ଆମ ଜିଲା ଖବର

ପୋଖରୀ ଖୋଳା ବନ୍ଦ କଲା ପ୍ରଶାସନ

ଓଡ଼ଗାଁ,୨୨ା୪(ସ୍ବ.ପ୍ର.): ଲକ୍‌ଡାଉନ ସମୟରେ ଓଡ଼ଗାଁ ବ୍ଲକ କୋରପିଠା ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ପୋଖରୀ ଖୋଳା କାରନାମା ପଦାରେ ପଡିଛି। ଲୋକେ ଏ ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ପ୍ରଶାସନ ଏହାକୁ ବନ୍ଦ କରାଇଛି। ସୂଚନା ଅନୁସାରେ ରାଜ୍ୟ ସରକାର…

ମହିଳାଙ୍କୁ ଅଶାଳୀନ ଇଙ୍ଗିତ, ଯୁବକ କୋର୍ଟ ଚାଲାଣ

ରସୁଲପୁର,୨୨।୪(ଡିଏନଏ): ରସୁଲପୁର ବ୍ଲକ ଓଡ଼ିଶୋ ପଞ୍ଚାୟତ ଅରତିଆ-କୁସୁନପୁର ଗ୍ରାମରେ ହରିହର ମଳିକ ନାମକ ଜଣେ ଯୁବକ ସେହି ଗ୍ରାମର ଜଣେ ମହିଳାଙ୍କୁ ଅଶାଳୀନ ଇଙ୍ଗିତ ପ୍ରଦର୍ଶନ କରି ଜେଲ ଯାଇଛି। ମହିଳାଙ୍କ ଅଭିଯୋଗ ଅନୁସାରେ, ହରିହର ତାଙ୍କ ଉପରେ କୁଦୃଷ୍ଟି ରଖିବା…

ଚୋରି ଟ୍ରକ ଜବତ, ଚାଳକ କୋର୍ଟ ଚାଲାଣ

ରସୁଲପୁର,୨୨।୪(ଡିଏନଏ): ରସୁଲପୁର ବ୍ଲକ ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଏକ ହୋଟେଲ ନିକଟରୁ ଏକ ୧୦ ଚକିଆ ଟ୍ରକ (ନଂ. ଓଆର୦୯ଏଫ୮୧୫୧) ଚୋରି ହୋଇଯାଇଥିଲା। ମଙ୍ଗଳବାର ରାତିରେ ଏନେଇ ଥାନାରେ ଅଭିଯୋଗ ହେବା ପରେ କୁଆଖିଆ ଥାନା ପକ୍ଷରୁ ଖୋଳତାଡ଼ କରାଯାଇଥିଲା।…

ଭଦ୍ରକ କରୋନା ସଂକ୍ରମିତଙ୍କ ସମ୍ପର୍କୀୟ ଜିନ୍ଦଲ କାରଖାନାର ଶ୍ରମିକ: ୫ ଜଣଙ୍କୁ ସଙ୍ଗରୋଧରେ ରଖିଛି କମ୍ପାନୀ

ଯାଜପୁର ଅଫିସ,୨୨ା୪: କଳିଙ୍ଗନଗର ଜିନ୍ଦଲ ଷ୍ଟେନଲେସ ଲିମିଟେଡ କାରଖାନାରେ ଜଣେ କାର୍ଯ୍ୟରତ ଶ୍ରମିକ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ନିକଟ ସମ୍ପର୍କୀୟ ବୋଲି ଜଣାପଡିଛି। ଏହା ଜଣାପଡିବା ପରେ ଜିଲା ପ୍ରଶାସନ ସହାୟତାରେ କମ୍ପାନୀ କର୍ତ୍ତୃପକ୍ଷ…

ଗାଁକୁ ଛାଡିଲେ ନାହିଁ, ପୋଲ ତଳକୁ ଖସି ପଡିଲେ

ଲୋଇସିଂହା,୨୨ା୪(ଡି. ଏନ .ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଟରାପାଲି-ଝାରମୁଣ୍ଡା ରାସ୍ତାର କୁଟରାପାଲି ପୋଲତଳୁ ମଙ୍ଗଳବାର ରାତିରେ ଜଣେ ବ୍ୟକ୍ତିଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ବିଙ୍ଗହ୍ୟୁମାନ ଫାଉଣ୍ଡେଶନର ସ୍ବେଚ୍ଛାସେବୀମାନେ ଅଗ୍ନିଶମ ବିଭାଗ ସହାୟତାରେ ତାଙ୍କୁ ଉଦ୍ଧାର କରି ଲୋଇସିଂହା ଡାକ୍ତରଖାନାରେ…

ମହୁଲ ଗୋଟାଇବାକୁ ଯାଇଥିବା ବୃଦ୍ଧାଙ୍କ ବଜ୍ରପାତରେ ଜୀବନ ଗଲା

ବାମରା,୨୨।୪(ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ବ୍ଲକ ସଗରା ପଞ୍ଚାୟତ ମୁଣ୍ଡଲେସା ଗାଁର ନେଗି କୁଜୁରଙ୍କ ସ୍ତ୍ରୀ ତାସରି କୁଜୁର (୬୨)ଙ୍କ ବଜ୍ରପାତରେ ଜୀବନ ଯାଇଛି। ସେ ଭୋରରୁ ଘରଠାରୁ ପ୍ରାୟ ୧ କିମି ଦୂରକୁ ମହୁଲ ଗୋଟେଇବାକୁ ଯାଇଥିଲେ। ହେଲେ ଏହି ସମୟରେ…

ସମ୍ବଲପୁରରେ କୋଭିଡ୍‌ ମେଡିକାଲ ଉଦ୍‌ଘାଟିତ

ସମ୍ବଲପୁର,୨୨ା୪(ବ୍ୟୁରୋ)-ସମ୍ବଲପୁର ଜିଲା ସଦର ଡାକ୍ତରଖାନାରେ କୋଭିଡ୍‌-୧୯ ମେଡିକାଲକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବୁଧବାର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଡିଆରଡିଏ ସମ୍ମିଳନୀ କକ୍ଷରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଦାସ କହିଛନ୍ତି, ଏହି ମେଡିକାଲ ୨ ଶହ ଶଯ୍ୟା…

ଖବରଦାତାଙ୍କୁ ମଦ ବେପାରୀଙ୍କ ଆକ୍ରମଣ: ଏତଲା ପରେ ଜଣେ ଅଟକ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଧରିତ୍ରୀ ଖବରଦାତା ଉମାଶଙ୍କର କରଙ୍କୁ ମଙ୍ଗଳବାର ରାତିରେ ମଦବେପାରୀ ଆକ୍ରମଣ କରିଛନ୍ତି। ଏନେଇ ଜରଡା ଥାନାରେ ଏତଲା ପରେ ନଂ.୭୩/୨୦ରେ ମାମଲା ରୁଜୁକରି ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି। ପ୍ରକାଶ ଯେ,…

ଜାଲ ବୁଣି ସମୟ କାଟୁଛନ୍ତି ସମାରୁ

ସମ୍ବଲପୁର,୨୨ା୪(ବ୍ୟୁରୋ)-ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଏପ୍ରିଲ ୨୦ରୁ କଟକଣା କିଛିମାତ୍ରାରେ କୋହଳ କରାଯାଇଛି । ଲକ୍‌ଡାଉନର ସୁଯୋଗ ନେଇ ଅନେକଙ୍କ ଜୀବନଶୈଳୀରେ ବି ପରିବର୍ତ୍ତନ ଆସିଛି । ପୁରାତନ କାମକୁ ଆପଣେଇଛନ୍ତି ବହୁ ଲୋକ।…

ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ଚାଷୀଙ୍କ ସହାୟତା

ନୂଆଗାଁ, ୨୨।୪ (ଡି.ଏନ.ଏ.)-ବୁଧବାର ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ସୋରଡା ଗ୍ରାମର ଚାଷୀ ବାସୁଦେବ ସାହୁ କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୫୫ ହଜାର ୫୫୫ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି । ରାଉରକେଲା ଅତିରିକ୍ତ ଜିଲାପାଳ…

କରୋନା ସର୍ଭେବେଳେ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ

ଅମରପାଲି, ୨୨ା୪(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରାମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ବୁରୁବୁଡ଼ା ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀଙ୍କର କରୋନା ସର୍ଭେ ବେଳେ ବୁଧବାର ମୃତ୍ୟୁ ଘଟିଛି। ମୃତ ଅଙ୍ଗନଓ୍ବାଡି କର୍ମୀ ହେଲେ ଖଣ୍ଡହତା ଗଁାର କିଶୋରୀ ଥାଟି (୫୬)। ସୂଚନା ଅନୁସାରେ…

କାଳବୈଶାଖୀ, ବର୍ଷାପବନରେ ଘର ଭାଙ୍ଗିଲା

ଦାରିଙ୍ଗବାଡ଼ି,୨୨।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି କାଳବୈଶାଖୀର ପ୍ରଭାବରେ ବୁଧବାର ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକର ଗ୍ରୀନବାଡ଼ି ଏବଂ ପ୍ଲିହେରି ପଞ୍ଚାୟତରେ ସର୍ବାଧିକ ବର୍ଷା ହୋଇଛି ା ବିଜୁଳି ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହୋଇଥିଲା। କିଲାବାଡ଼ି ଗ୍ରାମର ବିଶ୍ୱନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?