ଆମ ଜିଲା ଖବର

କରୋନା ପାଇଁ ଘର ଘର ବୁଲି ପିଡିଏସ୍ ଚାଉଳ ବଣ୍ଟା ବେଳେ ବାଟମାରଣା

କାଲିମେଳା,୫।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ଉଣ୍ଡ୍ରକୁଣ୍ଡା ପଞ୍ଚାୟତର ହିତାଧିକାରୀଙ୍କୁ ଦିଆଯିବାକୁ ଥିବା ପିଡିଏସ୍ ଚାଉଳକୁ ସେହି ପଞ୍ଚାୟତର ଯୋଗାଣ ସହାୟକ ହଡ଼ପ କରିଥିବା ଅଭିଯୋଗ ହୋଇଛି। କରୋନାକୁ ଦୃଷ୍ଟିରେ ରଖି ଗତ ୨ ତାରିଖ ଉଣ୍ଡ୍ରକୁଣ୍ଡା ବସ୍ତିରେ ଥିବା…

ଲକ୍ ଡାଉନକୁ ବେଖାତିର, ପରମ୍ପରା ଆଳରେ ବନ୍ୟଜନ୍ତୁ ଶିକାର

ବୈପାରିଗୁଡ଼ା,୫।୪(ଡି଼.ଏନ୍.ଏ.): କରୋନାକୁ ନେଇ ଚାରିଆଡ଼େ ଆତଙ୍କିତ ପରିସ୍ଥିତି। ସବୁଠି ଲକ୍ ଡାଉନ୍। ବାହାରକୁ ନ ଆସିବାକୁ ପୋଲିସ ଡାକବାଜି ଯନ୍ତ୍ରରେ ପ୍ରଚାର କରୁଛି। ଗୋଷ୍ଠୀଗତ ଭାବେ ଗୋଟିଏ ସ୍ଥାନରେ ରୁଣ୍ଡ ନ ହେବାକୁ ନିୟମ କରାଯାଇଛି। ନିୟମ ଖିଲାପ କରୁଥିବା ଲୋକଙ୍କୁ…

ସାମାଜିକ ଦୂରତ୍ୱ ପାଳନର ଚମତ୍କାର ଚିତ୍ର ଦେଉଛି ଗାଁ

ପାପଡ଼ାହାଣ୍ଡି,୫।୪(ଡି.ଏନ୍.ଏ.): କରୋନାକୁ ନେଇ ଗାଁଠୁ ସହର ସବୁଠି ସଚେତନତା ଜାରି ରଖିଛି ପୋଲିସ ଓ ପ୍ରଶାସନ। ସହରରେ ସମସ୍ତେ ଉଚ୍ଚଶିକ୍ଷିତ ଥାଇ ମଧ୍ୟ କେତେକ ବ୍ୟକ୍ତି ଲକ୍ ଡାଉନକୁ ବେଶୀ ଅମାନ୍ୟ କରୁଛନ୍ତି। ଦୋକାନ, ହାଟରେ ଭିଡ଼ ଜମାଉଛନ୍ତି। କିନ୍ତୁ ଗାଁର…

ଲୁଣା ନଦୀରୁ ମୃତ ଥଣ୍ଟିଆ କୁମ୍ଭୀର ଉଦ୍ଧାର

ମହାକାଳପଡ଼ା,୫|୪(ଡି.ଏନ୍.ଏ.)- କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜୟଚନ୍ଦ୍ରପୁର ଗ୍ରାମ ନିକଟ ଲୁଣା ନଦୀ ଗାଧୁଆ ତୁଠରୁ ଚାରି ଫୁଟ ଲମ୍ବର ମୃତ ଥଣ୍ଟିଆ କୁମ୍ଭୀରକୁ ଲୋକେ ଉଦ୍ଧାର କରିଛନ୍ତି। ଖବର ପାଇ କେନ୍ଦ୍ରାପଡ଼ା ବନ ବିଭାଗ କର୍ମଚାରୀ ଓ ମାର୍ଶାଘାଇ ପୋଲିସ…

ରାସ୍ତା ଜଗିବସିଛନ୍ତି ଯୁବକ

ମାଧପୁର, ୫ା୪- ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ କନ୍ଧପଡା ଗ୍ରାମ ରାସ୍ତାରେ ଜଗି ରହିଛନ୍ତି କେତେଜଣ ଯୁବକ । ଗ୍ରାମବାସୀଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା କରିବା ଉଦ୍ଦେଶ୍ୟରେ ସେମାନେ ରାସ୍ତାରେ ବାଡ଼ ଦେଇଛନ୍ତି । ଅତି ଜରୁରୀ କାମରେ ଗ୍ରାମବାସୀଙ୍କୁ…

କରୋନାକୁ ନେଇ ବିଭ୍ରାନ୍ତିକର ତଥ୍ୟ, ୫ ଜଣଙ୍କ ନାଁରେ ମାମଲା

ପୁରୀ ଅଫିସ,୫।୪: କରୋନାକୁ ନେଇ କୌଣସି ପ୍ରକାର ଗୁଜବ କିମ୍ବା ବିଭ୍ରାନ୍ତିକର ତଥ୍ୟ ସୋସିଆଲ ମିଡିଆରେ ପୋଷ୍ଟ ନ କରିବାକୁ କୁହାଯାଇଛି। ହେଲେ ଅନେକ ଏହାକୁ ନ ମାନୁ ନାହାନ୍ତି। କରୋନାକୁ ନେଇ ନାନା ପ୍ରକାର ଗୁଜବ କରିବା ସହ ସୋସିଆଲ…

ଶୁଆ ବିକ୍ରିକୁ ନେଇ ବରବରା ରେଞ୍ଜରେ ଲଙ୍କା କାଣ୍ଡ

ଭୁବନେଶ୍ୱର, ୫।୪(ବ୍ୟୁରୋ): ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରବରା ରେଞ୍ଜ ଅଧୀନରେ ଗତ ୧ ତାରିଖରେ ଘଟିଯାଇଛି ତୁମୁଳ ଲଙ୍କା କାଣ୍ଡ। ଶୁଆ ବିକାଳିଙ୍କୁ କାହିଁକି ବିକୁଛ ବୋଲି ପଚାରିବାରୁ ଆରମ୍ଭ ହେଇଥିଲା ଏହି କାଣ୍ଡ। ୧ତାରିଖରେ ସବୁ ଆଡ଼େ ଲକଡାଉନ ଚାଲିବା…

କର୍ମଚାରୀ, ଗ୍ରାମବାସୀଙ୍କୁ ମାସ୍କ ବାଣ୍ଟିଲା କଣିହାଁ ଏନଟିପିସି

ତାଳଚେର, ୫ା୪(ନି.ପ୍ର.)- ଏନଟିପିସି କଣିହାଁ ବିଦ୍ୟୁତ ପ୍ରକଳ୍ପ ପକ୍ଷରୁ ଏହାର କର୍ମଚାରୀ, ଠିକା ଶ୍ରମିକ, ଟାଉନଶିପ୍ ଏବଂ ଏହାର ଆଖପାଖ ଅଞ୍ଚଳବାସୀଙ୍କୁ କରୋନା ସଂକ୍ରମଣରୁ ସୁରକ୍ଷିତ ରଖିବା ପାଇଁ ମାସ୍କ ବଣ୍ଟନ କରାଯାଇଛି । କମ୍ପାନୀର ସାମାଜିକ ଦାୟିତ୍ୱ ବୋଧ ଯୋଜନାରେ…

ଶଟଡାଉନ ସ୍ଥିତି ଅନୁଧ୍ୟାନ କଲେ ଡିଜିପି

ଭଦ୍ରକ ଅଫିସ,୫।୪ : ଭଦ୍ରକ ସହରର ଶଟଡାଉନ ସ୍ଥିତି ଅନୁଧ୍ୟାନ କରିଛନ୍ତି ପୋଲିସ ମହା ନିର୍ଦ୍ଦେଶକ (ଡିଜିପି) ଏ. ଅଭୟ। ସେ ସହରର ମୁଖ୍ୟ ପ୍ରଭାବିତ ଅଞ୍ଚଳ କୁହାଯାଉଥିବା ପୁରୁଣା ବଜାର ଅଞ୍ଚଳ ବୁଲି ଥିଲେ। ତାଙ୍କ ସହ ବାଲେଶ୍ୱର ଆଇଜି…

ସଟ୍ ଡାଉନ : ୨୪ ଘଣ୍ଟାରେ କଟକରେ ୪ ମାମଲା

କଟକ ଅଫିସ,୫।୪- କଟକ ସହରରେ ୪୮ ଘଣ୍ଟିଆ ସଟ୍ ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ନିୟମକୁ ଉଲଘଂନ କରୁଥିବା ବ୍ୟକ୍ତି ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଶନିବାର ସକାଳଠାରୁ ରବିବାର ସକାଳ ଭିତରେ ୪ଟି ମାମଲା ରୁଜୁ କରାଯାଇଛି। ଏଥି…

ବାଇକରେ ଆସିଲେ, ଚାଲି କି ଫେରିଲେ

ଖୋର୍ଦ୍ଧା ଅଫିସ,୫।୪ : କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଲକଡାଉନ ଓ କୋଭିଡ 19 ଉଲଘଂନ କରି ବାଇକରେ ବୁଲୁଥିବା ବାଇକଚାଳକଙ୍କ ଉପରେ କଦା ଆଭିମୁଖ୍ଯ ଗ୍ରହଣ କରିଛି ପ୍ରଶାସନ…

ପୁଣି 10 ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା

ଖୋର୍ଦ୍ଧା ଅଫିସ,୫।୪ : ଦିଲ୍ଲୀ ହଜରତ ନିଜାମୁଦ୍ଦିନ ଧର୍ମସଭା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲାଗି ଚିନ୍ତାର କାରଣ ପାଲଟିଛି। ଏହି ସମାବେଶରେ ଖୋର୍ଦ୍ଧା ଜିଲାର 13 ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ 9 ନିଜାମୁଦ୍ଦିନ ଓ ଜଣେ ବିହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?