ଆମ ଜିଲା ଖବର

ନିଜାମୁଦ୍ଦିନ ଧର୍ମସଭା ଖୋଳତାଡ଼: ପୁରୀ ଜିଲାର ଯୋଗଦେଇଥିଲେ ୩

ପୁରୀ ଅଫିସ,୨ା୪: କରୋନାକୁ ନେଇ ବିଶ୍ୱ ଥରହର। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ନୂଆ ନୂଆ ଦେଶକୁ ମାଡ଼ୁଛି ଏହି ପ୍ରାଣଘାତୀ ଭୂତାଣୁ । କରୋନା କବଳରୁ ରକ୍ଷା ପାଇବା ବିଶ୍ୱବାସୀ ତ୍ରାହି ତ୍ରାହି ଡାକୁଛନ୍ତି। ଭାରତରେ ବି…

କରୋନା ମୁକାବିଲା ଲାଗି ସଚେତନତା ସୃଷ୍ଟି କରନ୍ତୁ ସ୍ବେଚ୍ଛାସେବୀ : ଜିଲାପାଳ

ବୌଦ୍ଧ, ୨ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ବୌଦ୍ଧ ଜିଲାର ସ୍ବେଚ୍ଛାସେବୀ ସଂଗଠନମାନଙ୍କ ସହିତ ଜିଲାପାଳ ଆଲୋଚନା କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଲଲାଟେନ୍ଦୁ ମିଶ୍ର ସାମାଜିକ ଦୂରତା ହିଁ…

କରୋନା ଯୋଗୁ ଫିକା ପଡିଲା ବୌଦ୍ଧର ପ୍ରସିଦ୍ଧ ରାମଲୀଳା

ବୌଦ୍ଧ, ୨ା୪(ସ୍ବ.ପ୍ର): ବୌଦ୍ଧ ଜିଲାର ଗଣପର୍ବ ରାମଲୀଳା କରୋନା ଯୋଗୁ ଫିକା ପଡିଛି। ରାମଲୀଳା ଯାତ୍ରା ଆୟୋଜନ ସମ୍ଭବ ନ ଥିବାରୁ ନାଟକ ପ୍ରଦର୍ଶନକୁ ବନ୍ଦ କରାଯିବା ସହିତ ନିରାଡମ୍ବର ଭାବରେ କେବଳ ପ୍ରଭୁଙ୍କ ରୀତିନୀତି ପାଳନ କରାଯିବାକୁ ଯାତ୍ରା କମିଟି…

ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ଡାକବିଭାଗ

ଭବାନୀପାଟଣା,୨।୪(ସ୍ବ.ପ୍ର)-କଳାହାଣ୍ଡି ଜିଲା ଡାକ ମଣ୍ଡଳ ପକ୍ଷରୁ ଗୁରୁବାର ଭବାନୀପାଟଣା ବ୍ଲକର ବିଭିନ୍ନ ଗ୍ରାମରେ ଥିବା ୫ଶହ ଅସହାୟ ଗରୀବ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଓଡିଶା ଡାକ ପରିମଣ୍ଡଳର ମହା ଡାକପାଳଙ୍କ ନିର୍ଦ୍ଦେଶକ୍ରମେ ଭବାନୀପାଟଣା ବ୍ଲକର କୁଟ୍ରାଗୁଡା, କୁଟେନପଦର, ଯମୁନାସାଗର,…

କାମ କରିବାକୁ ଯାଇ ଶ୍ରମିକ ନିଖୋଜ: ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ

ବିନିକା,୨ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମରେ ବୁଧବାର ଜଣେ ଶ୍ରମିକ କ୍ଷେତକୁ କାମ କରିବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି। ସେ ହେଲେ ତପନ ମହାନନ୍ଦ ଓରଫ କାଳିଆ(୪୩)। ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତ୍ତା…

କରୋନା ମୁକାବିଲା ଅଭିଯାନରେ ସାମିଲ ହେଲେ ବିଧାୟିକା

ସୁନ୍ଦରଗଡ, ୨ା୪ (ଡି.ଏନ୍‌.ଏ) : କରୋନା ସଚେତନତା ଅଭିଯାନରେ ସାମିଲ ହୋଇଛନ୍ତି ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ। ସୁନ୍ଦରଗଡ ପୌରାଞ୍ଚଳ ଓ ସଦର ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ସେ ଲୋକଙ୍କୁ ସଚେତନ କରୁଛନ୍ତି। ବିଧାୟିକା ସୁନ୍ଦରଗଡ ନାରୀ କଲ୍ୟାଣ କେନ୍ଦ୍ରଠାରେ…

କରୋନା ବେଳେ ସାହାସ ଦେଖାଇଲେ, ରକ୍ତଦାନ କଲେ

ବଲାଙ୍ଗୀର ଅଫିସ, ୨ା୪: କରୋନା ମହାମାରୀ ଏବେ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଛି। ଏହାକୁ ନେଇ ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସନ୍ଦିକ୍ଷଣରେ ବହୁ…

ଓଡ଼ିଶା ସୀମା ସିଲ୍‌ ଅନୁଧ୍ୟାନ କଲେ ଡିଆଇଜି

ପାତ୍ରପୁର,୨ା୪ (ଡି.ଏନ.ଏ.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ନିମନ୍ତେ ଆନ୍ଧ୍ର- ଓଡ଼ିଶା ସୀମା ସିଲ୍‌ କରାଯାଇଛି। ବାହାର ରାଜ୍ୟର କେହି ଯେଭଳି ଲୁଚାଛପାରେ ନ ଆସିପାରିବେ ସେଥିପ୍ରତି ତୀକ୍ଷଣ ନଜର ରଖାଯାଇଛି। ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୀମାନ୍ତ ବଳରାମପୁର…

ରଥକାଠ କଟା ସରିଲା, ପଠାଯିବ ପୁରୀ

ଭଞ୍ଜନଗର,୨।୪(ଡି.ଏନ.ଏ.)-ମହାମାରୀ କରୋନା ଯୋଗୁ ଚଳିତବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ଅନିଶ୍ଚିତତା ମଧ୍ୟରେ ରହିଥିବା ବେଳେ ରଥ ନିର୍ମାଣ ପାଇଁ କାଠ ସଂଗ୍ରହ ଚାଲିଛି । ପ୍ରଥମଥର ପାଇଁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ…

ଜିଲା ବିଜେଡି ପକ୍ଷରୁ ରେଡକ୍ରସ ପାଣ୍ଠିକୁ ଦାନ

ଦେବଗଡ,୨ା୪(ଡି.ଏନ.ଏ)-କରୋନା ଭୁତାଣୂ ସଂକ୍ରମଣର ମୁକାବିଲା ପାଇଁ ଦେବଗଡ ଜିଲା ବିଜେଡି ପକ୍ଷରୁ ଜିଲା ରେଡକ୍ରସ ପାଣ୍ଠିକୁ ୭୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ଦେବଗଡ ନଗର ସଭାପତି ଶୁକଦେବ ଭଞ୍ଜ, ବିଜେଡି ରାଜ୍ୟ ପରିଷଦ ସଦସ୍ୟ ଇଂ. ସୁଜିତ କୁୁମାର ପ୍ରଧାନ,…

ଶୁଦ୍ଧିକରଣ ହେଲା ଡାକ୍ତରଖାନା, ଜିଲାପାଳଙ୍କ କାର୍ଯ୍ୟାଳୟ

ଦେବଗଡ,୨ା୪(ଡି.ଏନ.ଏ): କରୋନା ସଂକ୍ରମଣ ରୋକିବା ଲାଗି ଦେବଗଡ ଜିଲା ମୁଖ୍ୟ ଚିକିସତ୍ାଳୟ, ଆଦର୍ଶ ଥାନା ଓ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଗୁରୁବାର ଶୁଦ୍ଧିକରଣ(ସାନିଟାଇଜେସନ)କରାଯାଇଛି। ଦେବଗଡ ଅଗ୍ନିଶମ ବିଭାଗ କେନ୍ଦ୍ର ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ବିଶ୍ୱାଳଙ୍କ ତତ୍ତ୍ୱାବଧାନରେ ବିଭାଗୀୟ କର୍ମଚାରୀମାନେ ଦମକଳ ସହାୟତାରେ…

ଦାଦନ ଦୁଃଖ: ଅର୍ଦ୍ଧାହାରରେ ଇଟା ଗଢୁଛନ୍ତି ଶ୍ରମିକ

ବରଗଡ଼ ଅଫିସ୍‌, ୨।୪: ଲକ୍‌ ଡାଉନ୍‌ ଦାଦନ ଶ୍ରମିକଙ୍କ ସମସ୍ୟାକୁ ବହୁଗୁଣିତ କରି ପକାଇଛି। ଏଭଳିସ୍ଥଳେ ସେମାନେ ନା ଘରକୁ ଫେରି ପାରୁଛନ୍ତି କିମ୍ବା ସାମାଜିକ ଦୂରତା ରଖି ଘର ମଧ୍ୟରେ ରହି ପାରୁଛନ୍ତି। ତେଲେଙ୍ଗାନାରେ ନିଜ ପିଲାଛୁଆଙ୍କ ସହିତ ବନ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?