ଆମ ଜିଲା ଖବର

ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ

ବାରିପଦା ଅଫିସ,୨ା୧- ବାରିପଦା ଶହୀଦ ପଡ଼ିିଆଠାରେ ସାମାଜିକ ଅନୁଷ୍ଠାନ କ୍ଲବ ଫ୍ରେଣ୍ଡଶିପ ପକ୍ଷରୁ ମଙ୍ଗଳବାର ରାତିରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ କରାଯାଇଛି। ଅତିଥିମାନଙ୍କୁ ଗୋଟିଏ ଗୋଟିଏ ଚାରା ଗଛ ପ୍ରଦାନ କରି ଅନୁଷ୍ଠାନ ପରିବେଶ ସୁରକ୍ଷା ବାର୍ତ୍ତା…

ଧାନଗଦାରେ ନିଆଁ ଲଗାଇଲେ ଯୁବକ

ବଡ଼ସାହି,୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସୁହାଗପୁର ପଞ୍ଚାୟତ ଗୋଉଡମୁଣ୍ଡୁଳି ଗ୍ରାମର ଜଣେ ଯୁବକ ୩ ଏକର ଜମିରେ ଥିବା ଧାନଗଦାରେ ନିଆଁ ଲଗାଇ ଦେଇଛନ୍ତି। ଏ ସମ୍ପର୍କରେ ଚାଷୀ ବିଜୟ ଶଙ୍ଖୁଆଳ ଥାନାରେ ଅଭିଯୋଗ କରିବା ପରେ ପୋଲିସ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଧାରଣା

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀର ମୋହନ ମେଡିକାଲ କଲେଜରେ ଅବ୍ୟବସ୍ଥା। ଡାକ୍ତରଖାନାରେ ରୋଗୀଙ୍କୁ ଅପରିଷ୍କାର ବେଡ୍‌ଶିଟ ଦେବା ଏବଂ ଡାକ୍ତର ଟଙ୍କା ମାଗୁଥିବା ଅଭିଯୋଗ କରି ବୁଧବାର ରାତିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଧାରଣାରେ ବସିଛନ୍ତି।…

ଯୁବକଙ୍କୁ ମାଡ଼ ପ୍ରତିବାଦରେ ରାସ୍ତାରୋକୋ

ବ୍ରହ୍ମଗିରି,୨ା୧(ଡି.ଏନ୍‌.ଏ.): ପୋଲିସ ଜଣେ ଯୁବକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବୁଧବାର ରାତିରେ ସ୍ଥାନୀୟ ଯୁବକମାନେ ବେଣ୍ଟପୁର ଛକଠାରେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ନୂଆବର୍ଷ ଉପଲକ୍ଷେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ରହ୍ମଗିରି ପୋଲିସ ପକ୍ଷରୁ ପାଟ୍ରୋଲିଂ କରାଯାଉଛି। ବ୍ରହ୍ମଗିରି ବେଣ୍ଟପୁର ଛକ…

ସାକ୍ଷୀଗୋପାଳଙ୍କ ଦର୍ଶନ କଲେ ମନ୍ତ୍ରୀ ଟୁକୁନି ସାହୁ

ସାକ୍ଷୀଗୋପାଳ,୨ା୧(ଡି.ଏନ୍‌.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ବେଳେ ଅଧିକାରୀ ଓ ସ୍ଥାନୀୟ ନେତୃ ମଣ୍ଡଳୀ ଉପସ୍ଥିତ ଥିଲେ। ଭୋର ୪ଟା ରୁ…

ଘଟଗାଁରେ ନବବର୍ଷ ଲାଗି ୨ ଲକ୍ଷ ଶ୍ରଦ୍ଧାଳୁ

ଘଟଗାଁ, ୧ା୧: ଇଂରାଜୀ ନବବର୍ଷ ଲାଗି ପ୍ର ବୁଧବାର ଦିନ ଘଟଗାଁ ମା’ ତାରିଣୀ ପୀଠରେ ଦର୍ଶନ ପାଇଁ ୨ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଜଣାଯାଇଛି। ଏଥିସହିତ ସେମାନେ ମା’ ତାରିଣୀଙ୍କ ସୁନାବେଶ  ଦର୍ଶନ କରିଥିଲେ। ପ୍ରତ୍ୟୁଷରୁ ମା’ଙ୍କ ମାଜଣା,…

ମାଓବାଦୀ ପ୍ରବଣ ଲାଞ୍ଜିଗଡ଼ରେ ମଦ ବିରୋଧୀ ସ୍ବର

ଲାଞ୍ଜିଗଡ, ୧ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଓ ମାଓବାଦୀ ପ୍ରବଣ ଅଞ୍ଚଳରେ ଅବାଧରେ ଚାଲିଛି ମଦ କାରବାର। ଏଥିଯୋଗୁଁ ଅନେକ ଧନଜୀବନ ନଷ୍ଟ ହେବାରେ ଲାଗିଛି। ମଦ ରାନ୍ଧିବା ଓ ମଦ ବିକ୍ର ବନ୍ଦ କରିବା ପାଇଁ ବିଭିନ୍ନ…

ଦିଅଁ ଦର୍ଶନରେ କଟିଲା ଦିନ: କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୧।୧: ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ ଦର୍ଶନରୁ ଆରମ୍ଭ ହୋଇଥିଲା ପ୍ରଥମ ଦିନ। ନବବର୍ଷ ଉପଲକ୍ଷେ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ…

ସ୍ଲିପର,ଏସି ବଗି ଫାଟକ ବନ୍ଦ: ଯାତ୍ରୀ ହଇରାଣ

ଛତ୍ରପୁର,୧ା୧(ଡି.ଏନ.ଏ): ଛତ୍ରପୁର ଷ୍ଟେଶନରେ ରହୁଥିବା ବିଭିନ୍ନ ଟ୍ରେନ୍‌ର ସ୍ଲିପର ଓ ଏସି ବଗିର ଫାଟକ ବନ୍ଦ ରହୁଛି। ଫଳରେ ଏସବୁ ବଗିରେ ଯିବାପାଇଁ ଟିକେଟ କରିଥିବା ଯାତ୍ରୀମାନେ ଟ୍ରେନ୍‌ରେ ଚଢିବାକୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛତ୍ରପୁର ଷ୍ଟେଶନରେ ଏକ୍ସପ୍ରେସ୍‌, ସୁପରଫାଷ୍ଟ ଓ…

ଆହତଙ୍କୁ ମେଡିକାଲ ନେଲେ ତହସିଲଦାର

ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ଭାଟକୁମରଡା ନିକଟରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାରେ ବୁଧବାର ସନ୍ଧ୍ୟାରେ ଏକ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨ଜଣ ଆହତ ହୋଇ ରାସ୍ତାରେ ପଡିଥିଲେ। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ସେହି ରାସ୍ତାଦେଇ…

ଭଙ୍ଗା ପଲାରେ କଟୁଛି ଦିନ

ରାଇସୁଆଁ, ୧।୧(ଡି.ଏନ.ଏ.): ସରକାର ନିରାଶ୍ରୟଙ୍କ ଥଇଥାନ ପାଇଁ ବିଜୁ ପକ୍କାଘର, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭଳି ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପ୍ରଶାସନିକ ସ୍ତରରେ ମାନସିକତାର ଅଭାବ ଏବଂ ପଞ୍ଚାୟତସ୍ତରୀୟ ନେତାଙ୍କ ଦୁର୍ନୀତିଖୋର ମନୋବୃତ୍ତି ପାଇଁ ବହୁ ଯୋଗ୍ୟ ହିତାଧିକାରୀ…

ଧାନକିଣାକୁ କେନ୍ଦ୍ର କରି ସମବାୟ ସମିତି ସମ୍ମୁଖରେ ଧାରଣା

ଜଳେଶ୍ୱର,୧।୧(ସ୍ବ.ପ୍ର): ଜଳେଶ୍ୱର ସ୍ଥିତ ଭଦ୍ରକ-ବାଲେଶ୍ୱର କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ଚାଫଲା ସେବା ସମବାୟ ସମିତିରେ ବିବାଦ ଦେଖାଦେବାରୁ ଧାରଣା ଦିଆଯାଇଥିଲା। ଫଳରେ ଧାନ କ୍ରୟ ଲାଗି ନାମ ପଞ୍ଜୀକରଣ ନେଇ ଅସନ୍ତୋଷ ଚରମ ସୀମାରେ ପହଞ୍ଚତ୍ଛି। ଏହି ସମବାୟ ସମିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri