ରାଜ୍ୟ ଓ ଦେଶ ବାହାରୁ ଫେରିଛନ୍ତି ୩ହଜାର ୭ଶହ ଲୋକ: ଜିଲାରେ ଖୋଲିଲା ୧୮ ସଙ୍ଗରୋଧ ଗୃହ, ୨୪୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର
ଜୟପୁର,୩୦ା୩(ନି.ପ୍ର.): ଭାଇରସ୍କୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ସେହିପରି ସଂକ୍ରମଣକୁ ରୋକିବା ପାଇଁ ସବୁ ସ୍ତରରେ ଉଦ୍ୟମ ଚଳାଇଛନ୍ତି ରାଜ୍ୟ ସରକାର। ତେବେ ବାହାର ରାଜ୍ୟ ଓ ବିଦେଶରୁ…
ଚାଲିଚାଲି ଯାଉଥିବା ୪୪ ଶ୍ରମିକ ଉଦ୍ଧାର
ଝାରସୁଗୁଡା ଅଫିସ, ୩୦।୩-ସମଗ୍ର ଦେଶରେ ଲକଡାଉନ ଯୋଗୁଁ ବିଭିନ୍ନ କଳକାରଖାନ ବନ୍ଦ ହୋଇଯାଇଛି। ଫଳରେ ଏଠାରେ କାର୍ଯ୍ୟ କରୁଥିବା ଶ୍ରମିକମାବେ ହଇରାଣ ହରକତ ହେଉଛନ୍ତି। ରବିବାର ଛତିଶଗଡ ରାଜ୍ୟର କେତେକ ଶ୍ରମିକ ଝାରସୁଗୁଡା ରୋଡ ଷ୍ଟେଶନର ରେଳଧାରଣାରେ ଚାଲି ଚାଲି ନିଜ…
କର୍ନାଟକରେ ଅଟକି ରହିଛନ୍ତି ୭୦ ଦାଦନ ଶ୍ରମିକ
ବିନିକା,୩୦।୩(ଡି.ଏନ୍.ଏ)-ସୁବର୍ଣ୍ଣପୁର ଜିଲା ବିନିକା ଓ ଡୁଙ୍ଗୁରିପାଲି ବ୍ଲକର ୭୦ଜଣ ଦାଦନ ଶ୍ରମିକ କର୍ନାଟକ ରାଜ୍ୟ ସିତାନ୍ୟାକାହ୍ଲିଠାରେ ଅଟକି ରହିଛନ୍ତି। ଦେଶବ୍ୟାପୀ ଲକ୍ ଡାଉନ୍ ଘୋଷଣା ପରଠାରୁ ସେମାନେ ସେଠାରେ ଭୋକ ଉପାସରେ ଦିନ କାଟୁଥିବା କହିଛନ୍ତି। ଜିଲା ପ୍ରଶାସନ ସେମାନଙ୍କୁ ଅବିଳମ୍ବେ…
ବିଦ୍ୟାଳୟରେ ଆଶ୍ରୟ ନେଲେ ଛତିଶଗଡ଼ର ୫ ଶ୍ରମଜୀବୀ ପରିବାର
ସାକ୍ଷୀଗୋପାଳ, ୩୦।୩(ଡି.ଏନ୍.ଏ): ପେଟପାଟଣା ପାଇଁ ପଡ଼ୋଶୀ ଛତିଶଗଡ଼ ରାଜ୍ୟ ଦେଓଚିତ୍ରା ଗ୍ରାମରୁ ପଳାଇ ଆସିଥିବା ୫ ଶ୍ରମଜୀବୀ ପରିବାରର ୩୫ ସଦସ୍ୟ କରୋନା କଟକଣାରେ ଫସି ଯାଇଛନ୍ତି। ଲକ୍ଡାଉନ ଯୋଗୁ ସେମାନେ ନିଜ ଗାଁକୁ ଫେରିବା ଅସମ୍ଭବ ହୋଇଛି। ସେମାନେ ଦୟନୀୟ…
ରକ୍ତଦାନ କରି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି
ବରଗଡ଼ ଅଫିସ୍,୩୦।୩- ବରଗଡ଼ ବ୍ଲକ ଖଣ୍ଡହଥା ଗ୍ରାମର ଶହୀଦ୍ ରଞ୍ଜନ ଦାଶଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଛି। ନିଷ୍ଠା ପରିବାର ପକ୍ଷରୁ ହୋଇଥିବା ଏହି କାର୍ଯ୍ୟକ୍ରମରେ ଗ୍ରାମବାସୀ ଏବଂ ଶହୀଦଙ୍କ ପରିବାର ଲୋକେ ଶହୀଦ୍ ସ୍ମାରକୀପୀଠକୁ ଆସି ଶ୍ରଦ୍ଧାଞ୍ଜଳି ଅର୍ପଣ…
ଛତିଶଗଡ଼ ସୀମାନ୍ତ ରାସ୍ତାକୁ ସିଲ୍ କଲେ ଗ୍ରାମବାସୀ
ବରଗଡ଼ ଅଫିସ୍,୩୦।୩-କରୋନା ସଂକ୍ରମଣକୁ ପ୍ରତିହତ ଉଦ୍ଦେଶ୍ୟରେ ସାମାଜିକ ଦୂରତା ବଜାୟ ରଖିବାରେ ଜନ ଚେତନା ବଢ଼ିବାରେ ଲାଗିଛି । ଏହି କ୍ରମରେ ବାହ୍ୟ ଅଞ୍ଚଳରୁ ନିଜ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଗୁଡ଼ିକରେ ପ୍ରବେଶ ଅବରୋଧ କରୁଛନ୍ତି । ସୋମବାର ବରଗଡ଼…
କୋଭିଡ ଫଣ୍ଡ କୁ ୧.୧୧ଲକ୍ଷ ପ୍ରଦାନ
ଛତ୍ରପୁର,୩୦ା୩(ଡି.ଏନ୍.ଏ.)- ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍ ଫଣ୍ଡ)କୁ ଛତ୍ରପୁରର ବ୍ୟବସାୟୀ ଡମ୍ବୁରୁଧର ସାହୁଙ୍କ ପରିବାର ପକ୍ଷରୁ ୧ଲକ୍ଷ ୧୧ହଜାର ୧୧୧ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଛତ୍ରପୁରଠାରେ ଉକ୍ତ ଟଙ୍କାର ଡ୍ରାଫ୍ଟକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ କରଯାଇଥିଲା। କରୋନା…
ଲକ୍ଡାଉନକୁ ବେଖାତିର, କଣାସ ହାଟରେ ଭିଡ଼
କଣାସ,୩୦ା୩(ସ୍ବ.ପ୍ର.)- କରୋନା ଭୂତାଣୁକୁ ରୋକିବା ପାଇଁ ସରକାର ସାରା ଦେଶରେ ୨୧ଦିନିଆ ଲକ୍ଡାଉନ ଘୋଷଣା କରି ଲୋକଙ୍କୁ ଘରେ ରହିବାକୁ କୁହାଯାଇଥିଲା। କିନ୍ତୁ ପୁରୀ ଜିଲା କଣାସ ବ୍ଲକରେ ଲକଡାଉନକୁ ବେଖାତିର କରି ସଚେତନ ହେଉ ନ ଥିବା ଦେଖିବାକୁ ମିଳୁଛି।…
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ
ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ ବଦନାମ…
ୟେସ୍ ବ୍ୟାଙ୍କରୁ ଫେରିଲା ମହାପ୍ରଭୁଙ୍କ ବଳକା ଟଙ୍କା
ପୁରୀ ଅଫିସ,୩୦।୩: ଘରୋଇ ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯାଇବା ବେଳେ ତାହା ଫେରିବାକୁ ନେଇ ସଙ୍କଟ ଦେଖାଦେଇଥିଲା। ଏବେ ତାହାର ପରିସମାପ୍ତି ଘଟିଛି। ସୁଧ ସହ ସବୁ ମୂଳ ଟଙ୍କା ଶ୍ରୀମନ୍ଦିର ଆକାଉଣ୍ଟକୁ ଫେରିଛି।…
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ
ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ ବଦନାମ…
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୩୦।୩: ଚଳିତ ବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ତୃତୀୟ ପର୍ଯ୍ୟାୟ ରଥ କାଠ ସୋମବାର ପୁରୀରେ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ଆସିଥିବା ଏହି କାଠ…

