ବଲାଙ୍ଗୀରରେ ବିପିସିଏଲ୍ର ବଟଲିଂ ପ୍ଲାଣ୍ଟ ଉଦ୍ଘାଟିତ
ବଲାଙ୍ଗୀର ଅଫିସ,୨୭।୧୨: ବଲାଙ୍ଗୀର ସହର ଉପକଣ୍ଠ ବରକାନି ଗ୍ରାମରେ ନବନିର୍ମିତ ବିପିସିିଏଲ୍ର ଏଲ୍ପିଜି ବଟଲିଂ ପ୍ଲାଣ୍ଟକୁ ଶୁକ୍ରବାର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ଏହାକୁ ଉଦ୍ଘାଟନ କରିଛନ୍ତି। ସମାରୋହରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍…
ବ୍ୟବସାୟୀଙ୍କଠାରୁ ଲୁଟେରା ଝାମ୍ପିନେଲେ ଦେଢ଼ ଲକ୍ଷ ଟଙ୍କା
ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍ସ୍ଥିତ ଆଲ୍ହାବାଦ ବ୍ୟାଙ୍କ ଶାଖା ସମ୍ମୁଖରୁ ଶୁକ୍ରବାର ପୂର୍ବାହ୍ନରେ କଳା ପଲସରରେ ଆସି ଜଣେ ବ୍ୟବସାୟୀଙ୍କଠାରୁ ଦୁଇ ଲୁଟେରା ଦେଢ଼ ଲକ୍ଷ ଟଙ୍କା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ମଞ୍ଜୁରୀରୋଡ୍ର ବ୍ୟବସାୟୀ ଶଙ୍କର୍ଷଣ…
ଜିଲା ଚିଠି: ଦେବଗଡ଼ରେ ହାତୀ ଆତଙ୍କ
ଦେବଗଡ଼ ଜିଲାର ବିଭିନ୍ନ ଗ୍ରାମରେ ଗତ କିଛିଦିନ ହେବ ହାତୀ ଆତଙ୍କ ଦେଖାଦେଇଛି। ସହର ବି ସେଥିରୁ ବାଦ୍ ପଡ଼ିନି। ବଣ ଜଙ୍ଗଲ ଛାଡ଼ି ଗାଁ ଓ ସହର ମୁହଁା ହେଉଥିବା ସେହି ହାତୀପଲଙ୍କୁ ରୋକିବା ବନ ବିଭାଗ କର୍ମଚାରୀଙ୍କ ପକ୍ଷେ…
ଭିଜିଲାନ୍ସ ଜାଲରେ କୋଟିପତି ଫରେଷ୍ଟର
ଫୁଲବାଣୀ ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି କୋଟିପତି ଫରେଷ୍ଟର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବ୍ରାହ୍ମଣୀ ଗାଁ ବନାଞ୍ଚଳରେ କାର୍ଯ୍ୟରତ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କ ବାଲିଗୁଡ଼ା…
ଖୁବ୍ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ
ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ ମନ୍ଦିରକୁ ଶ୍ରୀକ୍ଷେତ୍ର ଭଳି ବିକାଶ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ଶ୍ରୀମନ୍ଦିର ସୁରକ୍ଷା ଜୋନ୍: ନୂଆବର୍ଷରୁ ଜୋର୍ ଧରିବ ଉଚ୍ଛେଦ ଅଭିଯାନ
ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି। ଏହାର କାମ ମଧ୍ୟ ଆରମ୍ଭ ହୋଇଯାଇଛି। ୫ଟି ମଠ, କେତେକ ଘରୋଇ ଓ…
ସୁଧ ଟଙ୍କା ଆଦାୟକୁ ନେଇ ଯୁବକଙ୍କୁ କଟୁରିରେ ଆକ୍ରମଣ
ବାରଙ୍ଗ,୨୭।୧୨(ଡି.ଏନ୍.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବାଙ୍କୀ ଅଞ୍ଚଳର ବିଭୁରଞ୍ଜନ ସାହୁଙ୍କୁ ଡାକ୍ତରଖାନାକୁ ପଠାଇଥିବାବେଳେ ତାଙ୍କ ପିଇସୀ ପୁଅକୁ…
ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ
ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହ ଉଦ୍ଘାଟନ ସମାରୋହରେ ଉପରାଷ୍ଟ୍ରପତି ଶୁକବ୍ରାର ଯୋଗଦେବାର ଥିଲା।…
ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି
କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳଧରି ଅମର ରହିଛି। ପ୍ରାଚୀନ ଏହି ସହରର…
ମହୀପୁରକୁ ସମ୍ପ୍ରସାରଣ ହେଲା ପାସେଞ୍ଜର ଟ୍ରେନ୍
ନୟାଗଡ଼ ଅଫିସ,୨୭।୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନ ଗୁରୁବାର ରେଳ ମାନଚିତ୍ରରେ ସ୍ଥାନ ପାଇଛି। ଫଳରେ ବହୁ ପ୍ରତୀକ୍ଷିତ ଅଞ୍ଚଳବାସୀ ଏ ନେଇ ଖୁସି ବ୍ୟକ୍ତ କରିଛନ୍ତି। ନୟାଗଡ଼ ଟାଉନ ଷ୍ଟେଶନଠାରେ ମହିପୁର ନୂଆ ରେଳ ଲାଇନ୍ର ଲୋକାର୍ପଣ…
ସେଲ୍ଫି ହେଲା କାଳ: ମହାନଦୀ ବ୍ରିଜ୍ରୁ ଖସିପଡ଼ିଲେ ଯୁବକ
ସୋନପୁର,୨୭।୧୨(ନି.ପ୍ର.): ମୋବାଇଲରେ ସେଲ୍ଫି ନେବା ଯୁବକଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ଗୁରୁବାର ସକାଳେ ସୋନପୁର ସହର ପଟାଭାଡି ଅଞ୍ଚଳର ଜିତୁ ନାଏକ(୨୪) ମହାନଦୀ ବ୍ରିଜ୍ ଉପରେ ଛିଡା ହୋଇ ସେଲ୍ଫି ନେଉଥିଲେ। ତେବେ ଅସାବଧାନତାରୁ ସେ ବ୍ରିଜ୍ ତଳକୁ ଖସି ପଡିଥିଲେ।…
ସୁନ୍ଦରଗଡ଼ ଜିଲାପାଳଙ୍କ ଅଭିନବ ପ୍ରୟାସ: ‘ବହିପଢ଼’ ଅଭିଯାନର ଶୁଭାରମ୍ଭ
ସୁନ୍ଦରଗଡ଼, ୨୭।୧୨ (ଡି.ଏନ୍.ଏ) – ସମ୍ପ୍ରତି ଇଣ୍ଟରନେଟ୍ର ବହୁଳ ବ୍ୟବହାର ଦ୍ୱାରା ପୁସ୍ତକ ପଠନ ଅଭ୍ୟାସ ହ୍ରାସ ପାଉଛି। ଛାତ୍ରୀ, ଛାତ୍ର, ଯୁବ ତଥା ସାଧାରଣବର୍ଗଙ୍କ ମଧ୍ୟରେ ପୁସ୍ତକ ପଠନ ଅଭ୍ୟାସ ପାଇଁ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଅଭିନବ…
Archives


