ଆମ ଜିଲା ଖବର

କରୋନା ମୁକାବିଲା ପାଇଁ ମାସ୍କ, ସାବୁନ ବଣ୍ଟନ

ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ସମ୍ବଲପୁର ବିଭିନ୍ନ ଅନୁଷ୍ଠାନ ଗୁଡିକ ସହଯୋଗର ହାତ ବଢ଼ାଇଛନ୍ତି । ଗ୍ରାମାଞ୍ଚଳରେ ମଧ୍ୟ ଏହା ଦେଖିବାକୁ ମିଳିଛି । ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଡଙ୍ଗାପାଲ ଗ୍ରାମର ଉତ୍ସବ ସାମାଜିକ ଓ ସାଂସ୍କୃତିକ…

ଅସହାୟ ଶ୍ରମିକ ପରିବାରକୁ ମିଳୁନି ଖାଦ୍ୟ

ବରଗଡ଼ ଅଫିସ୍‌,୩୧।୩-କରୋନା ପ୍ରତିହତ ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଲୋକେ ଫସି ରହିଛନ୍ତି । ତେବେ ଏଭଳି ସ୍ଥିତିରେ ମୁଖ୍ୟତଃ ଗରିବ, ଅସହାୟ ଲୋକେ ଅଡ଼ୁଆରେ ପଡ଼ିଛନ୍ତି । ସେମାନଙ୍କୁ ଭଲଭାବେ ମୁଠାଏ ଖାଇବାକୁ…

ଲକ୍‌ଡାଉନ୍‌ ଯୋଗୁ ଚାଷୀ ହତାଶ: ବିଲରେ ପଚୁଛି ପନିପରିବା, ଫୁଲ

ଭଞ୍ଜନଗର,୩୧।୩(ଡି.ଏନ.ଏ)- ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ସରକାର ଲକ୍‌ ଡ଼ାଉନ କଟକଣା ଜାରି କରିଛନ୍ତି। ଏହାଦ୍ୱାରା ଲୋକେ କାମଧନ୍ଦା ହରାଇଛନ୍ତି। ଅନ୍ୟ ରାଜ୍ୟରୁ ଆସି ଭଞ୍ଜନଗର ବ୍ଲକରେ ରହିଯାଇଥିବା ଏକାଧିକ ଅଣଓଡ଼ିଆ ପରିବାରଙ୍କ ଅବସ୍ଥା ଦୟନୀୟ ହୋଇପଡ଼ିଛି। ସରକାରଙ୍କ ମୁଠାଏ ଖାଦ୍ୟକୁ ସେମାନେ…

କୋଭିଡ୍‌ ଫଣ୍ଡକୁ ଅଧ୍ୟକ୍ଷା ଦେଲେ ୩୦ ହଜାର

ଦିଗପହଣ୍ଡି,୩୧ା୩(ଡି.ଏନ.ଏ.)- ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ୩୦ ହଜାର ଟଙ୍କା ଦାନ କରିଛନ୍ତି। ଅନ୍‌ଲାଇନ୍‌ରେ ସେ ଏହି ଅର୍ଥ ଟ୍ରାଜ୍ଞାକ୍‌ସନ୍‌ କରିଛନ୍ତି। କରୋନା ମହାମାରୀର ମୁକାବିଲା ପାଇଁ ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପିକା ଅଧ୍ୟାପକ…

ଖାଦ୍ୟର ମାନ ଯାଞ୍ଚ କଲେ ବିଧାୟକ

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ସ୍ଥାନୀୟ ବିଧାୟକ ଦେବେଶ ଆଚାର୍ଯ୍ୟ ମଙ୍ଗଳବାର ଖଣ୍ଡହଥା ଜଗନ୍ନାଥ ହାଇସ୍କୁଲରେ କରୋନା ପ୍ରତିହତ ପାଇଁ ହୋଇଥିବା ଆଇସୋଲେଶନ ସେଣ୍ଟର ପରିଦର୍ଶନରେ ଯାଇଥିଲେ । ସେଠାକାର ଅନ୍ତେବାସୀଙ୍କୁ ସେମାନଙ୍କ ସୁବିଧା, ଅସୁବିଧା ପଚାରିବା…

କୋଭିଡ୍‌ ଫଣ୍ଡକୁ ବୃତ୍ତି ଟଙ୍କା ଦେଲେ ଛାତ୍ରୀ

ଛତ୍ରପୁର,୩୧ା୩(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ପୂର୍ବରୁ ପାଇଥିବା ବୃତ୍ତି ଅର୍ଥରୁ ୩ ହଜାର ଟଙ୍କା ଦେଇଛନ୍ତି। ସେହେଲେ ଗଞ୍ଜାମ ଜିଲା ଛତ୍ରପୁର ଅନ୍‌ସ୍ଲୋ ସରକାରୀ ହାଇସ୍କୁଲର ଛାତ୍ରୀ ସ୍ନେହାମୟୀ…

ଝାରସୁଗୁଡାରେ ହେବ ୧୫୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ

ଝାରସୁଗୁଡା ଅଫିସ,୩୧ା୩-ମଙ୍ଗଳବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ କରୋନା ମୁକାବିଲା ପାଇଁ ସମୀକ୍ଷା କରାଯାଇଛି। ବୈଠକରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କହିଲେ ଯେ, ଯେ ରାଜ୍ୟର ସବୁ ଜିଲାରେ କୋଭିଡ୍‌ ହସ୍ପିଟାଲ ସ୍ଥାପନ…

ସାନିଟାଇଜ ମେଶିନ ଧରି ବୁଲୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୩୧।୩-କରୋନା ଭୂତାଣୁ ସଂକ୍ରମଣ ନ କରିବା ପାଇଁ ସବୁ ବେଳେ ସମାଜିକ ଦୂରତା ରକ୍ଷା କରିବା ସହ ସଫା ସୁତୁରା ରହିବାକୁ ପରାମର୍ଶ ଦିଆଯାଉଛି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ହୋଇଥିବା ବୈଠକରେ ଏହାକୁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର…

ମଦ ବିକ୍ରି, ଚାଲାଣ ଅଭିଯୋଗରେ ୩ ଗିରଫ

ଗୋପାଳପୁର,୩୧ା୩- ଚୋରା ଦେଶୀ ମଦ ବିକ୍ରି ଓ ବିଦେଶୀ ମଦ ଚାଲାଣ କରୁଥିବାବେଳେ ଦୁଇଟି ସ୍ଥାନରୁ ଗୋଳନ୍ଥରା ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ସୋରଳ ଗ୍ରାମର ନରସିଂହ ଜାନି, ଗୋଷାଣୀନୂଆଗଁା ଅଞ୍ଚଳର ସନ୍ତୋଷ…

Featured Video Play Icon

ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ବାଡ଼େଇବା ଅଭିଯୋଗ: ଭିଡ଼ିଓ ଭାଇରାଲ

ବନ୍ତଳା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ରାସ୍ତାରେ ଯାଉଥିବା କେତେଜଣ ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏହି ସମୟର ଏକ ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।…

ହାତ,ଗୋଡ଼ ବାନ୍ଧି ଲୁଟିନେଲେ ୩୦ଭରି ସୁନା ଗହଣା

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ ଟାଉନ ଥାନା ଅନ୍ତର୍ଗତ ବନ୍ଦା ଗ୍ରାମରେ ସୋମବାର ଭୋର୍‌ ପ୍ରାୟ ୫ଟାରେ ଏକ ବଡ଼ ଧରଣର ଲୁଟ୍‌ପାଟ୍‌ ହୋଇଥିବା ଅଭିଯୋଗ ହୋଇଛି । ଗ୍ରାମର ଗଙ୍ଗାରାମ ଦାଶଙ୍କ ହାତ, ଗୋଡ଼ ବାନ୍ଧି ୩ ଦୁର୍ବୃତ୍ତ ଘରେ ଥିବା ୩୦…

ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଗିରଫ ଘଟଣା:ପୁଣି ଥରେ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୩୧।୩ – ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଥିବା ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ (ଦକ୍ଷିଣାଞ୍ଚଳ ମଣ୍ଡଳ) ବିନୋଦ କୁମାର ପାଢୀ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ଗତ ୪ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?