ଚାଲିଚାଲି ଗ୍ରାମକୁ ଫେରୁଛନ୍ତି ଶହ ଶହ ଶ୍ରମିକ
ଠାକୁରମୁଣ୍ଡା,୩୦।୩(ଡି.ଏନ୍.ଏ.): ରାଜ୍ୟର ବିଭିନ୍ନ ସ୍ଥାନକୁ ଶ୍ରମିକ ଭାବରେ କାମ କରିବାକୁ ଯାଇଥିବା ଲୋକେ ଏବେ ଚାଲି ଚାଲି ଘରକୁ ଫେରୁଥିବାର ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ସମେତ ସୀମାନ୍ତ କେନ୍ଦୁଝର ଜିଲା ଗୟଳମୁଣ୍ଡା ମୋନହୋରପୁର,ପଣସଡିହା ପଞ୍ଚାୟତରୁ ଯାଇ କଟକ,…
କ୍ଷୁଦ୍ର ବ୍ୟବସାୟୀଙ୍କୁ ଟିକସ ଛାଡ଼ କରୁନି ଏନ୍ଏସି ପ୍ରଶାସନ : ସରକାର, ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି
ଗଞ୍ଜାମ, ୩୦।୩(ଡି.ଏନ୍.ଏ.): କରୋନାକୁ ନେଇ ରାଜ୍ୟ ଏବେ ଆତଙ୍କିତ ଅବସ୍ଥାରେ ଗତିକରୁଛି। ସରକାର ଲକ୍ଡାଉନ ଘୋଷଣା କରିବା ପରେ ଲୋକେ ଘରୁ ବାହାରିପାରୁ ନାହାନ୍ତି l ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି। ଜନସାଧାରଣଙ୍କ ସହଯୋଗ…
ଲକ୍ଡାଉନ ସତ୍ତ୍ୱେ କେନ୍ଦୁଝରରେ ଗଡୁଛି ଭାରୀଯାନ: ୧୫ଫୁଟ ତଳକୁ ଖସିଲା ଟ୍ରକ୍
କୋଳିମାଟି,୩୦ା୩(ଡି.ଏନ୍.ଏ.): କେନ୍ଦୁଝର ଜିଲା ୨୦ ନଂ. ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ କୋଳିମାଟି ଭାଲୁହୁଡି ଟାଉନ ନିକଟରେ ସୋମବାର ସକାଳେ ଏକ ଦଶଚକିଆ ଲୁହାପଥର ବୋଝେଇ ଟ୍ରକ ୧୫ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ଟ୍ରକ ଡ୍ରାଇଭରଙ୍କ ମୁଣ୍ଡ ଫାଟିଯାଇଛି।…
କରୋନା ମୁକାବିଲା ପ୍ରସ୍ତୁତି ପରଖିଲେ ବାଗ୍ଚୀ
ପୁରୀ ଅଫିସ,୩୦ା୩: ରାଜ୍ୟ ସରକାରଙ୍କ କୋଭିଡ୍-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ ରବିବାର ପୁରୀ ଗସ୍ତରେ ଆସିଥିଲେ। କରୋନା ମୁକାବିଲା ନେଇ ପୁରୀ ଜିଲା ପ୍ରଶାସନ କେତେ ପ୍ରସ୍ତୁତ ତାହା ପରଖିଥିଲେ। ଏହି ଅବସରରେ ଜିଲା ନିୟନ୍ତ୍ରଣ କକ୍ଷ, ପୋଲିସ ନିୟନ୍ତ୍ରଣ…
ବନ୍ଦୀ କରିଦେଇଛି କରୋନା: ଖାଲି ପଡ଼ିଛି ଜାଗା, ଜମୁନି ସାଙ୍ଗ-ଭାଙ୍ଗ-ପଙ୍ଗତ
ପୁରୀ ଅଫିସ,୩୦ା୩: ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ସମଗ୍ର ବିଶ୍ୱ ଏବେ କରୋନା ସହିତ ଲଢେଇ କରୁଛି। କିନ୍ତୁ ବେକାବୁ ଏହି ପ୍ରାଣଘାତୀ ଭୂତାଣୁ। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ ପରେ ଗୋଟିଏ ଦେଶକୁ ମାଡ଼ିବା…
ଲକ୍ଡାଉନ୍ ନିୟମକୁ ଫୁ: ମାଛ ମାର୍କେଟରେ ଭିଡ଼
ପୁରୀ ଅଫିସ,୩୦ା୩: ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍ଡାଉନ ଚାଲିଛି। କରୋନା ଭାଇରସ୍ ମୁକାବିଲା ପାଇଁ ଏଭଳି ଏକ ପଦକ୍ଷେପ ନିଆଯାଇଛି। ପୁରୀ ଜିଲା ପ୍ରଶାସନ ଲକ୍ଡାଉନ କଟକଣାକୁ କିପରି କଡ଼ାକଡ଼ି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ…
କରୋନା ବିଗାଡ଼ିଲା
ଭାଇରସ୍ ସାରା ବିଶ୍ୱରେ ଅଚଳାବସ୍ଥା ସୃଷ୍ଟି କରିଛି। କରୋନାକୁ ପ୍ରତିହତ କରିବାକୁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଜୀବନ ବଞ୍ଚାଇବା ପାଇଁ ଲୋକେ ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରି ନିଜକୁ ଘରେ ବନ୍ଦ କରି ରଖିଛନ୍ତି। ହେଲେ ଆର୍ଥିକ…
ପୌରାଞ୍ଚଳରେ ପନିପରିବାର ହୋମ୍ ଡେଲିଭରି
ବାରିପଦା ଅଫିସ, ୩୦ା୩- କୋରନା ଭାଇରସ୍ ପ୍ରତିରୋଧ ପାଇଁ ସତକର୍ତାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ବାରିପଦା ପୌରାଞ୍ଚଳରେ ପନିପରିବାର ହୋମ ଡେଲିଭରି ବ୍ୟବସ୍ଥା କରାଯାଇଛି। ମୟୂରଭଞ୍ଜ ଫଳ ଓ ପନିପରିବା ଚାଷୀ ପ୍ରଡ୍ୟୁସର କମ୍ପାନୀ ଦ୍ୱାରା ପରିଚାଳିତ…
ସଚେତନତା ପାଇଁ ଗାଁ ମୁଣ୍ଡରେ ଫାଟକ
କେନ୍ଦୁଝର, ୩୦ା୩(ସ୍ବ.ପ୍ର.)-ଆମେ ବାହାରକୁ ଯିବୁନି କି ବାହାର ଲୋକଙ୍କୁ ଆମ ଗାଁରେ ପଶିବାକୁ ଦେବୁନାହିଁ ା ଏଭଳି ନିଷ୍ପତ୍ତି ନେଇଛନ୍ତି ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ହୁଣ୍ଡୁଳା ଗାଁର ଯୁବକ ଓ ସ୍ବୟଂ ସହାୟକ ଗୋଷ୍ଠୀ ା ବାହାରକୁ ଯାଇ ଫେରୁଥିବା…
ରୋଜଗାର ହରାଇ ଘରମୁହାଁ
କେନ୍ଦୁଝର, ୩୦ା୩(ସ୍ବ.ପ୍ର.)-ସମଗ୍ର ବିଶ୍ୱରେ ଏବେ କରୋନା ଭୂତାଣୁ ଆତଙ୍କ ଖେଳାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୧ଦିନିଆ ଲକ୍ଡାଉନ ଘୋଷଣା କରାଯାଇଛି। ଜରୁରୀ କାମ ନ ଥିଲେ ଲୋକେ ପଦାକୁ ବାହାରି । ଏଭଳି ପରିସ୍ଥିତିରେ ବାହାରୁ ରାଜ୍ୟରୁ ଆସି ପେଟ…
ବାଙ୍ଗାଲୋରରେ ଫସିଛନ୍ତି ଓଡ଼ିଆ: ବିସ୍କୁଟ ଖାଇ ବିତୁଛି ଦିନ
ବିଶୋଇ,୩୦ା୩(ଡି.ଏନ୍.ଏ.)- ‘ସାର ଆମକୁ ଆମ ଘରକୁ ନେଇ ଯାଆନ୍ତୁ। ଘର କଥା ମନେ ପଡୁଛି । ପାଖରେ ଟଙ୍କା ନାହିଁ ବିସ୍କୁଟ ଖାଇ ଦିନ କଟୁଛି’ ଏହିଭଳି କୋହଭରା କଣ୍ଠରେ ଗୁହାରି କରିଛନ୍ତି ବାଙ୍ଗାଲୋରରେ ଫଶି ରହିଥିବା ଓଡ଼ିଆ ଯୁବକମାନେ। ଉଦ୍ଧାର…
ଅସହାୟ ବ୍ୟକ୍ତି, ବୁଲା ଗୋରୁଙ୍କୁ ଆହାର ଯୋଗାଇଲେ
ଉଦଳା,୩୦ା୩(ଡି.ଏନ୍.ଏ.)- ଲକ୍ଡାଉନ ଯୋଗୁ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଫଳରେ ଅସହାୟ ବ୍ୟକ୍ତି, ବୁଲା କୁକୁର ଓ ଗୋରୁ ଖାଇବାକୁ ନ ପାଇ ଭୋକିଲା ରହୁଛନ୍ତି। ସେମାନଙ୍କ ମୁଁହରେ ମୁଠାଏ ଦାନା ଦେବା ପାଇଁ…

