ଆମ ଜିଲା ଖବର

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୨୯ା୩ – ବିଶ୍ୱବ୍ୟାପୀ ଆତଙ୍କର କାରଣ ପାଲଟିଥିବା କରୋନା ଭୂତାଣୁର ପ୍ରକୋପ ଏବେ ଭାରତ ଉପରେ ଧୀରେ ଧୀରେ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ବଡ ମେଡିକାଲରେ ଦିନକୁ ଦିନ କରୋନା ସନ୍ଦିଗ୍ଧ ପୃଥକୀକରଣ କକ୍ଷରେ ଭର୍ତ୍ତି ହେଉଛନ୍ତି। ଶନିବାର…

ଶ୍ରମିକଙ୍କୁ ସହୟତା କଲା ଆନନ୍ଦପୁର ପ୍ରଶାସନ

ଆନନ୍ଦପୁର,୨୯। ୩(ସ୍ବ.ପ୍ର.)- କରୋନା ପାଇଁ ସମଗ୍ର ଅଞ୍ଚଳ ଲକ୍‌ ଡାଉନ୍‌। ଏହା ଦ୍ୱାରା ଶ୍ରମିକମାନେ କାମଧନ୍ଦା ନ ପାଇ ନିରାଶ ହେଉଛନ୍ତି। ଭାଇରସ୍‌ର ଭୟାବହତାକୁ ଦୃଷ୍ଟିରେ ରଖି ଶ୍ରମିକମାନେ ପରିସ୍ଥିତିର ମୁକାବିଲା କରିବା ପାଇଁ ପଛଘୁଞ୍ଚା ଦେଇନାହାନ୍ତି। ରବିବାର ଏଭଳି ଏକ…

କରୋନା ସମ୍ପର୍କିତ ଭିଡିଓ ଭାଇରାଲ କରି ଜଣେ ଗିରଫ

ବଡବିଲ, ୨୯।୩ (ସ୍ବ.ପ୍ର.)-ଦେଶବ୍ୟାପୀ କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। କରୋନାକୁ ପ୍ରତିହତ କରିବାକୁ ସରକାର ବିଭିନ୍ନ ପଦକ୍ଷେପମାନ ନେଉଥିଲାବେଳେ ୨୧ ଦିନ ପାଇଁ ଦେଶବ୍ୟାପୀ ଲକ ଡାଉନ ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଭୁଲ ତଥ୍ୟ…

ଆମ୍ବଗଛ ମୂଳେ ୪ ପରିବାର

ବରଗଡ଼ ଅଫିସ୍‌,୨୯।୩-ଠାକୁରାଣୀ(ସରମଙ୍ଗଳା)ଙ୍କୁ ଧରି ସପରିବାର ଗାଁ ଗହଳିକୁ ଯାଇ ଦୁଇ ପଇସା ରୋଜଗାର କରନ୍ତି । ସେଥିରୁ ସେମାନଙ୍କ ପରିବାର ଗୁଜୁରାଣ ମେଣ୍ଟିଥାଏ । ମାତ୍ର ଲକ୍‌ ଡାଉନ୍‌ ଯୋଗୁ ରୋଜଗାର ତ ଦୂରର କଥା, ଗ୍ରାମଠାରୁ ବହୁଦୂର ପଦ୍ମପୁର ଉପଖଣ୍ଡ…

ଲକ୍‌ଡାଉନ୍‌: ଲୋକଙ୍କୁ ରନ୍ଧାଖାଦ୍ୟ ବାଣ୍ଟିଲେ ପାଟଣା ସୁରକ୍ଷା କମିଟିର ସଦସ୍ୟ

ପାଟଣା,୨୯।୩(ସ୍ବ.ପ୍ର): କରୋନା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଦିନମଜୁରିଆ, ଖଟିଖିଆ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ଘରେ ଚୁଲି ଜଳୁନାହିଁ। କେନ୍ଦୁଝର ଜିଲା ପାଟଣା ବ୍ଲକ ପାଟଣା ସୁରକ୍ଷା କମିଟି ତରଫରୁ ବଡ଼ପାଟଣା ପଞ୍ଚାୟତ ସ୍ବାମ ମୁଣ୍ଡା ସାହି…

ସୀମାନ୍ତରେ ପ୍ରବାସୀଙ୍କୁ ଅଟକାଅ: ହାଇକୋର୍ଟ

କଟକ ଅଫିସ,୨୯।୩: ସାରା ବିଶ୍ୱରେ ଏବେ କରୋନା ଆତଙ୍କ। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ନେଇ ଦେଶକୁ ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗରିବ ଏବଂ ଶ୍ରମିକ ଶ୍ରେଣୀୟ ଲୋକେ ଏହାଦ୍ୱାରା ପ୍ରଭାବିତ…

୧୦୨୬ ହୋମ୍‌ ଆଇସୋଲେଶନରେ, ୯୫ ଜଣଙ୍କ ୧୪ଦିନ ପୂରିଲା

ଶେରଗଡ଼,୨୯ା୩(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ୨୨ ପଞ୍ଚୟତରେ ୧୧୧୬ ଜଣ ବାହାରୁ ଗଁାକୁ ଫେରିଥିଲେ। ସେମାନଙ୍କୁ ନିଜନିଜ ଘରେ ଆଇସୋଲେଶନରେ ରଖାଯାଇଛି। ସେମାନଙ୍କ ଘର ଆଗରେ କରୋନା ସମ୍ପର୍କରେ ଏକ ପୋଷ୍ଟର ପ୍ରଶାସନ ପକ୍ଷରୁ ଲଗାଇ ଦିଆଯାଇଛି। ଉକ୍ତ ଘରୁ ବାହାରୁ ଆସିଥିବା…

ସାଇକେଲରେ ଘରକୁ ଫେରିଲେ ବାହାର ରାଜ୍ୟ ଟ୍ରକ୍‌ ଚାଳକ

ବରଗଡ଼ ଅଫିସ୍‌,୨୯।୩-ମାଲ୍‌ ପରିବହନ କାମ ପାଇଁ ବରଗଡ଼ ସହର ଉପକଣ୍ଠ ସିମେଣ୍ଟ କାରଖାନାକୁ ଆସିଥିବା ବାହ୍ୟ ରାଜ୍ୟର କେତେକ ଟ୍ରକ୍‌ ଚାଳକ ହଇରାଣ ହୋଇଛନ୍ତି। ଲକ୍‌ ଡାଉନ୍‌ ପରେ ନୂଆ ସାଇକେଲ କିଣି ସେଥିରେ ନିଜ ଗ୍ରାମକୁ ଫେରଛନ୍ତି। କାରଖାନା କର୍ତ୍ତୃପକ୍ଷଙ୍କଠାରୁ…

ଅସହାୟଙ୍କୁ ଖାଦ୍ୟ ଯୋଗାଉଛନ୍ତି ପୋଲିସ ଅଧିକାରିଣୀ

ଝାରସୁଗୁଡ଼ା ଅଫିସ,୨୯ା୩: ସମଗ୍ର ଦେଶକୁ କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ କରାଯାଇଛି । କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇଓଳି ଖାଇବାକୁ ମଧ୍ୟ ପାଉନାହାନ୍ତି। ସେହିପରି ରାସ୍ତା କଡ଼ରେ…

‘ଭିଡ୍‌ ବୁଲାତି ହେ ମଗର ଯାନେକା ନେହିଁ’: ସାଦାକାଗଜରେ ଚିତ୍ର ଆଙ୍କି ସଚେତନ କରୁଛନ୍ତି ଝାରସୁଗୁଡ଼ାର ଭଉଣୀଭାଇ

ଝାରସୁଗୁଡ଼ା ଅଫିସ,୨୯ା୩: ‘ଭିଡ୍‌ ବୁଲାତି ହୈ ମଗର ଯାନେକା ନେହିଁ, ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ, ଭିଡରୁ ଦୂରରେ ରୁହନ୍ତୁ, ନିୟମିତ ହାତ ଧୁଅନ୍ତୁ, କରୋନାଠୁ ଯଦି ବଞ୍ଚିବାର ଅଛେ ଘରେ ରୁହ। ଏ ଭଳି ବିଭିନ୍ନ ସ୍ଲୋଗାନ ଲେଖି ଚିତ୍ର…

ବିଦେଶ ଫେରନ୍ତାଙ୍କୁ ନେଇ ଗାଁରେ ଉତ୍ତେଜନା

ନାଉଗଁ।, ୨୯।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଶ୍ୱବାସୀ ଆତଙ୍କିତ ରହିଥିବା ବେଳେ ବାହାର ରାଜ୍ୟକୁ କାର୍ଯ୍ୟ କରିବାକୁ ଯାଇ ଗଁାକୁ ଫେରୁଥିବା ଶ୍ରମିକମାନଙ୍କୁ ନେଇ ଏବେ ବିଭିନ୍ନ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏପରିକି ବିଦେଶାଗତଙ୍କୁ ଗ୍ରାମରେ ନ ରଖିବା…

ଦୁର୍ଗା ମନ୍ଦିରକୁ ସିଲ୍‌ କରିଦେଲା ପ୍ରଶାସନ

ସରଣ୍ଡା,୨୯।୩(ଡି.ଏନ.ଏ)-ବରଗଡ଼ ଜିଲା ଅତାବିରାରେ ରହିଥିବା ଦୁର୍ଗା ମନ୍ଦିରକୁ ଶନିବାର ପ୍ରଶାସନ ପକ୍ଷରୁ ସିଲ୍‌ କରି ଦିଆଯାଇଛି। ସେଠାକୁ ପ୍ରବେଶ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି । ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ଅଧିକାରୀମାନେ ସେଠାକୁ ପହଞ୍ଚି ସିଲ୍‌ କରିଥିଲେ। କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?