ଚୈତ୍ର ମଙ୍ଗଳବାର: କରୋନାରୁ ରକ୍ଷା ଲାଗି ମା’ତାରାତାରିଣୀଙ୍କ ପୀଠରେ ହେଲା ସ୍ବତନ୍ତ୍ର ପୂଜା
ପୁରୁଷୋତ୍ତମପୁର, ୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ଚୈତ୍ର ମଙ୍ଗଳବାର ଚତୁର୍ଥ ପାଳି ଯାତ୍ରା ଅବସରରେ ଜନଶୂନ୍ୟ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମା’ ଶୀତଳାଙ୍କ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର କରୋନାକୁ…
କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ: ମଙ୍ଗଳ ଆଳତୀ ଦର୍ଶନ ପାଇଁ ସାକ୍ଷୀଗୋପାଳ ମନ୍ଦିରରେ ଭିଡ଼
ସାକ୍ଷୀଗୋପାଳ, ୩୧।୩(ଡି.ଏନ୍.ଏ): କରୋନା କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ। ସକାଳୁ ସକାଳୁ ମଙ୍ଗଳ ଆଳତୀ ଦର୍ଶନ ପାଇଁ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ବାର ସମ୍ମୁଖରେ ସ୍ଥାନୀୟ ଶ୍ରଦ୍ଧାଳୁ ନିୟମିତ ଭିଡ଼ ଲଗାଉଛନ୍ତି। ପାଳିଆ ସେବକଙ୍କ ଛଡ଼ା ଅନ୍ୟ କୌଣସି ବ୍ୟକ୍ତିଙ୍କ…
ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଲା : ୨ରେ ରଥକାଠ ଚିରଟ ଅନୁକୂଳ
ପୁରୀ ଅଫିସ,୩୧ା୩: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ସୋମବାର ପୁରୀରେ ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚତ୍ଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୨୧ ଖଣ୍ଡ କାଠ ଆସିଛି। ଏଥିରେ…
ଡାକ୍ତରଙ୍କୁ ସୁରକ୍ଷା ସରଞ୍ଜାମ ଯୋଗାଅ: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ୍,୩୧ା୩: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ସୁରକ୍ଷା ସରଞ୍ଜାମ (ପିପି) କିଟ୍ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଦାଏର ହୋଇଥିବା ଏହି ମାମଲାର ଶୁଣାଣି କରି…
ଗଡ଼ୁନି ଗାଡ଼ି, ପୂରୁନି ପେଟ-ଦୁଃଖରେ ଦିନ କାଟୁଛନ୍ତି ଚାଳକ, ହେଲ୍ପର ଓ କଣ୍ଡକ୍ଟର
ପୁରୀ ଅଫିସ,୩୧ା୩ : ପର୍ଯ୍ୟଟନ ସହର ପୁରୀ। ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ଉପରେ ଅନେକ ପରିବାରର ଭାତହାଣ୍ଡି ନିର୍ଭର କରେ। ପର୍ଯ୍ୟଟକ ଆସିଲେ ଦି’ ପଇସା ରୋଜଗାର ହୁଏ, ସେଥିରେ ସେମାନଙ୍କ ଘର ଚଳେ। କିନ୍ତୁ ଏବେ ଅନେକଙ୍କ ଜୀବନ…
ଶ୍ରୀଜଗନ୍ନାଥ ମହାପ୍ରଭୁ କରୋନା ରିଲିଫ୍ ଫଣ୍ଡ
ପୁରୀ ଅଫିସ, ୩୧ା୩: କରୋନା ପାଇଁ ଏବେ ସବୁଠି ହାହା କାର। ଏହାର ମୁକାବିଲା ପାଇଁ ଦେଶକୁ ଲକ୍ଡାଉନ କରାଯାଇଛି। ଏଥିପାଇଁ ଜନସାଧାରଣଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିଲାଗି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଦାନଦେବା ପାଇଁ ଆହ୍ବାନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ…
ଶ୍ରୀମନ୍ଦିରରେ ଚୈତ୍ର ଗୁଣ୍ଡିଚା
ପୁରୀ ଅଫିସ,୩୧ା୩: ଶ୍ରୀମନ୍ଦିରରେ ସୋମବାର ଅନୁଷ୍ଠିତ ହୋଇଯାଇଛି ଚୈତ୍ର ଗୁଣ୍ଡିଚା। ଚୈତ୍ରମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥିରେ ଏହି ପର୍ବ ପାଳନ କରାଯାଇଥାଏ। ଏହି ଅବସରରେ ସୂର୍ଯ୍ୟମନ୍ଦିରରୁ ସୂର୍ଯ୍ୟଦେବ ଏକ ସ୍ବତନ୍ତ୍ର ରଥରେ ବସି ଭିତର ବେଢା ପରିକ୍ରମା କରିଥିଲେ। ଶ୍ରୀମନ୍ଦିରରେ…
ଶ୍ରୀମନ୍ଦିରର ଅନ୍ତରୀଣ ବଜେଟ
ପୁରୀ ଅଫିସ,୩୧ା୩: କରୋନା ଯୋଗୁ ଚଳିତବର୍ଷ ଶ୍ରୀମନ୍ଦିର ବଜେଟ ବିଳମ୍ବ ହୋଇଛି। ସୋମବାର ଅର୍ଥ ସବ୍ କମିଟି ବୈଠକରେ ୨୦୨୦-୨୧ ଆର୍ଥିକବର୍ଷ ଲାଗି କେବଳ ଅନ୍ତରୀଣ ବଜେଟ୍ ଆଗତ ହୋଇଛି। ସମସ୍ତ ସଦସ୍ୟଙ୍କ ସହମତି କ୍ରମେ ଏହାକୁ ଆଇନ ବିଭାଗକୁ ପଠାଯିବ।…
ସୀମା ସିଲ୍ ବେଳେ ବିବାଦ: ଓଡ଼ିଶାରେ ପଶି ଟେଣ୍ଟ ବାନ୍ଧିଲା ଝାଡଖଣ୍ଡ ପୋଲିସ
ବଡବିଲ, ୩୧ା୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ନିମନ୍ତେ ସମସ୍ତ ରାଜ୍ୟ ସୀମାନ୍ତଗୁଡିକୁ ସିଲ୍ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଝାଡଖଣ୍ଡ ରାଜ୍ୟର ବଡଜାମଦା ପୋଲିସ ସୀମା ସିଲ୍ କରିବାକୁ ଯାଇ କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳର…
ଅସ୍ଥାୟୀ ଆଶ୍ରୟସ୍ଥଳ ଦେଇଛି ଆହାର
କେନ୍ଦୁଝର, ୩୧ା୩ (ନରେଶ ପଟ୍ଟନାୟକ)-କରୋନା ପାଇଁ ସମଗ୍ର ବିଶ୍ୱ ବର୍ତ୍ତମାନ ଆତଙ୍କିତ ଅବସ୍ଥାରେ। ଏହା ଚାରିଆଡ଼େ ତାହାର କାୟା ବିସ୍ତାର କରିବାରେ ଲାଗିଛି। ସମଗ୍ର ବିଶ୍ୱରେ କରୋନା ସଂକ୍ରମଣରେ ୩୪ହଜାରରୁ ଊର୍ଦ୍ଧ୍ୱ ମୃତ୍ୟୁବରଣ କରିଥିବାବେଳେ ଭାରତରେ ମୃତ୍ୟୁ ସଂଖ୍ୟା ୨୯ରେ ପହଞ୍ଚିଛି।…
ଜଗତକଲ୍ୟାଣ ଲାଗି ଆରଡ଼ିରେ ମହାରୁଦ୍ରଯଜ୍ଞ
ଆରଡି, ୩୧ା୩(ଡି.ଏନ.ଏ.)-କରୋନା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଘରୁ ନ ବାହାରିବାକୁ କୁହାଯାଇଛି। ଏପରିପ୍ରେକ୍ଷୀରେ ସବୁ ଧର୍ମାନୁଷ୍ଠାନ ମନ୍ଦିର ମଧ୍ୟ ବନ୍ଦ ହୋଇଛି। ଭକ୍ତମାନେ ଆଉ ଦର୍ଶନ କରିବାକୁ ଯାଇପାରୁ ନାହାନ୍ତି। ଭଦ୍ରକ ଜିଲାର ଶୈବପୀଠ ଆରଡିରେ ବାବା…
ଟ୍ରେଲରରୁ ୬୦ରୁ ଊର୍ଦ୍ଧ୍ୱ ଶ୍ରମିକ ଉଦ୍ଧାର, ୧୦ ହଜାର ଜରିମାନା
ଭଦ୍ରକ ଅଫିସ, ୩୧ା୩- ୧୬ ନଂ. ଜାତୀୟ ରାଜପଥ ନିକଟରେ ଏକ ଶ୍ରମିକ ବୋଝେଇ ଟ୍ରେଲରକୁ ସୋମବାର ସନ୍ଧ୍ୟାରେ ପରିବହନ ବିଭାଗ ଜବତ କରିଛି। ଉକ୍ତ ଟ୍ରେଲରଠାରୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଜବତ ଟ୍ରେଲରକୁ ଗ୍ରାମାଞ୍ଚଳ ଥାନାକୁ ହସ୍ତାନ୍ତର…

