ଆମ ଜିଲା ଖବର

ଗୁରୁକୁଳ ସପ୍ତର୍ଷି ସେବାଶ୍ରମ ଅନ୍ତେବାସୀଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ବଲାଙ୍ଗୀର ଅଫିସ/ଟିକ୍ରାପଡା, ୩୦ା୩ (ଡି.ଏନ୍‌.ଏ.): କରୋନା ସଂକ୍ରମଣ ମୁକାବିଲା ପାଇଁ ଲକ୍‌ ଡାଉନ୍‌ ସମୟରେ ଅନେକ ସ୍ଥାନରେ ନାନା ସମସ୍ୟା ଦେଖାଦେଇଛି । ଟିକ୍ରାପଡା ଫାଣ୍ଡି ଅନ୍ତର୍ଗତ ଦେଓଗଁା ଗୁରୁକୁଳ ସପ୍ତର୍ଷି ସେବାଶ୍ରମରେ ଅନାଥ ଅନ୍ତେବାସୀଙ୍କୁ ସରକାରୀ ଅଧିକାରୀ ଓ ସ୍ବେଚ୍‌ଉାବେୀମାନେ…

ମିଳୁନି ଖାଦ୍ୟ, ଭୋକରେ ଛଟପଟ ଯାଯାବର

ବଲାଙ୍ଗୀର ଅଫିସ, ୩୦ା୩: ବଲାଙ୍ଗୀର ସହର ରେଳଷ୍ଟେଶନ ନିକଟରେ ଉତ୍ତରପ୍ରଦେଶର ପ୍ରାୟ ୪୦ ଜଣ ଯାଯାବର ଅଟକି ରହିଛନ୍ତି । ସେମାନେ ହାତ ମୁଦିର ରଙ୍ଗୀନ ପଥର, ରୁଦ୍ରାକ୍ଷ ବିକ୍ରି କରିବାକୁ ବଲାଙ୍ଗୀର ଆସିଥିଲେ । ଏମାନେ ସହର ଭିତର ବିଭିନ୍ନ…

ବିନା ପାରିଶ୍ରମିକରେ ମାସ୍କ ତିଆରି

ବାରିପଦା ଅଫିସ, ୩୦ା୩- ବର୍ତ୍ତମାନ ସାରା ବିଶ୍ୱ କରୋନା ଭାଇରସ୍‌କୁ ନେଇ ଚିନ୍ତିତ। ଏହି ଭାଇରସ୍‌ ସଂକ୍ରମଣର ଚେନ୍‌କୁ ଭାଙ୍ଗିବା ପାଇଁ ଭାରତରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଲକଡାଉନ କରାଯାଇଛି। ବର୍ତ୍ତମାନ ସମୟରେ ସମସ୍ତେ ନିଜେ ନିଜ ଘରେ ରହୁଛନ୍ତି।…

ଅଗ୍ରୀମ ଦରମା ନେବାକୁ ମନାକଲେ ଭିମସାର ଡାକ୍ତର

ସମ୍ବଲପୁର, ୩୦।୩ (ବ୍ୟୁରୋ)-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷେ ନିଷ୍ଠାପର ସେବା ପାଇଁ ସ୍ବାସ୍ଥ୍ୟ ବିଭାଗ ଡାକ୍ତର, କର୍ମଚାରୀଙ୍କୁ ୪ ମାସର ଅଗ୍ରୀମ ଦରମା ଦେବାକୁ ଘୋଷଣା କରିଛନ୍ତି ।…

ଭୋକିଲା ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ଆଦିବାସୀ ସଂଘ

ଲୋଇସିଂହା, ୩୦ା୩(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହାରେ ଫସି ରହିଥିବା ଜିଲା ତଥା ରାଜ୍ୟ ବାହାର ଲୋକଙ୍କୁ ଆାଦିବାସୀ ସଂଘ ପକ୍ଷରୁ ଦୁଇବେଳା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି ା ସଂଘ ସୂଚନାମତେ କେନ୍ଦୁଝର, ଢେଙ୍କାନାଳ ଅଞ୍ଚଳର କେତେକ ପରିବାର ଲକ୍‌ଡାଉଉନ ଯୋଗୁ ଲୋଇସିଂହାରେ ଫସି…

ମାକ୍ସ ପ୍ରସ୍ତୁତ କରି ସୁରକ୍ଷିତ ରହିବାର ବାର୍ତ୍ତା ବାଣ୍ଟୁଛିି ଏସ୍‌ଏଚ୍‌ଜି

ଲୋଇସିଂହା, ୩୦।୩(ଡି.ଏନ.ଏ): ମାରମତ୍କ କରୋନା ଭାଇରସ୍‌ ସଂକ୍ରମ଼ଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ଗାଁର ମା’ଶକ୍ତିରୂପା ସ୍ବୟଂ ସହାୟକ ଗୋଷ୍ଠୀ ଗତ ୧୩ଦିନ ହେଲା ମାକ୍ସ ତିଆରି କରି ଡାକ୍ତରଖାନା ଓ ବ୍ୟବସାୟୀଙ୍କୁ ଯୋଗାଉଛନ୍ତି।…

ଜିଲା ପ୍ରଶାସନ, ବିଡିସିସି ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ବଲାଙ୍ଗୀର ଅଫିସ, ୩୦ା୩: କରୋନା ସଂକ୍ରମଣ ମୁକାବିଲା ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ବଲାଙ୍ଗୀର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ (ବିଡିସିସି) ପକ୍ଷରୁ ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫାଣ୍ଠିକୁ ପ୍ରଦାନ କରାଯାଇଛି । କୋଭିଡ୍‌-୧୯ ମୁକାବିଲା…

ମାଗଣା ପରିବା ବାଣ୍ଟିଲେ ଚାଷୀ

ଖପ୍ରାଖୋଲ, ୩୦ା୩(ଡି.ଏନ.ଏ.): ସାରା ଦେଶରେ ଲକ୍‌ ଡାଉନ ଥିବାବେଳେ ଦୋକାନ ବଜାର ବନ୍ଦ ରହିଛି । ଏହି ଅବସରରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଓଡିଆପାଲି ପଞ୍ଚାୟତ ଅନ୍ତର୍ଗତ ଭାଲୁଡୁଙ୍ଗୁରି ଗାଁର ଚାଷୀ ଲକ୍‌ଡାଉନ ସ୍ଥିତିରେ ୨୪ଘଣ୍ଟା ସେବା ଯୋଗାଉଥିବା ପୋଲିସ୍‌,…

ତାମିଲନାଡୁରେ ଫସି ରହିଛନ୍ତି ୧୮ ଦାଦନ ଶ୍ରମିକ

ଖପ୍ରାଖୋଲ, ୩୦ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ୧୮ଜଣ ଦାଦନ ଶ୍ରମିକ ପରିବାର ତାମିଲନାଡୁର ତିରିପୁରରେ ଫସି ରହିଛନ୍ତି। ସେମାନେ ତିରିପୁରର ଏକ ଟେକ୍ସଟାଇଲ କାରଖାନାରେ କାମ କରୁଥିଲେ । ହେଲେ ଲକ୍‌ଡାଉନ ଯୋଗୁଁ ସେମାନେ ଘରକୁ ଫେରି ନ…

ଆମ୍ବୁଲାନ୍ସରେ ଯାତ୍ରୀ ପରିବହନ: ଚାଳକ, ଯାତ୍ରୀ ଅଟକ

ରାୟଗଡ଼ା ଅଫିସ,୩୦ା୩-କୋଭିଡ୍‌-୧୯ର ଭୟାବହତାକୁ ନଜରରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ଯାନବାହନ ଚଳାଚଳ ବନ୍ଦ ରହିଛି। ଏଭଳି ପରିସ୍ଥିତିରେ ସୋମବାର ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳର ୬ ଯାତ୍ରୀ ଏକ ଆମ୍ବୁଲାନ୍ସ ଯୋଗେ କୋରାପୁଟ ଜିଲା ଦାମନଯୋଡ଼ି ଯାତ୍ରା…

ଆଦିବାସୀ ପିନ୍ଧୁଛନ୍ତି ଶାଳପତ୍ରରେ ତିଆରି ମାସ୍କ

ପାପଡାହାଣ୍ଡି,୩୦ା୩,(ଡି.ଏନ୍‌.ଏ.): ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ସରକାର ଏବଂ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି। ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା ଓ ସାମାଜିକ ଦୂରତା ରଖିବା ପାଇଁ ସବୁଠି ପ୍ରଚାର କରାଯାଉଛି। ହେଲେ ସହରୀ ଲୋକଙ୍କଠାରୁ…

ଶଯ୍ୟାଶାୟୀ ମଧୁମେହ ରୋଗୀଙ୍କୁ ଉଦ୍ଧାର କଲା ପ୍ରଶାସନ

ବିଜେପୁର, ୩୦।୩ (ଡି.ଏନ.ଏ.)-କରୋନା ପ୍ରତିହତ ପାଇଁ ରାଜ୍ୟର ସମସ୍ତ ଜିଲା ଲକ୍‌ ଡାଉନ ରହିଛି । ଦିନ ମଜୁରିଆ ହାତବାନ୍ଧି ବସି ରହିବାକୁ ବାଧ୍ୟ ହେଉଛନ୍ତି । ପେଟକୁ ଦାନା ଯୋଗାଡ କରିବା କଷ୍ଟକର ହେଉଛି। ଅର୍ଥାଭାବରୁ ଚିକିତ୍ସିତ ହୋଇ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?