୪ ଏକର ଡଙ୍ଗର ଜମିକୁ ଚାଷୋପଯୋଗୀ କଲେ ୯୦ ବର୍ଷୀୟ ବୃଦ୍ଧ
ପାପଡାହାଣ୍ଡି,୩।୨(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକର ଗାଦବା କତରା ଗ୍ରାମର ମୁନା ମାଧବ। ବୟସ ୯୦ରୁ ଊର୍ଦ୍ଧ୍ୱ । ତଥାପି ଜୀବନରେ ହାର ମାନି ନାହାନ୍ତି । ଯେଉଁ କାମ ଯୁବପିଢି କରିପାରିବେ ନାହିଁ, ବୟସର ଅପରାହ୍ନରେ ପହଞ୍ଚି ସେ ତାହା କରି…
ଚରଚାରେ ଦିବ୍ୟାଙ୍ଗ ଛାତ୍ର ଜଗନ୍ନାଥ: ମନ୍ବଲ ଆଘେ ହାରମାନିଛେ ଅକ୍ଷମତା
ପାଇକମାଲ,୩।୨(ଡି.ଏନ.ଏ)- କଥାରେ ଅଛେ ମନ୍ବଲ ଥିଲେ ସବୁ ସମ୍ଭବ। ଏହେଦେ ଏନ୍ତା ଝନେ ଦିବ୍ୟାଙ୍ଗ ଛାତ୍ର ନିଜର ମଜବୁତ୍ ମନ୍ବଲ ଲାଗି ଏହେଦେ ଚରଚାରେ ରହିଛନ୍। ସେ ହେଉଛନ୍ ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଠ ପଁଚେତ୍ ଭେରୁଆମୁଣ୍ଡା ଗଁାର କ୍ଷୀରୋଦ୍ର…
ଚୋରି, ନିଶା କାରବାର ବୃଦ୍ଧିର ପ୍ରତିବାଦ: ରାସ୍ତାରେ ବସିଲେ, ଥାନା ଘେରିଲେ ମହିଳା
ସୋନପୁର, ୩।୨(ନି.ପ୍ର.) ସୁବର୍ଣ୍ଣପୁର ସହରର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବସ୍ତି ବାସିନ୍ଦା ସୁରକ୍ଷା ମଞ୍ଚ ତରଫରୁ ମହିଳାମାନେ ରବିବାର ରାସ୍ତାକୁ ଓହ୍ଲାଇଥିଲେ। ସଭାନେତ୍ରୀ ଜ୍ୟୋତିର୍ମୟୀ ରଥଙ୍କ ନେତୃତ୍ୱରେ ଶତାଧିକ ମହିଳା ଏକ ରାଲିରେ ଆସି ଟାଉନ ଥାନା ସମ୍ମୁଖରେ ରାସ୍ତାରୋକୋ କରିଥିଲେ।…
ମଉଲିକ୍ ସୁବିଧାରୁ ବଁଚିତ୍ ସାଲମାପାଲି ଗାଁବାସୀ
ଗଣ୍ଡତୁରୁମ, ୩।୨ (ଡି.ଏନ୍.ଏ.)- ଦେଶ୍ ସୁଆଧୀନ ହେବାର ଆଏଜ୍କେ ୭୦ ବଛର ବିତିଯାଇଛେ। କେନ୍ଦ୍ର ଆର ରାଏଜ୍ ଉଭଏ ସରକାର ଗାଁର ବିକାଶ କଥା କହୁଛନ୍। ହେଲେ ଆମର ରାଏଜେ ଆଏଜ୍ ବି ଏନ୍ତା ଅନେକ ଗାଁଗଁଡ଼ା ଅଛେ ଯେନ୍ଠାନେ ଲୋକ୍…
ତ୍ରୁଟିପୂର୍ଣ୍ଣ ନୀତି ଯୋଗୁଁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ
ବଲାଙ୍ଗୀର ଅଫିସ, ୩ା୨: ବଲାଙ୍ଗୀର ଗାନ୍ଧୀଭବନଠାରେ ବୌଦ୍ଧିକ ଅନୁଷ୍ଠାନ ରଚନା ପକ୍ଷରୁ ଶିକ୍ଷା ଅଧିକାର: ଲକ୍ଷ୍ୟ, ବାସ୍ତବତା ଓ ସମ୍ଭାବନା ଶୀର୍ଷକ ଏକ ଆଲୋଚନାଚକ୍ର ରବିବାର ଅନୁଷ୍ଠିତ ହୋଇଛି ା ରଚନା ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ…
ପର୍ଯ୍ୟଟନ କେନ୍ଦ୍ରରେ ଜମା ହୋଇଛି ପଥରଗୁଣ୍ଡ
କେନ୍ଦୁଝର, ୩।୨(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଗୁରୁତ୍ୱପୂର୍ଣ୍ଣ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି ା ଫଳରେ ପର୍ଯ୍ୟଟକଙ୍କ ଆଗ୍ରହ ବଢୁଛି। ଏଥିପାଇଁ ଏହି କେନ୍ଦ୍ରର ରକ୍ଷଣାବେକ୍ଷଣ ପାଇଁ ପଦକ୍ଷେପ ନେବା ସହ ଏଣ୍ଟ୍ରି ଫି…
ବଞ୍ଚିବାକୁ ରାହା ଖୋଜୁଛନ୍ତି ମମତା
ଆରଡ଼ି,୩।୨(ଡି.ଏନ.ଏ.)-ପରିବାର ନିୟୋଜନ ଅସ୍ତ୍ରୋପଚାର ବେଳେ ଡାକ୍ତରଙ୍କ ଖାମଖିଆଲି ଯୋଗୁ ଖାଦ୍ୟନଳୀ କଣା ହୋଇଯାଇଛି। ଚିକିତ୍ସା ପାଇଁ ୩ ଲକ୍ଷ ଟଙ୍କା ଖର୍ଚ୍ଚ ସରିଲାଣି। ତଥାପି ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁନି। ଔଷଧ କିଣିବାକୁ ଆଉ ସମ୍ବଳ ନାହିଁ। ପରିବାର ଲୋକ ନିରାଶ ହୋଇପଡ଼ିଛନ୍ତି।…
ସିଟି ହସ୍ପିଟାଲ ଦାବି: ଦୋକାନବଜାର ବନ୍ଦକଲେ ସହରବାସୀ
ବରଗଡ଼ ଅଫିସ,୩।୨: ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଅସନ୍ତୋଷର ନିଆଁ ଲିଭିବାର ନାଁ ନେଉ ନାହିଁ। ଏହି ଦାବି ନେଇ ସୋମବାର ସକାଳୁ ବରଗଡ଼ ସହରବାସୀ ଦୋକାନ, ବଜାରକୁ ସ୍ବତଃସ୍ଫୁର୍ତ୍ତ ଭାବେ ବନ୍ଦ…
ଚୋରାକାଠ କାରଖାନାରେ ଚଢ଼ାଉ
ବାରିପଦା ଅଫିସ, ୩।୨-ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ବାଗଦିଆ ଗଉଡଡିଆଠାରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର କାଠ ଜବତ କରାଯାଇଛି। ସେଠାରେ କାଠ ମିସ୍ତ୍ରୀ ଥିବା ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଛି। ତାଙ୍କ ନାମ…
ଏଲ୍ଇଡି ଲାଇଟ୍ କିଣାରେ ଅନିୟମିତତା: ୭୨ ଘଣ୍ଟାରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ
କଟକ ସଦର,୩ା୨(ଡି.ଏନ୍.ଏ.): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକୁ ଉଲ୍ଲଂଘନ କରି କଟକସଦର ସମେତ ଜିଲାର ଅଧିକାଂଶ ବ୍ଲକରେ ଏଲ୍ଇଡି ଲାଇଟ୍ କିଣାଯାଇଥିଲା। ଏ ନେଇ ‘ଧରିତ୍ରୀ’ରେ ଶନିବାର ରିପୋର୍ଟ ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବା ପରେ ତପତ୍ର…
ଥଣ୍ଡାରେ ଠିଆହେଲେ ସ୍କୁଲ ପିଲା; ଇନ୍ଧନ ସଂରକ୍ଷଣ ସଚେତନତା ରାଲି
ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର ଶୁଭାରମ୍ଭ ପୂର୍ବତନ ଏମ୍ପି ଖାରାବେଳ ସ୍ବାଇଁ କରିଥିଲେ। ଏହି ପଦଯାତ୍ରାରେ ସହରର ବିଭିନ୍ନ ସ୍କୁଲର…
ଗାଁ ଲୋକଙ୍କୁ ଚୁଆ ପାଣି ଭରସା
କପ୍ତିପଦା, ୩।୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଗଜାପଥର ଓ ଶରତ ପଞ୍ଚାୟତର ଅଶ୍ୱକୂଟୀ ଛକ ସାହି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଫଳରେ ଗଜାପଥର ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ୩୦୦ ଓ ଅଶ୍ୱକୂଟୀ…
Archives


