ଆମ ଜିଲା ଖବର

ଅନୁଗୋଳରେ ନାହିଁ ପର୍ଯ୍ୟାପ୍ତ ପିପିଇ

ଅନୁଗୋଳ ଅଫିସ, ୫।୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବେଳେ ଡାକ୍ତର, ନର୍ସ ଓ ଅନ୍ୟ ସହଯୋଗୀମାନେ ପର୍ସନାଲ ପ୍ରୋଟେକ୍‌ଶନ୍‌ ଇକ୍ୟୁପମେଣ୍ଟ(ପିପିଇ) ପିନ୍ଧିବା ଜରୁରୀ। ନଚେତ ସେମାନେ ମଧ୍ୟ ଏହି ମାରାତ୍ମକ ଭୂତାଣୁ ଦ୍ୱାରା ସଂକ୍ରମିତ ହେବାର ଭୟ ରହିଛି। କିନ୍ତୁ ଅନୁଗୋଳ…

ବ୍ଲିଚିଂ ପାଣିରେ ହେଲା ବିଶୋଧନ

ପରଜଙ୍ଗ/ଭୁବନ, ୫।୩(ଡି.ଏନ.ଏ.)-ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ରୋଗୀ ସଂଖ୍ୟା ରାଜ୍ୟ ସରକାରଙ୍କୁ ଚିନ୍ତାରେ ପକାଇଛି। ଏହା ପରେ ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ଜନଗହଳିପୂର୍ଣ୍ଣ ସ୍ଥାନକୁ ରାସାୟନିକ ସିଞ୍ଚନ କରି ବିଶୋଧନ କରାଯାଉଛି। ଏହିକ୍ରମରେ ପରଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ରବିବାର ଡାକ୍ତରଖାନା…

ଗୁରୁତର ଅବସ୍ଥାରେ ଶ୍ରମିକ ଉଦ୍ଧାର

ଭୁବନ, ୫।୪ (ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ନୂଆବଜାର ପରିବା ମାର୍କେଟରୁ ରବିବାର ଉଦ୍ଧାର କରାଯାଇଛି। ସେ ହେଲେ ବାପି ସାହୁ (୨୨)। ତାଙ୍କ ଘର କଟକ ଲିଙ୍କ ରୋଡ୍‌ ଅଞ୍ଚଳରେ। ତାଙ୍କୁ କଟକ…

ଲକ୍‌ଡାଉନ ଉଲ୍ଲଂଘନ, ୧୭ ଗିରଫ

ଭୁବନ, ୫।୪(ଡି.ଏନ.ଏ.)-ଲକ୍‌ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନ ପୋଲିସ ଶନିବାର ୧୭ଜଣଙ୍କୁ ଗିରଫ କରିଛି। କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାସତ୍ତ୍ୱେ କେତେଜଣ ଅମାନିଆ ଯୁବକ ଏହାକୁ ବେଖାତିର…

ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଗୋଟିଏ ଦିନରେ ୧୮ ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ…

ସଙ୍କଟ ଟାଳିବ ସଚେତନତା: ଜିଲାପାଳ

ଢେଙ୍କାନାଳ ଅଫିସ, ୫।୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସମସ୍ତଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। ସତର୍କତା, ସଚେତନତା, ସାମାଜିକ ଦୂରତ୍ୱ ହିଁ ଏହି ମହାମାରୀ କବଳରୁ ରକ୍ଷା କରିପାରିବ। ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ସଚେତନତା ସୃଷ୍ଟି କରିବା ଦିଗରେ…

କଲ ଡିଟେଲସରୁ ମିଳିଲା ହତ୍ୟାର ସୁରାଗ: ମହିଳାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗିରଫ

ତରଭା,୫।୪(ଡ଼ି ଏନ ଏ.): ସୁବର୍ଣ୍ଣପୁର ଜିଲା ତରଭା ଥାନା ମାନହୀରା ଗାଁରେ ଅଚିହ୍ନା ବିବାହିତ ମହିଳାଙ୍କୁ ହତ୍ୟା ଘଟଣାର ପର୍ଦାଫାସ ହୋଇଛି। ମହିଳାଙ୍କ ପରିଚୟ ମିଳିବା ସହ ରବିବାର ଅଭିଯୁକ୍ତ ତରଭା ଥାନା ପଦ୍ମପୁର ଗାଁର ସନ୍ତୋଷ କୁମାର ଦାସଙ୍କୁ ଗିରଫ…

ଲକ୍ ଡାଉନ ଉଲ୍ଲଂଘନ, ୯ ଜଣଙ୍କ ନାଁରେ ରୁଜୁ ହେଲାଣି ମାମଲା

ଗୁଣପୁର,୫।୪(ଡି.ଏନ୍.ଏ.): ରାୟଗଡା ଜିଲା ଗୁଣପୁର ପୋଲିସ ଲକ୍ ଡାଉନ କଟକଣା ଅମାନ୍ୟ କରିଥିବା ଅଭିଯୋଗରେ ରବିବାର ସୁଦ୍ଧା ୯ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ରବିବାର ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏମ୍. ସତ୍ୟ ଭରା ପ୍ରସାଦ ରାଓ ଦୋକାନ ଖୋଲି…

ଚର୍ଚ୍ଚରେ ଚାଲିଥିଲା ସାମୂହିକ ପ୍ରାର୍ଥନା: ପରିଚାଳକ ସମେତ ୮ ଗିରଫ

କାଶୀନଗର,୫।୪(ଡି.ଏନ୍.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଲକ୍ ଡାଉନ ଘୋଷଣା କରାଯାଇଛି। ଘରୁ ନ ବାହାରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ତଥାପି ଲୋକେ ସଚେତନ ହେବାକୁ ନାରାଜ। ଗଜପତି ଜିଲା କାଶୀନଗର ଥାନା ଅଞ୍ଚଳରେ…

ମାସ୍କ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା

ଛତ୍ରପୁର,୫ା୪(ଡି.ଏନ୍‌.ଏ.)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଶନିବାରଠାରୁ ଆଶିଂକ ଶଟଡାଉନ୍‌ ଲାଗୁ କରାଯାଇଛି। ଅର୍ଥାତ୍‌ ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଜିଲା ଶର୍ଟଡାଉନ୍‌ରେ ରହିବ। ଏହି ସମୟ ମଧ୍ୟରେ ବାହାରେ…

ପରିବାର ଲୋକେ ଆସିଲେନି, ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍,୫।୪- ବରଗଡ଼ ସହରର ଜୀରାନଦୀ କୂଳ ସ୍ଵର୍ଗଦ୍ଵାରରେ ରବିବାର ସନ୍ଧ୍ୟାରେ ସ୍ଥାନୀୟ ସ୍ବେଛାସେବୀମାନେ ଛତିଶଗଡ଼ ଅଞ୍ଚଳର ଜଣେ ମୃତକଙ୍କ ଶବଦାହ କରିଛନ୍ତି। ମୃତକଙ୍କ ନାମ ପୁନିଡ୍ । ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ କେତେକ ଯୁବକ ପୁନିତଙ୍କୁ ବରଗଡ଼ ଖେଦାପାଲିସ୍ଥିତ…

ବ୍ଲଡବ୍ୟାଙ୍କରେ ନାହିଁ ରକ୍ତ, ପୋଲିସ ଆୟୋଜନ କଲା ରକ୍ତଦାନ ଶିବିର

ସୋନପୁର,୫।୪(ନି.ପ୍ର)-କରୋନା ମହାମାରୀ ଏବେ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଛି । ଦେଶରେ ଗତ ୨୪ ତାରିଖ ମଧ୍ୟରାତ୍ରରୁ ଲକଡାଉନ ଘୋଷଣା ହୋଇଛି । ଜରୁରି କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ଏଭଳି ସ୍ଥିତିରେ ସୁବର୍ଣ୍ଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?