ଆମ ଜିଲା ଖବର

ଭୋକିଲା, ଗରିବଙ୍କୁ ମିଳିଲା ୨ ଓଳି ରନ୍ଧା ଖାଦ୍ୟ

ସୋନପୁର,୨୯।୩(ନି.ପ୍ର.) ସୁବର୍ଣ୍ଣପୁର ସହରରେ ଶନିବାର ଆହାର କେନ୍ଦ୍ର ପକ୍ଷରୁ ଭୋକିଲା ପେଟକୁ ଦୁଇ ଓଳି ଅନ୍ନ ଯୋଗାଇବା ଅଭିଯାନ ଆରମ୍ଭ ହୋଇଛି । ବାହାରେ ବୁଲୁଥିବା ଅସହାୟଙ୍କ ହାତ ସାବୁନରେ ଧୋଇ ଦେବା ସହ ମଧ୍ୟାହ୍ନରେ ଓ ରାତିରେ ଭୋଜନ ଦିଆଯାଇଛି…

ଟ୍ରଲର ଉପରେ କଟୁଛି ଦିନ

ଢେଙ୍କାନାଳ ଅଫିସ, ୨୯।୩ – ଗାଡ଼ି ଗଡ଼ିଲେ ପେଟକୁ ଦିମୁଠା ମିଳେ। ପରିବାର ଚଳେ। ଗାଡ଼ି ବନ୍ଦ ତ ଦାନାପାଣି ସବୁ ବନ୍ଦ। ପରିବାରକୁ ପଛକରି ସେମାନେ ଚାଲିଆସନ୍ତି। କେତେବେଳେ ପୁଣି ଫେରିବେ କିଛି ଠିକ୍‌ ଠିକଣା ନ ଥାଏ। ଏମିତି…

ବହିରାଗତଙ୍କୁ ଗଁ। ମନା

ଢେଙ୍କାନାଳ ଅଫିସ, ୨୯।୩ – ଦିନକୁ ଦିନ ଅଧିକ ଭୟାବହ ହେଉଛି କରୋନା। ସଂକ୍ରମଣରେ ମୃତକ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ସଙ୍ଗରୋଧ, ସାମାଜିକ ଦୂରତା, ସ୍ବଚ୍ଛତା ଏବଂ ସତର୍କତା ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି ସରକାର।…

ନିରାଶ୍ରୟଙ୍କୁ ବଣ୍ଟାଗଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୨୯।୩ – ଲକ୍‌ଡାଉନ କଟକଣା ଲାଗୁ କରାଯିବା ପରେ ସବୁଠାରୁ ବେଶି ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଅସହାୟ। ମୂଲ ମଜୁରି କରି ଚଳୁଥିବା ଶତାଧିକ ପରିବାର ଦିନକୁ ଦୁଇଓଳି ଖାଇବା ପାଇଁ ସଂଘର୍ଷ କରୁଛନ୍ତି। ସେମାନେ ଦୟନୀୟ…

ଆଉ ୧୦ ଲକ୍ଷ ଟଙ୍କା ଦେଲେ ଏମ୍‌ପି

ଢେଙ୍କାନାଳ ଅଫିସ, ୨୯। ୩: କରୋନା ମୁକାବିଲା ପାଇଁ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ନିଜର ଏମ୍‌ପି ଲାଡ୍‌ରୁ ୩୬ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ଶୁକ୍ରବାର ସେ ୨୬ଲକ୍ଷ ଟଙ୍କା ପ୍ରଦାନ କରିଥିବାବେଳେ ଶନିବାର ଆଉ ୧୦ ଲକ୍ଷ…

ପଞ୍ଚାୟତ ସ୍ତରରେ ଖୋଲିଲା ସଙ୍ଗରୋଧ କେନ୍ଦ୍ର

କେନ୍ଦୁଝର, ୨୯ା୩(ସ୍ବ.ପ୍ର.)- ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ କେନ୍ଦୁଝର ଜିଲା ସଦର ବ୍ଲକର ୨୫ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି। ଏନେଇ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଶିବଚରଣ ବାଗ ସୂଚନା ଦେଇଛନ୍ତି। ଏଠାରେ ସେମାନଙ୍କୁ ୧୪ଦିନ ପର୍ଯ୍ୟନ୍ତ…

ହୋମ୍‌ କ୍ୱାରାଣ୍ଟାଇନ୍‌ ସମ୍ପୂର୍ଣ୍ଣ କଲେ ୧୦ ବିଦେଶ ଫେରନ୍ତା

କେନ୍ଦୁଝର,୨୯ା୩(ଡିଏନ୍‌ଏ): କେନ୍ଦୁଝର ଜିଲାରେ ଲକ୍‌ ଡାଉନ୍‌ ଚତୁର୍ଥ ଦିନରେ ପହଞ୍ଚିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଥିବା ସୂଚନା ମିଳିଛି। ସମସ୍ତଙ୍କୁ ଜିଲା ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ଟିମ୍‌ ତତ୍ତ୍ୱାବଧାନରେ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଛି। ଏମାନଙ୍କ…

କ୍ରିକେଟ ପଡ଼ିଆରୁ ୩ ବାଇକ, ୭ ସାଇକେଲ ଜବତ

ପାଟଣା, ୨୯ା୩(ସ୍ବ.ପ୍ର.): କରୋନା ପାଇଁ ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ଏହି କଟକଣାକୁ ଉଲ୍ଲଂଘନ କରି କେନ୍ଦୁଝର ଜିଲା ପାଟଣା ଥାନା କଟାବେଡା ଗ୍ରାମର ଖେଳ ପଡ଼ିଆରେ ଶନିବାର ପୂର୍ବାହ୍ନରେ କିଛି ଯୁବକ କ୍ରିକେଟ ଖେଳୁଥିଲେ। ଖବରପାଇ…

‘ଘରେ ଯୋଗାଇ ଦିଆଯିବ ରାଶନ, ଖାଦ୍ୟ’ ନିର୍ଦ୍ଦେଶନାମା ଜାରି କଲା ପ୍ରଶାସନ

ଭଦ୍ରକ ଅଫିସ, ୨୯ା୩- ଲକ୍‌ଡାଉନ୍‌ ପରିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ନେହେରୁ ଷ୍ଟାଡିୟମରେ ପରିବା ଦୋକାନରେ କିଣାବିକାରେ ଶୃଙ୍ଖଳା ସହିତ ସାମାଜିକ ଦୂରତା ବଜାୟ ରଖିବା ଏବଂ ଆର୍‌ଏମ୍‌ସି ମାର୍କେଟରେ…

ଜଳିଗଲା ୩ ବଖରା

ବନ୍ତ, ୨୯ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ପଦିପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ବଖରା ଘର ସହ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ବିଦ୍ୟୁତ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ପରିଡାଙ୍କ ୨ ବଖରା ଓ ରବିନାରାୟଣ ପରିଡାଙ୍କ…

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା

ବନ୍ତ, ୨୯ା୩(ସ୍ବ.ପ୍ର.)-ବନ୍ତ ବ୍ଲକ ଆଗରପଡା ଥାନା ପୁରୁଷଣ୍ଢ ଗ୍ରାମରେ ବାହାର ରାଜ୍ୟରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କ ପାଇଁ ବନ୍ତ ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ଯୋଗାଇ ଦେବାକୁ ବ୍ୟବସ୍ଥା କରାଯାଇଛି। ପଶ୍ଚିମବଙ୍ଗ ରାଜ୍ୟରୁ କେତେକ ଲୋକ ଏଠାରେ ଦୀର୍ଘ…

‘ସ୍ବାସ୍ଥ୍ୟକର୍ମୀଙ୍କ ଭଳି ପୋଲିସ କର୍ମଚାରୀଙ୍କୁ ସୁବିଧା ଦିଆଯାଉ’

ବାରିପଦା ଅଫିସ, ୨୯ା୩- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଆତଙ୍କ ପ୍ରକାଶ ପାଇଛି। ସାରା ଦେଶରେ ୨୧ ଦିନ ପାଇଁ ଲକଡାଉନ କରାଯାଇଛି। ଏଭଳି ପ୍ରତିକୂଳ ସମୟରେ ଡାକ୍ତର, ପାରା ମେଡ଼ିକାଲ୍‌ ଷ୍ଟାଫ୍‌, ସଫେଇ କର୍ମଚାରୀ, ପୋଲିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?