ଆମ ଜିଲା ଖବର

ଖୋର୍ଦ୍ଧାରେ ଗୋଟିଏ ସମୟ ଖୋଲିବ ହାଟ, ବାଇକ୍‌ରେ ବୁଲିଲେ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା ଅଫିସ,୨ା୪ : ମହାମାରୀର ରୂପ ନେଇଥିବା କୋଭିଡ-୧୯ (କରୋନା ଭାଇରସ)ର ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଅସାମାଜିକ ଲୋକ ଏହାକୁ ବେଖାତିର…

କୋଭିଡ୍‌-୧୯ ଆଇନ ଉଲ୍ଲଂଘନ, ୮ ଗିରଫ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯ ଉଲ୍ଲଂଘନ ନେଇ ସଦର ଥାନା ପୋଲିସ ୮ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କାଇପଦର ଅଞ୍ଚଳର ସତ୍ୟରଞ୍ଜନ ସାହୁ(୨୧), ଟୁକୁନା ରାଉତରାୟ(୪୫), ଆଲାଉଦ୍ଦିନ(୪୮) ଓ ବାବୁ ପାତ୍ର, ଦେଇଳପୁଟର ସତ୍ୟବାନ ପାଲଟାସିଂ(୩୦) ଏବଂ ସିଆଲିଆର ସଞ୍ଜୟ…

୩୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା ଏମ୍ସ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯(କରୋନା ଭାଇରସ) ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକଡାଉନ ଜାରି ରହିଛି। ଏହି ଭୂତାଣୁକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବୁଧବାର ସୁଦ୍ଧା ଖୋର୍ଦ୍ଧା ଜିଲାରୁ…

କରୋନା ଲଢ଼େଇରେ ଯୋଦ୍ଧା ସାଜିଛନ୍ତି ଏସଏଚ୍‌ଜି ମହିଳା

ଜୟପୁର,୨ା୪(ନି.ପ୍ର.): ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ହେଲେ ଘରୁ ବାହାରକୁ ନ ବାହାରିବା, ସାମାଜିକ ଦୂରତା ରଖିବାକୁ ସଚେତନ କରାଯାଉଛି। ହେଲେ ଏଭଳି ପରିସ୍ଥିତିରେ ଯୋଦ୍ଧା ସାଜିଛନ୍ତି କୋରାପୁଟ ଜିଲାର ଏସ୍‌ଏଚ୍‌ଜି ମହିଳା। ମହା…

ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ସାମଗ୍ରୀ ଦେଲେ ସରପଞ୍ଚ

କାକଟପୁର,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁର ମୁକାବିଲା ପାଇଁ ସରକାର ଲକଡାଉନ ଘୋଷଣା କରିଥିବାବେଳେ ଦିନ ମଜୁରିଆ, ଶ୍ରମିକ, ଅସହାୟ, ନିରାଶୟମାନଙ୍କ ପାଇଁ ଚଡ଼କ ସଦୃଶ ପାଲଟିଛି। ଏମାନଙ୍କ ରୋଜଗାର ବନ୍ଦ ହୋଇଯିବାରୁ ଦାନା ଯୋଗାଡ଼ କରିବାରେ ଅସମର୍ଥ ହୋଇପଡିଛନ୍ତି। ଏଭଳି ସମୟରେ କେତେକ…

ଝାରସୁଗୁଡ଼ାରେ କଲେଜ ଛାତ୍ରଙ୍କୁ ପୋଲିସର ନାଲି ଆଖି

ଝାରସୁଗୁଡା ଅଫିସ,୨ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ ଡାଉନ କରାଯାଉଛି। ଏହି କଟକଣାକୁ ମାନୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ତେବେ କଟକଣାକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ…

ସାନିଟାଇଜ୍‌ ହେଲା ଝାରସୁଗୁଡା ସହର

ଝାରସୁଗୁଡା ଅଫିସ,୨ା୪- ଝାରସୁଗୁଡା ସହରରେ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଗୁରୁବାର ପଦକ୍ଷେପ ସଦୃଶ ସହରର ବିଭିନ୍ନ ପ୍ରମୁଖ ରାସ୍ତା ଗୁଡିକୁ ସାନିଟାଇଜ କରାଯାଇଛି। ଦମକଳବାହିନୀ ବିଭିନ୍ନ ରାସାୟନିକ ମିଶା ପାଣି…

ଲକ୍‌ଡାଉନ୍‌ରେ ସହାୟତାର ହାତ ବଢ଼ାଉଛି ଡାକ ବିଭାଗ: ଲୋକଙ୍କ ପାଖରେ ପହଞ୍ଚି ସେବା ପ୍ରଦାନ କରୁଛନ୍ତି କର୍ମଚାରୀ, ନିସହାୟଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

କଟକ ଅଫିସ,୨।୪: କରୋନା ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ ସ୍ଥିତି ଜାରି ରହିଛି। ଏହି ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ହେଲେ ଲକ୍‌ଡାଉନ୍‌ ଯୋଗୁ ଅନେକେ ଲୋକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ସାହାଯ୍ୟ କରିବାକୁ ବିଭିନ୍ନ…

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଫେରନ୍ତା : ଚିହ୍ନଟ ପରେ କ୍ୱାରାଣ୍ଟାଇନରେ ୧୨ ଜଣ

ଅନୁଗୋଳ ଅଫିସ୍, ୨ା୪- ଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ପ୍ରାୟ ୩ ଜଣ ଧର୍ମଗୁରୁ ଅନୁଗୋଳ ଆସିଥିବା ଜଣାପଡିଛି । ସେମାନେ ଶିମିଳିପଡାର ଜଣଙ୍କ ଘରେ ରହିବା ସହ ସ୍ଥାନୀୟ ମସଜିଦକୁ ମଧ୍ୟ ଯାଇଥିବା ପୋଲିସ ପକ୍ଷରୁ…

ସ୍ବାସ୍ଥ୍ୟକେନ୍ଦ୍ରରେ ମାସ୍କ ବଣ୍ଟନ କଲା ପୋଲିସ

ଦାରିଙ୍ଗବାଡ଼ି,୨ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ଲକ୍‌ଡାଉନ୍‌ କଟକଣା ଜାରିହୋଇଛି।ଡାଉନ। କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଗୁରୁବାର ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକରେ…

ଗରିବଙ୍କୁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ

ଗୁଡଭେଲା,୨।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ସହର ସମେତ ଆଖ ପାଖ ଅଞ୍ଚଳ କରୋନା ପାଇଁ ଲକ୍‌ ଡାଉନ୍‌ ରହିଛି। ଲୋକେ ଖାଇବାକୁ ହଇରାଣ ହେଉଛନ୍ତି। ଏଣୁ ତୁଷୁରା ସହରର ମାରୱାଡି ଯୁବା ମଞ୍ଚ, ଜାଗୃତି ଶାଖା ଓ ରିହାଇ ସଂଗଠନ…

ଜନ୍ମଦିନରେ ବାଣ୍ଟିଲେ ସାନିଟାଇଜର, ମାସ୍କ

ବନ୍ତ,୨ା୪(ଡି.ଏନ୍‌.ଏ.)-ସାରା ବିଶ୍ୱ ଏବେ କରୋନା ଆତଙ୍କରେ ଆତଙ୍କିତ ହୋଇପଡିଥିବା ବେଳେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି । ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆସ୍ଥିତ ଫ୍ରେଣ୍ଡସ୍‌ କ୍ଲବର ସମ୍ପାଦକ ମୁକ୍ତିକାନ୍ତ ପଣ୍ଡା କରୋନା ପାଇଁ ନିଜର ଜନ୍ମ ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?