ଦୁହୁରିଆରେ ସଡ଼କ ଦୁର୍ଘଟଣା: ୨ମୃତ, ୩ଗୁରୁତର
କେନ୍ଦ୍ରାପଡା ଅଫିସ,୨।୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଦୁହୁରିଆ ଛକ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍କୁ କାର୍ ଧକ୍କାଦେବାରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ଆହତ…
ସୁଗୁନା ଫୁଡ୍ ସୁପରଭାଇଜରଙ୍କ ସନ୍ଦେହଜନକ ମୃତ୍ୟୁ: ଗେଷ୍ଟ ହାଉସ୍ରୁ ମିଳିଲା ମୃତଦେହ
ଭଦ୍ରକଅଫିସ,୨।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆରଡି ଛକ ନିକଟରେ ଥିବା ସୁଗୁନା ଫୁଡ୍ର ଗେଷ୍ଟ ହାଉସ୍ରୁ କମ୍ପାନୀର ସୁପରଭାଇଜରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଖୋର୍ଦ୍ଧା ଅଞ୍ଚଳର ଦେବୀପ୍ରସାଦ ଚମ୍ପତିରାୟ। ଦୀର୍ଘଦିନ ଧରି ସେ ସୁଗୁନା କମ୍ପାନୀରେ ସୁପରଭାଇଜର…
ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ଶିଥିଳ
ଅନୁଗୋଳ ଅଫିସ, ୨।୧ – ଅନୁଗୋଳ ଜିଲାରେ ଦୁର୍ନୀତିର ଚେର ମାଡ଼ିଚାଲିଛି। ବିନା ପିସିରେ କୌଣସି କାମ ହେଉ ନ ଥିବା ଅଭିଯୋଗ ହେଉଛି। ହେଲେ ଜିଲାରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାରେ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହୋଇଛି ଭିଜିଲାନ୍ସ ବିଭାଗ।…
କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ
ଢେଙ୍କାନାଳ ଅଫିସ, ୨।୧ – ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ ଦର୍ଶନରୁ ଆରମ୍ଭ ହୋଇଥିଲା ସକାଳ। ନବବର୍ଷ ଉପଲକ୍ଷେ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ…
ଚିତ୍ରକୋଣ୍ଡା ଡାକ୍ତରଖାନା: ଏଣିକି ଭିନ୍ନ ରଙ୍ଗର ବେଡ୍ସିଟ୍ ପାଇବେ ରୋଗୀ
ଚିତ୍ରକୋଣ୍ଡା,୨ା୧(ଡି.ଏନ.ଏ.)- ଚିତ୍ରକୋଣ୍ଡାସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ନିର୍ମଳ ଯୋଜନାରେ ବୁଧବାର ପ୍ରଥମ କରି ରୋଗୀମାନଙ୍କୁ ଭିନ୍ନ ଭିନ୍ନ ରଙ୍ଗର ବେଡ୍ସିଟ୍ ବ୍ୟବହାର ପାଇଁ ପ୍ରଦାନ କରାଯାଇଛି। ପୂର୍ବରୁ ରୋଗୀଙ୍କୁ ଗୋଟିଏ ରଙ୍ଗର ବେଡ୍ସିଟ୍ ବ୍ୟବହାର ଲାଗି ମିଳୁଥିଲା। କେବେ କେବେ ବେଡ୍ ସଟ୍…
ଡାକ୍ତରଖାନାରେ ତାଲା: ଦୁର୍ଘଟଣାରେ ଗୁରୁତର ବୃଦ୍ଧା ପାଇ ପାରିଲେନି ଚିକିତ୍ସା
ଭଟଲି, ୨ା୧(ଡି.ଏନ.ଏ.) ରାଜ୍ୟ ସରକାରଙ୍କ ୫ଟି ଯୋଜନାକୁ ସାକାର କରିବା ପାଇଁ ସମସ୍ତ ଅଧିକାରୀ ତତ୍ପର। ସେପଟେ ୫ଟି ସଚିବ ବିଭିନ୍ନ ଜିଲା ମୁଖ୍ୟାଳୟର ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ପରେ ଜିଲା ମୁଖ୍ୟ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ଚକାଚକ୍ ହୋଇଯାଇଛି। ମାତ୍ର…
ଆବାସ ଯୋଜନାରୁ ବଁଚିତ୍ ଦିବ୍ୟାଙ୍ଗ ବିକାଶ
ବିନିକା,୨।୧ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଁଚେତ୍ ଅଧୀନ କଦଲିପାଲି ଗଁାର ସ୍ବର୍ଗତ ସୌରୀ ଭୁଏକଁର ପୁଓ ବିକାଶ ଭୁଏ(୧୮) ଜନ୍ମୁ ଦିବ୍ୟାଙ୍ଗ ଆନ୍। ସେ ଠିକ୍ରେ ଚାଲିବୁଲି, ଶୁନି ନାଇଁ ପାରବାର। ଆଏଁଖ୍କେ ବି ଅଲପ୍ ଦେଖାଯାଉଛେ।…
ନଚାଇଲେ ରିୟା, ଝୁମାଇଲେ ଦୀପ୍ତିରେଖା
ଢେଙ୍କାନାଳ ଅଫିସ, ୨ା୧ – ଢେଙ୍କାନାଳ ଶିବମଣ୍ଡପ ସନ୍ତୋଷୀ ଗାର୍ଡେନରେ ରାଇଜିଂଷ୍ଟାର କ୍ଲବ ପକ୍ଷରୁ ବୁଧବାର ସନ୍ଧ୍ୟାରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ନବବର୍ଷକୁ ସ୍ବାଗତ କରାଯାଇଛି। ଓଲିଉଡ ଅଭିନେତ୍ରୀ ରିୟାଙ୍କ ମନଛୁଅଁା ନୃତ୍ୟ ଏବଂ ଦୀପ୍ତିରେଖାଙ୍କ ସଙ୍ଗୀତର ଯାଦୁ ଶୀତୁଆ ସନ୍ଧ୍ୟାରେ…
ପାଣି ପଏଣ୍ଟରେ ଟ୍ୟାପ୍ ନାହିଁ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି
ବଅଁରପାଳ,୨।୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ତଳମୂଳ ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଛି। ପାନୀୟ ଜଳ ମୁନ୍ଦେ ପାଇଁ ଅନେକ ସ୍ଥାନରେ ଲୋକ ଡହଳ ବିକଳ ହେଉଥିବାବେଳେ ଏଠାରେ ଅନବରତ ପାଣି ପ୍ରବାହିତ ହୋଇ କୃତ୍ରିମ…
ଧୁମ୍ଧାମ୍ରେ ପାଳନ ହେଲା ନୂତନବର୍ଷ: ସକାଳେ ଦିଅଁ ଦର୍ଶନ, ସନ୍ଧ୍ୟାରେ ପାର୍କରେ ଭିଡ଼
ଅନୁଗୋଳ ଅଫିସ, ୨ା୧ – ନୂଆ ଉତ୍ସାହ। ନୂଆ ଉଦ୍ଦୀପନା। ପ୍ରିୟଜନଠାରୁ ଆରମ୍ଭ କରି ବନ୍ଧୁ, ସମ୍ପର୍କୀୟଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି ସଭିଏଁ। ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଯୁବପିଢ଼ି। ସାରା ରାତି ଜିରୋ ନାଇଟ ସେଲିବ୍ରେଶନରେ ବିତିଥିବାବେଳେ ସକାଳୁ…
କେନାଲ କୂଅକୁ ଖସିପଡିଲା ବାଇକ, ୩ ମୃତ
ଦିଗପହଣ୍ଡି,୨ା୧(ଡି.ଏନ୍.ଏ.)- ନୂଆବର୍ଷ ସନ୍ଧ୍ୟାରେ ଘଟିଛି ଦୁର୍ଘଟଣା। ଦିଗପହଣ୍ଡି ବ୍ଲକ କୋଟିନଡ଼ା-ଦେଉଳପେଡ଼ି କେନାଲ ରାସ୍ତା ବୁଲାଣିରେ ଥିବା ପୋତାଶଙ୍ଖ ନିକଟ କୂଅରେ ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଏକ ବାଇକ ଖସିପଡିଛି। ଏଥିରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ…
ସାଇକେଲରେ ସବୁଜ ବାହିନୀର ସଚେତନତା
ବ୍ରହ୍ମପୁର ଅଫିସ,୨ା୧- ନୂତନ ବର୍ଷକୁ କିଛି ନିଆରା ଢଙ୍ଗରେ ସ୍ବାଗତ କରିଛନ୍ତି ବ୍ରହ୍ମପୁର ସବୁଜ ବାହିନୀ କର୍ମକର୍ତ୍ତା । ନୂତନ ବର୍ଷରୁ ଗୃହ ମଧ୍ୟରେ ଚାରା ତଥା ଅନ୍ତଃଗୃହ ଚାରା ରୋପଣ ଦିଗରେ ଜନସଚେତନତା ଆରମ୍ଭ କରିଛନ୍ତି। ପୂର୍ବରୁ ସବୁଜ ବାହିନୀ…
Archives


