ଆମ ଜିଲା ଖବର

ଯାଜପୁରରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପର

ଯାଜପୁର ଟାଉନ,୪।୪: (ଡି.ଏନ.ଏ)- ଯାଜପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ରାତିରୁ ବ୍ରହ୍ମବରଦା ଅଞ୍ଚଳକୁ ସଟ ଡାଉନ ଘୋଷଣା କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ନଜରବନ୍ଦୀରେ ରଖାଯାଇଛି । ଉକ୍ତ…

କୁଅଁରମାଲ ପତ୍ରା ଜଙ୍ଘଲ ରୁ କୁଟୁରା ଶିକାର

ଲଇକେରା ୪।୪ (ଡି.ଏନ.ଏ.) ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ କୁଅଁରମାଲ ବିଟ୍ ଚିରଗୁଣି ପତ୍ରା ଜଙ୍ଘଲରୁ ଏକ କୁଟୁରା ଶିକାର ଅଭିଯୋଗରେ ବନ ବିଭାଗ ଦୁଇଜଣଙ୍କୁ ଅଟକ ରଖିଛି । ଏସିଏଫ ବାସିଲ ବାର୍ଲା ରେଞ୍ଜ ଅଫିସ ବାଗଡ଼ିହିରେ ପହଞ୍ଚି…

ସଟ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରି ୯ ଗିରଫ

ଭଦ୍ରକ ଅଫିସ,୪।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର, କଟକ…

ଯାଜପୁର ଜିଲାରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ : ବ୍ରହ୍ମବରଦା ଅଞ୍ଚଳ ସିଲ

ଯାଜପୁର ଅଫିସ/ରସୁଲପୁର,୪।୪(ଡି.ଏନ.ଏ.)-ଯାଜପୁର ଜିଲା ବ୍ରହ୍ମବରଦାରେ ଶୁକ୍ରବାର ରାତିରେ ଜଣେ କରୋନା ଭାଇରସ ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାପରେ ବ୍ରହ୍ମବରଦା ଅଞ୍ଚଳକୁ ସିଲ କରି ଦିଆଯାଇଛି ବୋଲି ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଶନିବାର ପୂର୍ବାହ୍ନରେ ଜିଲା ପ୍ରଶାସନର ଏକ…

ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର ବମିଖାଲରେ ୩ ଜଣ କରୋନା ସଂକ୍ରମିତ ଜଣାପଡିଥିଲା। ଏହାକୁ ନେଇ ଏକ ଭୟର ବାତାବରଣ…

ଆମଦାନୀ ନ ଥିବାରୁ ଅଣ୍ଡା ଅଭାବ, ବଢୁଛି ଦର

ଜୟପୁର,୩ା୪(ଡି.ଏନ୍‌.ଏ.) କରୋନା ମୁକାବିଲା କ୍ରମରେ ସବୁଠି ଲକ ଡାଉନ ସହ କୋରାପୁଟ ଜିଲାର ସୀମା ସିଲ କରାଯାଇଛି। ଏଭଳି ପରିସ୍ଥିତିରେ ପଡ଼ୋଶୀ ଆନ୍ଧ୍ରପ୍ରଦେଶରୁ ଆମଦାନୀ ହେଉଥିବା ଅଣ୍ଡା ଆସିପାରୁ ନ ଥିବାରୁ ଜୟପୁର ସହରରେ ଏବେ ଏହାର ଅଭାବ ଦେଖାଦେଲାଣି। ଜିଲାର…

ପେଟ୍ରୋଲ ପମ୍ପରେ ଛିଡ଼ା ହୋଇଥିବା ଟ୍ରକରୁ ଲୁଟ ,୨ ଗିରଫ

ବଡବିଲ, ୩ା୪(ସ୍ବ.ପ୍ର.)-ପେଟ୍ରୋଲ ପମ୍ପରେ ଛିଡା ହୋଇଥିବା ଏକ ଟ୍ରକରୁ ଲୁଟ ଅଭିଯୋଗରେ କେନ୍ଦୁଝର ଜିଲା ବଡବିଲ ପୋଲିସ ଶୁକ୍ରବାର ୨ ଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଯୋଡା ଥାନା ଅନ୍ତର୍ଗତ ପାତ୍ର…

ଔଷଧ ପ୍ରସ୍ତୁତିରେ ବିତୁଛି ବେଳ

କେନ୍ଦୁଝର, ୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ସଦର ବ୍ଲକ ଅଧୀନ ବେଲପଶି ଗ୍ରାମର କବିରାଜ ହରେକୃଷ୍ଣ ମହାନ୍ତ ବେଶ ଜଣାଶୁଣା। ତାଙ୍କ ଜଡିବୁଟି ଔଷଧରେ ଅନେକ ରୋଗ ଭଲ ହେଉଥିବାରୁ ତାଙ୍କ ପାଖକୁ ଲୋକ ଛୁଟି ଆସିଥାନ୍ତି। ଏବେ କରୋନା ସଂକ୍ରମଣ ରୋକିବା…

ବିଶୋଧନ ହେଲା ବାରିପଦା ସହର

ବାରିପଦା ଅଫିସ, ୩ା୪- କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଶୁକ୍ରବାର ସକାଳୁ ବାରିପଦା ସହରରେ ବିଶୋଧନ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ଅଗ୍ନିଶମ ବିଭାଗ ପକ୍ଷରୁ ଷ୍ଟିଲ ଗୋଲେଇଠାରୁ ବାଲେଶ୍ୱର ଗୋଲେଇ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱକୁ…

ଲକ୍‌ଡାଉନ ନାମରେ ଚାଲିଛି ଭୋଜିଭାତ

ଖଇରା, ୩।୪(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। କେତେକ ଗ୍ରାମବାସୀ ଗ୍ରାମର ୨ ପାର୍ଶ୍ୱରେ ବାଉଁଶ ବାନ୍ଧି ବାହାର ଲୋକଙ୍କ ଯାତାୟାତ ଉପରେ କଟକଣା ଲଗାଇଛନ୍ତି। ହେଲେ ଏବେ କେତେକ ଗ୍ରାମରେ ପୋଲିସ ଆଖିରେ ଧୂଳି…

କରଞ୍ଜାବିନ୍ଧା ଯୁବକ ସଂଘ ତରଫରୁ ସହାୟତା ପ୍ରଦାନ

ବାହାନଗା, ୩ା୪(ଡି.ଏନ.ଏ.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ସରକାରଙ୍କୁ ସହଯୋଗ ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତସ୍ଥିତ ଉପର କରଞ୍ଜାବିନ୍ଧା ଗ୍ରାମର ଥିବା ଯୁବକ ସଂଘ ଆଗକୁ ବାହାରିଛନ୍ତି ା ସେମାନେ ନିଜ ତରଫରୁ କିଛି କିଛି ଅର୍ଥ…

ସୀମାନ୍ତ ସିଲ୍‌ ପରେ ଉତ୍ତେଜନା: ୩୭ ବଙ୍ଗୀୟ ଶ୍ରମିକଙ୍କୁ ଫେରାଇ ଦେଲା ପଶ୍ଚିମବଙ୍ଗ

ଭୋଗରାଇ, ୩।୪(ଡି.ଏନ.ଏ.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତକୁ ଗତ ୨୩ତାରିଖରୁ ପ୍ରଶାସନ ପକ୍ଷରୁ ସିଲ୍‌ କରିଦିଆଯାଇଛି। ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?