ଆମ ଜିଲା ଖବର

ଜଳୁଛି ଜାଗୁଳାଇପାଟଣା ଜଗନ୍ନାଥ ମନ୍ଦିର ପଛପଟ ଜଙ୍ଗଲ, ପହଞ୍ଚିଲା ଅଗ୍ନିଶମ ବିଭାଗ

ଖୋର୍ଦ୍ଧା,୩।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିର ପଛ ପଟେ ଥିବା ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ଖୋର୍ଦ୍ଧା ଅଗ୍ନିଶମ ବିଭାଗ ପକ୍ଷରୁ ନିଆ ଲିଭା ଜାରି ରହିଛି। ତେବେ…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ଜୁନାଗଡ଼ ପୋଲିସ। ଅଭିଯୁକ୍ତ ମାନେ ହେଲେ ଜୁନାଗଡ଼ ଥାନା ବୁଢ଼ୀପଦର…

ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…  

ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ୭୦ ଲକ୍ଷ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ।…

କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି

ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ ସୋମବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୂର୍ବାଞ୍ଚଳ ସାଂସ୍କୃତିକ…

କୋର୍ଟକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

କେନ୍ଦୁଝର,୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କୋର୍ଟକୁ ବୋମା ପକାଇ ଉଡ଼ାଇ ଦେବାକୁ ସନ୍ଦେହପୂର୍ଣ୍ଣ ଇ-ମେଲ ଆସିବା ପରେ ଆଜି ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଆଜି ପୂର୍ବାହ୍ନ ୧୧ ଟାରେ ବୋମାରେ ଉଡ଼ାଇ ଦିଆଯିବ ବୋଲି ଚେତାବନୀ ଆସିଥିଲା।…

ସ୍କୁଲ ହଷ୍ଟେଲରେ ଆଖିବୁଜିଲେ ଛାତ୍ରୀ: ସାଂଘାତିକ ଅଭିଯୋଗ ଆଣିଲେ ପରିବାର

ରାୟଗଡା,୩/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପାଠ ପଢୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଛାତ୍ରୀ ଜଣଙ୍କ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ…

ଛେଳି ଚୋରିକୁ ନେଇ କଙ୍ଗାରୁ କୋର୍ଟ: ନବମ ଶ୍ରେଣୀ ଛାତ୍ରଙ୍କ ଗଲା ଜୀବନ, ୧୨ ଗ୍ରାମବାସୀ ଗିରଫ

ବାରିପଦା,୩।୩ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଛେଳି ଚୋରକୁ ନେଇ କଙ୍ଗାରୁ କୋର୍ଟ। ଘଟଣାକୁ ନେଇ ଦୁଇ ଜଣଙ୍କୁ ନିସ୍ତୁକ ମାଡ଼ ପରେ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ବହଳଦା ବ୍ଲକ ତଥା ତିରିଙ୍ଗ ଥାନା ଅନ୍ତର୍ଗତ ଇନ୍ଦଖୋଲି ଗ୍ରାମର…

ଭାଜପାର ମିଶ୍ରଣ ପର୍ବ କଂଗ୍ରେସ, ବିଜେଡିର ୩ ଶହରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ସାମିଲ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ:) କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ଜିଲାର ୫ ନିର୍ବାଚନ ମଣ୍ଡଳୀରୁ ୩୦୦ରୁ ଊର୍ଦ୍ଧ୍ୱ ବିଜେଡି…

ଶୋଇଥିଲେ ସ୍ବାମୀ-ସ୍ତ୍ରୀ: ଘରେ ପଶିଲେ ୫ ମୁଖା ପିନ୍ଧା ଯୁବକ, ଆଉ ତା’ପରେ…

ଲଇକେରା,୩।୩(ରଞ୍ଜନ କୁମାର ମେହେର): ଲଇକେରା ଥାନା ତାଳମୁଣ୍ଡାଠାରେ ସ୍ବାମୀ-ସ୍ତ୍ରୀ ଦୁଇ ଜଣଙ୍କର ଗୋଡ ହାତ ବାନ୍ଧି ବନ୍ଧୁକ ଦେଖାଇ ନେଇଗଲେ ଲକ୍ଷାଧିକ ଟଙ୍କା ସହିତ ୧୫ ଭରି ସୁନା ଅଳଙ୍କାର। ସୂଚନା ଅନୁସାରେ, ତାଳମୁଣ୍ଡା ଗ୍ରାମର ପ୍ରକାଶ ନାଏକ ଓ ପତ୍ନୀ…

ଶ୍ରୀମନ୍ଦିର ଦୋଳବେଦୀ ନିକଟରେ ଠେଲାପେଲା: ଭକ୍ତ ଆହତ

ପୁରୀ,୩।୩: ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି। ଦୋଳବେଦୀକୁ ଚଳନ୍ତି ପ୍ରତିମା ବିଜେ ସମୟରେ ଏହି ଅଘଟଣ ଘଟିଛି। ଉତ୍ତର ପ୍ରଦେଶର ଜଣେ ମହିଳାଙ୍କ ଘାଗରା ଲାଗିଯିବାରୁ ସେ ପଡ଼ି ଯାଇଥିଲେ। ଆହୁରି ୨-୩ ଜଣ…

ଗଞ୍ଜାମ ଐତିହାସିକ ଦୋଳ ଯାତ୍ରା: ଏନଏସି ବିଜେଡି ପକ୍ଷରୁ ପାନୀୟ ଜଳ ବଣ୍ଟନ

ଗଞ୍ଜାମ,୩।୩(ବିଦ୍ୟାଧର ସାହୁ ) : ଗଞ୍ଜାମ ସହରରେ ଚାଲିଥିବା ଐତିହାସିକ ଦୋଳ ଯାତ୍ରାର ଆଜି ଶେଷ ଦିବସ । ମଙ୍ଗଳବାର ବଜାର ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁ କଳାପ୍ରେମୀ ସମାଗମ ହୋଇଥିଲେ। ପ୍ରବଳ ଗୁଳୁଗୁଳି…

ପରଲୋକରେ ଏମ୍‌ପି ପ୍ରତିନିଧିଙ୍କ ମା’, ଶେଷ ଦର୍ଶନ କଲେ ଏମ୍‌ପି ଅନନ୍ତ ନାୟକ, ଅଞ୍ଚଳରେ ଶୋକର ଛାୟା

ପାଟଣା,୩।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମର ଧର୍ମ ପରାୟଣ ତଥା ପରୋପକାରୀ ମହିଳା କୌଶଲ୍ୟା ପଲେଇଙ୍କ ସୋମବାର ବିଳମ୍ବିତ ରରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?