ଆମ ଜିଲା ଖବର

ଜମନକିରାକୁ ଚାଲି ଚାଲି ଯାଉଥିବା ଶ୍ରମିକ ଥଇଥାନ

କେନ୍ଦୁଝର,୨।୪(ସ୍ବ.ପ୍ର.): ମୟୁରଭଞ୍ଜ ଜିଲା କରଞ୍ଜିଆ ଗାଁରୁ ସମ୍ବଲପୁର ଜିଲା ଜମନକିରା ଗାଁକୁ ଚାଲି ଚାଲି ଯାଉଥିବା ୩୦ଜଣ ଶ୍ରମିକଙ୍କୁ ସଦର ବ୍ଲକ ନେଲୁଙ୍ଗ ଗାଁର ଗ୍ରାମବାସୀମାନେ ଆଶ୍ରୟ ଦେଇଥିବା ଜଣାପଡ଼ିଛି। ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ ସେମାନଙ୍କ ରହିବା ବ୍ୟବସ୍ଥା କରାଯିବା…

କରୋନା ପାଇଁ ପ୍ରଶାସନର କଠୋର ପଦକ୍ଷେପ: ଗଞ୍ଜାମ ସହରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌

ଗଞ୍ଜାମ,୨।୪(ଡି.ଏନ୍‌.ଏ.): ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ ରାଜ୍ୟରେ ପୋଲିସ ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରି କରାଯାଇଛି। ତଥାପି ଲୋକେ ଏହାକୁ…

ଆଇନଜୀବୀଙ୍କୁ ମିଳିବ ଆର୍ଥିକ ସହାୟତା

କଟକ ଅଫିସ୍‌,୨।୪: କରୋନା ଯୋଗୁ ସାରା ରାଜ୍ୟରେ କୋର୍ଟଗୁଡ଼ିକ ବନ୍ଦ ରହିଛି। ଫଳରେ ବହୁ ଆଇନ୍‌ଜୀବୀ ସାମୟିକ ଭାବେ ଜୀବିକା ହରାଇଛନ୍ତି। ବିଶେଷକରି କନିଷ୍ଠ ଆଇନ୍‌ଜୀବୀମାନେ ପ୍ରଭାବିତ ହୋଇଛନ୍ତି। ଏଣୁ କ୍ଷତି ସହୁଥିବା ଆଇନ୍‌ଜୀବୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ନିଷ୍ପତ୍ତି…

ରାଉରକେଲା ହାଇଟେକ ମେଡିକାଲ କଲେଜ ହେବ କରୋନା ହସ୍ପିଟାଲ

କଟକ ଅଫିସ, ୧।୪: କୋଭିଡ-୧୯ ଭୂତାଣୁ ଏବେ ଷ୍ଟେଜ-୨ରେ ଥିବାବେଳେ କାଳେ ଗୋଷ୍ଠୀ ସଂକ୍ରମଣ ହେବ ଆଶଙ୍କା କରି ରାଜ୍ୟ ସରକାରଙ୍କ ତରଫରୁ ଗୋଟିଏ ପରେ ଗୋଟିଏ ସ୍ବତନ୍ତ୍ର କରୋନା ହସ୍ପିଟାଲ ପବ୍ଲିକ ପ୍ରାଇଭେଟ ପାର୍ଟନରଶିପ (ପିପିପି) ମୋଡ୍‌ରେ କାର୍ଯ୍ୟକ୍ଷମ କରାଯାଉଛି।…

ଏସ୍‌ସିବିରେ ଚତୁର୍ଥ କରୋନା ପଜିଟିଭ୍‌

କଟକ ଅଫିସ, ୨।୪: ଭଦ୍ରକର ଜଣେ ୨୯ ବର୍ଷୀୟ ଯୁବକ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ରାତିରେ ଜଣାପଡ଼ିଥିଲା। ଭୁବନେଶ୍ୱର ଏମ୍‌ସରେ ତାଙ୍କ ନମୁନା ପରୀକ୍ଷା ବେଳେ କରୋନା ପଜିଟିଭ୍‌ ମିଳିଥିଲା। ବୁଧବାର ଭୋରୁ ତାଙ୍କୁ କଟକ ଏସ୍‌ସିବି ମେଡ଼ିକାଲ୍‌…

ଛତ୍ରପୁରରୁ ପଶ୍ଚିମବଙ୍ଗର ୪ ଶ୍ରମିକ ଉଦ୍ଧାର

ଛତ୍ରପୁର,୨।୪(ଡି.ଏନ.ଏ.)-ଜାତୀୟ ରାଜପଥରେ ଚାଲି ଚାଲି ଯାଉଥିବା ବେଳେ ପଶ୍ଚିମବଙ୍ଗର ୪ ଶ୍ରମିକଙ୍କୁ ଛତ୍ରପୁର ପୋଲିସ ବୁଧବାର ସନ୍ଧ୍ୟାରେ ଉଦ୍ଧାର । ଏମାନେ ହେଲେ ସାହିନ୍‌ ଶେଖ୍‌, ୟାର୍‌ ହୁସେନ୍‌, ମିରଜୁଲ୍‌ ମଣ୍ଡଳ ଓ ମାମିନୁ ମଣ୍ଡଳ। ଏମାନଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟ…

ସାନିଟାଇଜ୍‌ ହେଲା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର

କେନ୍ଦୁଝର, ୨ା୪(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରକୁ ଜୀବାଣୁ ମୁକ୍ତ କରିବା ପାଇଁ ବୁଧବାର ଅଗ୍ନିଶମ ବିଭାଗ ପକ୍ଷରୁ ରାସାୟନିକ ପାଣି ପକାଇ ବିଶୋଧନ କରାଯାଇଛି। ମୁଖ୍ୟ ଚିକିତ୍ସାଳୟ ଚତୁଃପାାର୍ଶ୍ୱ ରାସ୍ତା ଓ ଖାଲି ସ୍ଥାନରେ ସାନିଟାଇଜେସନ କରାଯିବା ସହ ଡିଏନ୍‌…

ଲକ୍‌ଡାଉନ୍‌ ଊଲ୍ଲଂଘନ କରି ୫ ଗିରଫ

ଭଣ୍ଡାରିପୋଖରୀ, ୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ମଙ୍ଗଳବାର ରାତିରେ ପିରିପୁର ଗ୍ରାମର ଜଣେ ବ୍ୟକ୍ତି ତେଜରାତି ଦୋକାନ ଖୋଲି ବିକ୍ରୟ କରୁଥିବାରୁ ପୋଲିସ ତାଙ୍କୁ ଗିରଫ କରି…

ଭଦ୍ରକ-କେନ୍ଦୁଝର ସୀମା ସିଲ୍‌

ବନ୍ତ, ୨ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଜିଲାର ସୀମାନ୍ତ ପଥକୁ ସିଲ୍‌ କରାଯାଇଛି। ଭଦ୍ରକ ଜିଲା ବନ୍ତ ବ୍ଲକ ତଥା ଭଦ୍ରକ-ଆନନ୍ଦପୁର ୫୩ନଂ. ରାଜ୍ୟ ରାଜପଥର ବସନ୍ତିଆ ବଜାରଠାରେ ବନ୍ତ ପୋଲିସ ପ୍ରଶାସନ…

କରୋନା ସଂକ୍ରମଣରୁ ରକ୍ଷା ପାଇଁ ସାବୁନ୍‌ ଓ ମାସ୍କ ବଣ୍ଟନ

ପଦ୍ମପୁର, ୨ା୪ (ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର ବାସନ୍ତୀ କ୍ଲବର ସଦସ୍ୟମାନେ ବୁଧବାର କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗ୍ରାମବାସୀଙ୍କୁ ୧୫୦୦ ଶହ ସାବୁନ୍‌ ବଣ୍ଟନ କରିଛନ୍ତି। ଏଥିସହ ସାମାଜିକ ଦୂରତା ବଜାୟ ରଖିବା ସହ ପରିଷ୍କାର ପରିଚ୍ଛନ୍ନତା…

ରନ୍ଧା ଖାଦ୍ୟ ବଣ୍ଟନ

କୁଆମରା,୨।୪(ଡି.ଏନ୍‌.ଏ.)- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ସହ ବ୍ୟାପକ ସଚେତନତା ପାଇଁ ଆଗାମୀ ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ ଯୋଗୁଁ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଏହି ପରିସ୍ଥିତିରେ ବାହାରୁ ଆସି ଅଟକି ରହିଥିବା ଅସହାୟ ବ୍ୟକ୍ତିମାନେ…

ମଦ ଜବତ କଲେ ଖଇରା ତହସିଲଦାର

ଖଇରା, ୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଅଞ୍ଚଳରେ ଲକ୍‌ଡାଉନ କଟକଣା ଯେତେ ବଢୁଛି ସମାନ୍ତରାଳ ଭାବେ ମଦ ବିକ୍ରି ମଧ୍ୟ ସେହିଭଳି ଭାବେ ବଢି ଚାଲିଛି। ମଙ୍ଗଳବାର ସନ୍ଧ୍ୟାରେ ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ ଗଣ୍ଡିବେଡ ମାଛ ହାଟ ହାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?