ଆମ ଜିଲା ଖବର

ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ହୋଟେଲ ଗଣପତି

ବରଗଡ଼ ଅଫିସ୍‌,୧।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି । ଏହି ପରିସ୍ଥିତିରେ ଅସହାୟ ପରିବାର ଲୋକେ ଭୋକଶୋଷର ସମ୍ମୁଖୀନ ହୋଇଛନ୍ତି । ଏହାକୁ ହୃଦୟଙ୍ଗମ କରି ବରଗଡ଼ର ହୋଟେଲ ଗଣପତି ପକ୍ଷରୁ…

ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ

ଭଞ୍ଜନଗର,୧।୪(ଡି.ଏନ.ଏ.)- କରୋନା ଯୋଗୁ ସରକାରଙ୍କ ପକ୍ଷରୁ ବୁଧବାର ଉତ୍କଳ ଦିବସ ପାଳନ କରାଯାଇନାହିଁ। କିନ୍ତୁ ଭଞ୍ଜନଗର ବାର୍‌ ଆସୋସିଏଶନ, ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ପ୍ରମୁଖ ସ୍ଥାନରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ହାତଗଣତି ଲୋକଙ୍କୁ ନେଇ ଏହି ଦିବସ ପାଳିତ ହୋଇଥିବା…

ପରିବା ବ୍ୟବସାୟୀ ଫେରାଇଲେ ମନିପର୍ସ

ବାରଙ୍ଗ,୧ା୪(ଡି.ଏନ୍‌.ଏ)- ତ୍ରିଶୁଳିଆ ବଜାର ଛକରୁ ମଙ୍ଗଳବାର ବିଳମ୍ବିତ ରାତିରେ ପାଇଥିବା ଏକ ମନିପର୍ସକୁ ଫେରାଇଲେ ଜଣେ ପରିବା ବ୍ୟବସୟୀ। ରାତି ସାଢେତିନିଟା ସମୟରେ ମଧୁପୁର ପଞ୍ଚାୟତର ଦେଉଳି ଗ୍ରାମର ପରିବା ବ୍ୟବସାୟୀ ଜିତୁ ସ୍ବାଇଁ ଛତ୍ରବଜାରକୁ ପରିବା ଆଣିବା ପାଇଁ ଯାଉଥିବାବେଳେ…

ହୋଇପାରିଲାନି ଟିକାକରଣ: ଫେରିଲେ ଗର୍ଭବତୀ, ଶିଶୁ

ଆରଡ଼ି,୧ା୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଧାମନଗର ବ୍ଲକର ବେତାଳିଗାଁ ଅଞ୍ଚଳରେ ଥିବା ଏକ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେଠାରେ ନିକଟସ୍ଥ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ୫ ଅଙ୍ଗନଓ୍ବାଡ଼ି କର୍ମୀ, ୩ ଆଶାକର୍ମୀ, ଜଣେ ଏଏନ୍‌ଏମ୍‌. ଏବଂ ଜଣେ…

୨୨ ସାଧାରଣ ଗାଡି କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭାଇରସ ସନ୍ଦିଗ୍ଧଙ୍କୁ ହସ୍ପିଟାଲ ଓ ଆଇସୋଲେଶନ ସେଣ୍ଟରକୁ ନେବାକୁ ଗାଡି ଚାଳକ ଅମଙ୍ଗ ହୋଇଥାନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲାପ୍ରଶାସନ ଓ ପରିବହନ ବିଭାଗ ଏକ ଅଭିନବ ପଦକ୍ଷେପ ନେଇ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ କରାଯାଇଛି।…

ଅନ୍ଧବିଶ୍ୱାସ: ୧୨ ଘଣ୍ଟା କୀର୍ତ୍ତନ କଲେ ଗାଁ ମାଡ଼ିବନି କରୋନା, ଜଣେ ଗିରଫ

ଗୋଷାଣୀ,୧ା୪(ଡି.ଏନ୍‌.ଏ.): ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ବିଶେଷକରି ଗୁଜବ ଓ ଅନ୍ଧବିଶ୍ୱାସ ଠାରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ କରାଯାଉଛି। ଏଭଳି କାର୍ଯ୍ୟ କଲେ ଗିରଫ କରାଯିବ ବୋଲି ମଧ୍ୟ…

୩ କ୍ୟାମ୍ପ୍‌ରେ ରହିଲେ ରାଜ୍ୟ ବାହାରର ୧୨୧ ଶ୍ରମିକ

ବାରଙ୍ଗ,୧ା୪(ଡି.ଏନ୍‌.ଏ)- ଚନ୍ଦକା ଥାନା ଅଧୀନରେ ହୋଇଛି ୩ଟି ଆଶ୍ରୟସ୍ଥଳୀ। ମେଣ୍ଢାଶାଳ ଓ ଛତାବର ପଂଚାୟତ ଅଧୀନରେ ଥିବା ଏହି ଆଶ୍ରୟସ୍ଥଳୀରେ ରାଜ୍ୟବାହାର ୧୨୧ଜଣ ଶ୍ରମିକଙ୍କୁ ଚନ୍ଦକା ପୋଲିସ ଅଟକ ରଖିଛି। ଝାଡ଼ଖଣ୍ଡ ରାଜ୍ୟର ୬୭ଜଣ ଶ୍ରମିକ ଚେନ୍ନାଇରେ ଏକ କୋରିୟର ସଂସ୍ଥାରେ…

ମଦ ସହ ବାଇକ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ,୧।୪- ଲକ୍‌ଡାଉନ ପରେ ବଦବିକ୍ରି ଉପରେ ସରକାର କଟକଣା ଜାରି କରିଛନ୍ତି। ଅନ୍ୟପଟେ ଏହାକୁ ଖାତିରି ନ କରି ଚୋରା ବେପାରୀ ବିଦେଶୀ ମଦ ଚାଲାଣ କରୁଛନ୍ତି। ବୁଧବାର ବଡି ଭୋରରୁ ପୋଲିସ ବେଆଇନ ମଦଚାଲାଣ ବେଳେ ୨ ଜଣଙ୍କୁ…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୧୦୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ

ମାଲକାନଗିରି,୧ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ଯୋଗୁ ସରକାରଙ୍କ ସମେତ ପୋଲିସ ଓ ପ୍ରଶାସନର ଚିନ୍ତା ବଢ଼ୁଛି। ହେଲେ ଏଭଳି ପରିସ୍ଥିତିରେ ମଧ୍ୟ ଲୋକେ ସଚେତନ ହେଉନାହାନ୍ତି। ଲକ୍‌ଡାଉନ୍‌ ଘୋଷଣା ପରଠାରୁ ବିଭିନ୍ନ ମାଧ୍ୟମରେ ଲୋକଙ୍କୁ ବୁଝାଯାଉଛି। ତଥାପି ଲୋକେ…

ପୋଖରୀରେ ବୁଡି ଜଣେ ମୃତ

ବ୍ରହ୍ମପୁର ଅଫିସ,୧।୪- ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋଇଲୁଣ୍ଡିର ଜିତେନ୍ଦ୍ର ମହାପାତ୍ର (୪୧)। ବୁଧବାର ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୧୬୧/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଜିତେନ୍ଦ୍ର ମଙ୍ଗଳବାର ସନ୍ଧ୍ୟା…

ସହଯୋଗର ହାତ ବଢାଉଛନ୍ତି ସ୍ବେଚ୍ଛାସେବୀ

ରାଇକିଆ,୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ ବାହାରୁ ଆସି ରାଇକିଆ ବ୍ଲକରେ ଅଟକି ଯାଇଥିବା ଶ୍ରମିକଙ୍କ ଚିନ୍ତା ବଢ଼ିଛି। କାମ ବନ୍ଦ ପରେ ଗଜପତିରୁ ଆସିଥିବା ଶ୍ରମିକ ଗଁାକୁ ଫେରି ପାରିନାହାନ୍ତି। ସେହିପରି ମଧ୍ୟ ପ୍ରଦେଶର କେତେଜଣ ଶ୍ରମିକ ମଧ୍ୟ ଫେରିପାରିନାହାନ୍ତି। ଏମାନଙ୍କୁ ସହଯୋଗର…

ଲକ୍‌ଡାଉନରେ ପିଲାଙ୍କୁ ଶିଖାଯାଉଛି ଯୋଗ

ଚୌଦ୍ୱାର,୧ା୪(ଡି.ଏନ୍‌.ଏ): ଭୟାବହ କରୋନାକୁ ପ୍ରତିହତ କରିବା ପାଇଁ ସମଗ୍ର ଦେଶରେ ଲାଗୁ ହୋଇଛି ୨୧ ଦିନିଆ ଲକ୍‌ଡାଉନ। ଏହାକୁ ସମର୍ଥନ କରି ଜନସାଧାରଣ ନିଜ ନିଜ ଘରେ ରହୁଥିବାବେଳେ ସର୍ବସାଧାରଣ ସ୍ଥାନଗୁଡ଼ିକ ଶୂନଶାନ ହୋଇପଡ଼ିଛି। ଏଭଳି ସ୍ଥିତିରେ ପ୍ରାପ୍ତ ବୟସ୍କମାନେ ନିଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?