ଆମ ଜିଲା ଖବର

ସାବୁନ ବାଣ୍ଟିଲେ ମହିଳା ଗ୍ରୁପ

ବାହାନଗା, ୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ବ୍ରହ୍ମପୁର ଗ୍ରାମରେ ଥିବା ମହାଲକ୍ଷ୍ମୀ ମହିଳା ଏସଏଚ୍‌ଜି ଦ୍ୱାରା କରୋନା ସତର୍କତା ନିମନ୍ତେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗ୍ରୁପ ପକ୍ଷରୁ ଗ୍ରାମର ମହିଳା ପୁରୁଷମାନଙ୍କୁ ହାତ…

ହାତବାନ୍ଧି ବସିଛନ୍ତି ପାନଚାଷୀ

ଭୋଗରାଇ, ୩ା୪(ଡି.ଏନ.ଏ.) – କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଏବେ ସମଗ୍ର ଦେଶ ଲକ୍‌ଡାଉନରେ ରହିଛି। ଏହାର ପ୍ରତିକୂଳ ପ୍ରଭାବ ପାନ ଚାଷ ଉପରେ ପଡିଛି। ଏହି ଚାଷ ଉପରେ ନିର୍ଭର କରୁଥିବା ବାଲେଶ୍ୱର ଜିଲା ଭୋଗରାଇ ଓ ବାଲିଆପାଳ…

ବରିଷ୍ଠ ନାଗରିକ ମଞ୍ଚର ଆର୍ଥିକ ସହାୟତା

ଖଇରା, ୩।୪(ଡି.ଏନ.ଏ.)-ଖଇରା ବରିଷ୍ଠ ନାଗରିକ ମଞ୍ଚ ଓ କୁପାରୀ ଗଡଚଣ୍ଡୀ ସାଂସ୍କୃତିକ ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଢିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ଗୁରୁବାର ପୂର୍ବାହ୍ନରେ ବରିଷ୍ଠ ନାଗରିକ ମଞ୍ଚର ସଭାପତି ଶରତ କୁମାର ବିଶ୍ୱାଳ, ସମ୍ପାଦକ ମୁକ୍ତିକାନ୍ତ ଶତପଥୀ,…

ଖାଦ୍ୟ ବାଣ୍ଟିଲେ ଖଇରା ଥାନା ଆଇଆଇସି

ଖଇରା, ୩।୪(ଡି.ଏନ.ଏ.)-ଖଇରା ଥାନା ଆଇଆଇସି ସୁବ୍ରତ ବେହେରା ଗୁରୁବାର ବିଭିନ୍ନ ଗ୍ରାମକୁ ଯାଇ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିଛନ୍ତି ା ନନ୍ଦୁର ଗ୍ରମ ଆଦିବାସୀ ସାହି ଓ ଗୋଳିହା ମାଧବ ଆଦିବାସୀ ସାହିକୁ ଯାଇ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ…

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର ମେନ୍‌ରୋଡରେ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାକୁ ଉଦ୍‌ଘାଟନ କରିଥିଲେ। ସଂଘ…

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ ଅଧିକାରୀଙ୍କୁ ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସେ ରହୁଥିବା ଆପାର୍ଟମେଣ୍ଟକୁ ସିଲ କରାଯାଇଛି। ଆପାର୍ଟମେଣ୍ଟର ସମସ୍ତ…

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ସମୀକ୍ଷା କରିଥିଲେ। ମାର୍କେଟ ଅଞ୍ଚଳକୁ ସାନିଟାଇଜ୍‌…

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସମସ୍ତେ ବାହାର ରାଜ୍ୟର ବୋଲି…

ବିଶୁଦ୍ଧିକରଣ ହେଲା ମୁଖ୍ୟରାସ୍ତା

ଫୁଲବାଣୀ ଅଫିସ, ୨ା୪- କନ୍ଧମାଳ ଜିଲା ଫୁଲବାଣୀ ସହରର ମୁଖ୍ୟ ରାସ୍ତାଗୁଡ଼ିକୁ ବିଶୋଧନ କରାଯାଇଛି। ପୌର ପରିଷଦ ଓ ଅଗ୍ନିଶମ ବିଭାଗର କର୍ମଚାରୀ ହାଇପୋ କ୍ଲୋରାଇଡ଼ ଓ ବ୍ଲିଚିଂ ପକାଇ ବିଶୋଧିତ କରିଥିଲେ। ସହରର ବସଷ୍ଟାଣ୍ଡ, ସର୍କିଟ ହାଉସ, ପୌର ପରିଷଦ,…

ମୁଖ୍ୟ ଡାକ୍ତରଖାନାରୁ ଆରମ୍ଭ ହେଲା ବିଶୋଧନ

ବାଲେଶ୍ୱର ଅଫିସ, ୨।୪-କରୋନା ଭୂତାଣୁ ସହ ମୁକାବିଲା କରିବା ପାଇଁ ପୋଲିସ ପ୍ରଶାସନ ଅଗ୍ନିଶମ ବିଭାଗ ସହ ମିଶି ବାଲେଶ୍ୱର ଜିଲାର ସହରଗୁଡ଼ିକୁ ବିଶୋଧନ କରିବା ପାଇଁ ଯୋଜନା କରାଯାଇଛି। ସହରରେ ଥିବା ଡାକ୍ତରଖାନା, ବ୍ୟାଙ୍କ, ଦୈନଦିନ ବଜାର, ମୁଖ୍ୟରାସ୍ତା ଏପରିକି…

ଲକଡାଉନ୍‌ ଅମାନିଆଙ୍କୁ ଛାଟ

ବାରିପଦା ଅଫିସ, ୨ା୪- ମୟୂରଭଞ୍ଜ ଜିଲାରେ ଲକ୍‌ଡ଼ାଉନ ଅମାନ୍ୟ କରୁଥିବା ଲୋକଙ୍କୁ ବାଜିଛି ଛାଟ। ୭ ଦିନ ମଧ୍ୟରେ ଜିଲାର ବିଭିନ୍ନ ଥାନାରେ କୋଭିଡ଼-୧୯ ଆଇନ ଅମାନ୍ୟ କରାଯାଇଥିବା ନେଇ ୧୦୬ଟି ମାମଲା ରୁଜୁ ହୋଇଛି। ୧୪୨ ଜଣଙ୍କୁ ଗିରଫ କରାଯାଇ…

ପ୍ରଶାସନ ପକ୍ଷରୁ ମାଗଣା ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୨ା୪-ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ନିରାଶ୍ରୟ, ବହିରାଗତ, ଦିନମଜୁରିଆ, ବାହାରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କୁ ମାଗଣାରେ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ବାହାର ଜିଲା ତଥା ବାହାର ରାଜ୍ୟରୁ ଆସି ଭଦ୍ରକରେ ଫସି ରହିଥିବା ଲୋକଙ୍କ ମଧ୍ୟରେ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?