ଆମ ଜିଲା ଖବର

ଉନ୍ନୟନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ: ଜିଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ

ବାଲେଶ୍ୱର ଅଫିସ, ୮।୨-ବାଲେଶ୍ୱର ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋବିନ୍ଦପୁର ପ୍ରାଥମିକ ବିଦ୍ୟାଳୟରେ ଥିବା ପୁରୁଣା ଶୌଚାଳୟରେ ରଙ୍ଗ ଲଗାଇ ପଞ୍ଚାୟତରୁ ୧୫ହଜାର ଟଙ୍କା ହଡ଼ପ କରାଯାଇଥିବା, ଗୋପୀନାଥପୁର ପ୍ରାଥମିକ…

ହରିନାମ ସଂକୀର୍ତ୍ତନର ଲୋକାଦୃତ ଲାଗି ମହିଳା ସଂକୀର୍ତ୍ତନ୍ୟ ମଣ୍ଡଳୀର ପ୍ରୟାସ

ହେମଗିର, ୮।୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ଗୋପାଳପୁର ପଞ୍ଚାୟତ ଝୁପୁରୁଙ୍ଗାର ଶ୍ରୀଶ୍ରୀ ତ୍ରିଶକ୍ତି ମହିଳା ସଂକୀର୍ତ୍ତନ୍ୟ ମଣ୍ଡଳୀ ସଂକୀର୍ତ୍ତନ ପରିବେଷଣ କରି ଶ୍ରୋତାମଣ୍ଡଳୀର ମନମୋହିଥିଲେ। ଗତ ୨୫ରୁ ୨ ତାରିଖ ପର୍ଯ୍ୟନ୍ତ ଶନିପୂଜା ନବରାତ୍ରିରେ ଝୁପୁରୁଙ୍ଗା ଗ୍ରାମରେ କୀର୍ତ୍ତନ ପରିବେଷଣ କରିଥିଲେ।…

ପାହାଡ଼ ଉପରକୁ ନେଇ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

  ସୁନ୍ଦରଗଡ଼, ୮।୨ (ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୀଡିତା ଏସମ୍ପର୍କରେ କୁତ୍ରା ଥାନାରେ ଅଭିଯୋଗ କରିବା ପରେ ସମ୍ପୂର୍ଣ୍ଣ ଘଟଣା ସାମ୍‌ନାକୁ ଆସିଛି ା ମିଳିଥିବା ସୂଚନା ଅନୁଯାୟୀ,…

ମହିଳା କଲେଜର ବାର୍ଷିକ ଉତ୍ସବ

ଦେବଗଡ଼,୮।୨(ଡି.ଏନ.ଏ)-ଦେବଗଡସ୍ଥିତ କନିଷ୍ଠ ମହିଳା ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି ା ଅନୁଷ୍ଠାନର ଅଧ୍ୟକ୍ଷ ପ୍ରହଲ୍ଲାଦ ଦେବଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ଭାବେ ପଳସମା…

ପୋଲରେ ପିଟିହେଲା କାର୍‌: ୨ ମୃତ

  ଦେବଗଡ଼, ୮।୨(ଡି.ଏନ.ଏ)- ଗୁରୁବାର ରାତିରେ ଦେବଗଡ ଥାନା ଅଧୀନ ଆମ୍ବପାଳ ଗ୍ରାମ ନିକଟସ୍ଥ ରାଞ୍ଚି-ବିଜୟୱାଡା ରାଜପଥରେ ଏକ କାର ଦୁର୍ଘଟଣାଗସ୍ତ ହେବାରୁ ୨ଯୁବକଙ୍କ ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ା ଖବର ମୁତାବକ…

ଭତାରୁ ବଁଚିତ୍‌ ନିସାହା ଛଉଣୀ

  ଅତାବିରା, ୮।୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଅଧୀନ ଉଦେପୁର ଗଁାର ବିଧବା ମହିଲା ଛଉଣୀ ଦନ୍ତା(୬୦)। ବଏସ୍‌ ହେଇଥିଲେ ସେ ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଏନ୍‌ତାକି ସେ ୨ରୁ ୩…

ପରଶାସନର ଭୁଲ୍‌ ଲାଗି ରୁଗୀ ଦହଗଁଜ୍‌

  ଲାଠୋର, ୮।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ପରଶାସନର ଭୁଲ୍‌ ଲାଗି ଗଇନ୍ଦିମାଲ ଗଁାର ପକ୍ଷାଘାତ ରୁଗୀ ଲଛମନ କୁମ୍ଭାର(୫୭) ଚିକିଛା କରେଇ ନାଇଁପାରବାର ବଲି ତାକର ଝି’ ତୁଳସୀ କୁମ୍ଭାର ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ ଗଇନ୍ଦିମାଲର…

ସମସିଆ ଘେରରେ ଲାଠୋର ଉ.ପ୍ରା.ବିଦ୍ୟାଲୟ: କୁଠି ଅଭାବୁ ପାଠ୍‌ପଢ଼ାରେ ଖେଲଢ଼େପ୍‌

  ଲାଠୋର, ୮।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନାନା ସମସିଆ ଘେରରେ ରହିଛେ। ସ୍କୁଲରେ ଅନେକ ଦିନ୍‌ ହେଲା ପଢ଼ା କୁଠି ଅଭାବ୍‌କେ ପିଇଲା ପାଏନ୍‌ ସମସିଆ ଲାଗି ରହିଛେ।…

ନାଗପୁରରେ ଓଡ଼ିଆ ଯବାନଙ୍କ ଆତ୍ମହତ୍ୟା: ତଦନ୍ତ ଦାବି କଲେ ପରିବାର ଲୋକେ

ବାଲିଆପାଳ, ୭।୨(ସ୍ବ.ପ୍ର.)-ନାଗପୁରରେ ସୈନ୍ୟ ବିଭାଗରେ ତାଲିମ ନେଉଥିବା ବସ୍ତା ବ୍ଲକ ବେଗୁନିଆ ଗ୍ରାମର ରାମଚନ୍ଦ୍ର ନାମକ ଯବାନ ଗଛରେ ଫାଶୀ ଲଗାଇ ଆମତ୍ହତ୍ୟା କରିଛନ୍ତ। ତାଙ୍କ ମୃତ୍ୟୁକୁ ପରିବାର ଲୋକେ ସହଜରେ ଗ୍ରହଣ କରିପାରୁନାହାନ୍ତି। ବସ୍ତା ବ୍ଲକ ବେଗୁନିଆ ଗ୍ରାମର ପିତାମ୍ବର…

ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା: ନିରପେକ୍ଷ ତଦନ୍ତ ଦାବି

ଭଦ୍ରକ ଅଫିସ, ୭।୨-ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀ ୧୯ ଦିନ ତଳେ ଭଦ୍ରକ ଷ୍ଟେଶନରେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ସେତେବେଳେ ରେଲଓ୍ବେ ପୋଲିସ ହାଲ୍‌କା ଭାବେ ନେଇ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ…

ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

କଟକ ଅଫିସ,୭।୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସଞ୍ଜୀବ ପାଣିଗ୍ରାହୀଙ୍କୁ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦେଇଥିବା ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏବେ ସଞ୍ଜୀବ ସୁପ୍ରିମକୋର୍ଟରେ ଆଇନଜୀବୀ…

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ,୭।୨: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍‌ କରାଯାଇଛି। ବାଲେଶ୍ୱର ଲୋକ ସଭା ନିର୍ବାଚନ ମାମଲାରେ ତାଙ୍କୁ ନୋଟିସ ହୋଇଥିବା ସୂଚନା ମିଳିଛି। ତେବେ ସେ ସତ୍ୟପାଠରେ ଅପରାଧିକ ମାମଲା ନେଇ ତଥ୍ୟ ଲୁଚାଇବା ଅଭିଯୋଗ ହୋଇଛି। ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri