ଆମ ଜିଲା ଖବର

ରାମାୟଣ ଦେଖି ଖୁସି ହେଲେ ବରିଷ୍ଠ ନାଗରିକ

ପୁରୀ ଅଫିସ,୨୯ା୩: ପରଦାକୁ ଫେରିଲା ପୌରାଣିକ ଧାରାବାହିକ ରାମାୟଣ। ଅଶୀ ଦଶକର ଏହି ଲୋକପ୍ରିୟ ଧାରାବାହିକ ଶନିବାରଠାରୁ ପୁଣି ପ୍ରସାରଣ ଆରମ୍ଭ ହୋଇଛି। ବର୍ତ୍ତମାନ କରୋନାକୁ ନେଇ ଦେଶରେ ଲକ୍‌ଡାଉନ ଘୋଷଣା ହୋଇଥିବାବେଳେ ଦର୍ଶକଙ୍କ ମଧ୍ୟରେ ଆଧ୍ୟାତ୍ମିକ ଭାବ ଜାଗ୍ରତ କରିବା…

ଥାନାକୁ ନ ଯାଇ ଫୋନ୍‌ରେ କରିହେବ ଅଭିଯୋଗ

କଟକ ଅଫିସ୍‌,୨୯ା୩: ଲକ୍‌ଡାଉନ୍‌ ଯୋଗୁ ଜନସାଧାରଣ ଯେମିତି ହଇରାଣ ନ ହୁଅନ୍ତି, ସେ ଦିଗରେ ପୋଲିସ ବିଭାଗ ତରଫରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ଥାନା କିମ୍ବା ଜିଲା ପୋଲିସ କାର୍ଯ୍ୟାଳୟକୁ ନ ଯାଇ ଲୋକମାନେ ଅଭିଯୋଗ ରୁଜୁ…

କରୋନା ଭୟରେ ପାରୋଲ୍‌ କୋହଳ: ମୁକୁଳିବେ ୭ବର୍ଷ ଦଣ୍ଡ ପାଇଥିବା ଦୋଷୀ

କଟକ ଅଫିସ୍‌,୨୯ା୩: ଜେଲ୍‌ରେ ବହୁ ସଂଖ୍ୟକ ଅନ୍ତେବାସୀ ଗୋଟିଏ ସ୍ଥାନରେ ରହୁଥିବାରୁ ସେମାନେ କରୋନା ଭୂତାଣୁରେ ସଂକ୍ରମଣ ହେବାର ଆଶଙ୍କା ଦେଖାଦେଇଛି। ଏଣୁ ଜେଲ୍‌ଗୁଡ଼ିକରେ ଯଥାସମ୍ଭବ ଭିଡ଼କୁ କମାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚକ୍ଷମତା ସମ୍ପନ୍ନ…

ଦୁର୍ଗମ ଅଞ୍ଚଳରେ ନାହିଁ ମାସ୍କ: ପତ୍ରରେ ତିଆରି କରି ପିନ୍ଧିଲେ ଲୋକେ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ଭୂତାଣୁ କିଭଳି ସଂକ୍ରମଣ ନ ହେବ ସେନେଇ ଜିଲା ପ୍ରଶାସନ ସମସ୍ତ ଉଦ୍ୟମ କରିବା ସହ ରାଜ୍ୟ ଏବଂ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତିି। ସହର ଅପେକ୍ଷା ଦୁର୍ଗମ ଗ୍ରାମଗୁଡ଼ିକରେ ଅନୁସୂଚିତ ଜନଜାତି ଏବଂ ଜାତି ସଂପ୍ରଦାୟର…

ହିତାଧିକାରୀଙ୍କୁ ମିଳିଲା ୩ ମାସର ସାଧାରଣ ବଣ୍ଟନ ସାମଗ୍ରୀ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଚାରିଆଡ଼େ ଲକ୍‌ଡାଉନ୍‌ କରାଯାଇଥିବାବେଳେ ଗରିବ ଶ୍ରେଣୀର ଲୋକଙ୍କ ସୁବିଧା ପାଇଁ ସରକାର ସମସ୍ତ ହିତାଧିକାରୀଙ୍କୁ ସାଧାରଣ ବଣ୍ଟନ ସାମଗ୍ରୀକୁ ଆଗୁଆ ୩ ମାସ ପାଇଁ ବଣ୍ଟନ କରୁଛନ୍ତି ା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ରବିବାର…

ସୁରଟରେ ଅଟକିଛନ୍ତି ଶତାଧିକ ଓଡ଼ିଆ

ଆଠମଲ୍ଲିକ/ଛେଣ୍ଡିପଦା, ୨୯।୩(ଡି.ଏନ.ଏ.) – ଲକ୍‌ଡାଉନ ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ଓ ଛେଣ୍ତିପଦା ବ୍ଲକର ଶତାଧିକ ଦାଦନ ସୁରଟରେ ଫସି ରହିଛନ୍ତି। ଟଙ୍କା ଅଭାବରୁ ସେମାନେ ଖାଇବାକୁ ପାଉ ନ ଥିବା ଏକ ଭିଡିଓରେ ଜଣାଇଛନ୍ତି। ଆଠମଲ୍ଲିକ ବ୍ଲକ କନ୍ତପଡା ପଞ୍ଚାୟତ…

ପଞ୍ଚାୟତରେ ସରିନି ଆଇସୋଲେଶନ ସେଣ୍ଟର

ଅନୁଗୋଳ ଅଫିସ, ୨୯।୩ – କରୋନା ସଂକ୍ରମଣ ଏବେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ସହ ଏହାର ମୁକାବିଲାକୁ ଅଧିକ ଶାଣିତ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନୁଗୋଳ ଜିଲା ପ୍ରଶାସନ ମଧ୍ୟ ଏ ନେଇ ଘନ…

ସମସ୍ୟା ଥିଲେ ଜଣାଅ: ଏସ୍‌ପି

ଅନୁଗୋଳ ଅଫିସ, ୨୯।୩ – ଲକ୍‌ଡାଉନ୍‌ ବେଳେ ଅନୁଗୋଳ ଜିଲାବାସୀଙ୍କୁ ସହାୟତା ପାଇଁ ପୋଲିସ ଓ ପ୍ରଶାସନ ସର୍ବଦା ପ୍ରସ୍ତୁତ ରହିଛି। ଯଦି କେହି କୌଣସି ସମସ୍ୟା ଅନୁଭବ କରୁଛି ତା’ହେଲେ ନିଜ ଅଞ୍ଚଳର ଉପଖଣ୍ଡ ଅଧିକାରୀ ଓ ଥାନାକୁ ଯୋଗାଯୋଗ…

କରୋନା ସନ୍ଦିଗ୍ଧଙ୍କ ପାଇଁ ୧୬୧ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ସୋନପୁର,୨୯।୩(ନି.ପ୍ର.) କରୋନା ସଂକ୍ରମଣକୁ ଆଖି ଆଗରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଉଛି। କରୋନା ସନ୍ଦିଗ୍ଧଙ୍କୁ ରଖିବା ପାଇଁ ଜିଲାର ୬ଟି ବ୍ଲକର ବିଭିନ୍ନ ପଞ୍ଚାୟତ ଓ ୩ଟି ସହରରେ ମୋଟ ୧୬୧ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର…

ବନ୍ଦ ହେଲା ଅନ୍‌ଲାଇନ୍‌ ଟିକେଟ ବ୍ୟବସ୍ଥା

ଅନୁଗୋଳ ଅଫିସ, ୨୯।୩ – କରୋନା ରୋକିବାକୁ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଯିବା ଅତ୍ୟନ୍ତ ଆବଶ୍ୟକ। ଏପରି କି ପରିବା ଦୋକାନ ଠାରୁ ମେଡିସିନ ଦୋକାନ ଯାଏ ସବୁଠି ଲକ୍ଷ୍ମଣରେଖା ଟଣାଯାଇଛି। ତେବେ ଶନିବାରଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିପାଇଁ ପ୍ଲାଣ୍ଟର ସିଜିଏମ୍‌ଙ୍କ ନେତୃତ୍ୱରେ ଏକ…

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କୁ ଉଠ୍‌ବସ୍‌ କଲା ପୋଲିସ

ବିନିକା,୨୯ା୩(ଡି.ଏନ୍‌.ଏ.) ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ। ବିନା କାରଣରେ ରାସ୍ତାକୁ ଆସୁଥିବା ଯୁବକଙ୍କୁ ଉଠ୍‌ବସ କରିଛି। ବିନିକା-ସୋନପୁର ମୁଖ୍ୟରାସ୍ତାର ଡଭଲା ଛକରେ ଶନିବାର ଏପରି ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?