଚଲାଇଟ ଲଗାଇବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଥିଲେ। ବାଲେଶ୍ୱର ଜିଲାବାସୀ…

ହିତାଧିକାରୀଙ୍କୁ ରାଶନ, ୧ ହଜାର ଟଙ୍କା ବଣ୍ଟନ

କାକଟପୁର,୫।୪(ଡି.ଏନ.ଏ)- କାକଟପୁର ବ୍ଲକ ଅଧୀନସ୍ଥ କାକଟପୁର ପଞ୍ଚାୟତର ନଂ୧, ୨, ୩, ୪, ୫, ୬, ୧୨, ୧୩ ଆଦିି ଓାର୍ଡରେ ୩ ମାସର ଅଗ୍ରୀମ ରାଶନ ସାମଗ୍ରୀ ସହ ପ୍ରତି କାର୍ଡ ପିଛା ହିତାଧିକାରୀମାନଙ୍କୁ ୧ ହଜାର ଟଙ୍କା ଲେଖାଁଏ…

ସନ୍ଦିଗ୍ଧଙ୍କ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ଜିଲାରେ ଥିବା କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଭୁବନେଶ୍ୱର ପଠାଯାଇଥିଲା। ବିଶେଷକରି ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରୁ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା ଜିଲାର ୩୧ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ବେଳେ ସେମାନଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରବିବାର ସୁଦ୍ଧା…

ସଂକ୍ରମଣ ଭୟ ନ କରି କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୫ା୪ : ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଅତ୍ୟାବଶ୍ୟକ…

ପ୍ରବେଶ ପଥ ଜଗିଛନ୍ତି ଗ୍ରାମବାସୀ

ଛେଣ୍ଡିପଦା,୫। ୪(ସ୍ବ.ପ୍ର.)- କରୋନା ସଂକ୍ରମଣରୁ ଗଁ।କୁ ସୁରକ୍ଷା ଦେବାକୁ ଛେଣ୍ଡିପଦା ବ୍ଲକ କଣଲୋଇ ଗ୍ରାମବାସୀ ପ୍ରବେଶ ପଥରେ ଜଗିବସିବା ସହ ସ୍ବଚ୍ଛତା ଓ ସାମାଜିକ ଦୂରତା ରକ୍ଷା ପାଇଁ ଲୋକଙ୍କୁ ସଚେତନ କରୁଛନ୍ତି। ଏପରି କି ଅତି ଜରୁରୀ କାମରେ ବାହାରକୁ…

ଗୋରୁଙ୍କ ସାହାରା ସାଜିଛନ୍ତି ରୁକେଶ

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ସହରରେ ଥିବା ବୁଲା ଗୋରୁମାନେ ଖାଇବାକୁ ପାଉ ନ ଥିବା ବେଳେ ସେମାନଙ୍କ ସାହାରା ସାଜିଛନ୍ତି ସ୍ଥାନୀୟ ଯୁବକ ରୁକେଶ ରୋଷନ। ଗତ ୪ ଦିନ ହେବ ସେ ସହରରେ ବୁଲୁଥିବା ଷଣ୍ଢ, ଗୋରୁଙ୍କୁ ପନିପରିବା…

ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସମ୍ପର୍କରେ ଗ୍ରାମାଞ୍ଚଳ ବାସିନ୍ଦାଙ୍କୁ ସଚେତନ କରାଇବା ନିମନ୍ତେ ଏକ ବୈଠକ ରବିବାର କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଜଳଧର ସାହୁଙ୍କ ସଭାପତିତ୍ୱରେ ଏହି ବୈଠକରେ ସ୍ବସ୍ଥ୍ୟକର୍ମୀ ସସ୍ମିତା ସାହୁ, ନାରାୟଣ…

ଗରିବ, ବୁଲା ଗୋରୁଙ୍କୁ ଖାଦ୍ୟ ଯୋଗଉଛନ୍ତି ସ୍ବେଚ୍ଛାସେବୀ

ଖୋର୍ଦ୍ଧା ଅଫିସ,୪ା୪ : ବିଶ୍ୱରେ କରୋନା ଭୂତାଣୁ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବାବେଳେ ଅନେକ ଗରିବ, ନିରାଶ୍ରୟ, ଦିନମଜୁରିଆମାନେ ଖାଦ୍ୟ ନ ପାଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ଅସହାୟ, ବୃଦ୍ଧାବୃଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?