ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ଉପରେ କଡ଼ା ନଜର
କପ୍ତିପଦା, ୨୯ା୩(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ଲକଡାଉନର ବେଶ ପ୍ରଭାବ ପଡ଼ିଥିତ୍ବା ଦେଖିବାକୁ ମିଳିଛି। ଜରୁରୀ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ଗୁଡିକ ସମ୍ପୂର୍ଣ୍ଣ ବନ୍ଦ ରହିଛି । ସ୍ଥାନୀୟ ଥାନା ଆଇଆଇସି ସଞ୍ଜୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ପୋଲିସ…
ମାସକର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ
ବାଲେଶ୍ୱର ଅଫିସ/ଖଇରା/ଭଦ୍ରକ ଅଫିସ, ୨୯।୩(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିବେଦନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଏମ୍ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ…
ବଡ଼ବଡିଆଙ୍କୁ ଛାଡ଼,ଛୋଟ ବ୍ୟବସାୟୀଙ୍କୁ ମାଡ଼
ଖଇରା, ୨୯।୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ସରକାର ଲକ୍ଡାଉନ ଘୋଷଣା କରିଛନ୍ତି । ଖଇରା ସମେତ ବିଭିନ୍ନ ବଜାରରେ ଦୋକାନ ବଜାର ବନ୍ଦ ଥିବା ନେଇ ବାହାରୁ ଦୃଷ୍ଟି ଗୋଚର ହେଉଥିଲେ ହେଁ ଭିତର ପରିସ୍ଥିତି କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ…
ଜାତୀୟ ରାଜପଥ ସମ୍ପ୍ରସାରଣ କର୍ମଚାରୀଙ୍କ ବିକ୍ଷୋଭ
ସୋର, ୨୯।୩(ଡି.ଏନ୍.ଏ)-୧୬ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ କର୍ମଚାରୀ ଓ ଶ୍ରମିକମାନେ ଶନିବାର ସୋର ଜାତୀୟ ରାଜପଥ ବିଦୁଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକ ଓ କର୍ମଚାରୀମାନେ ବାହାର ରାଜ୍ୟର ହୋଇଥିବାରୁ ସେମାନେ ଘରକୁ ଯାଇପାରୁ ନାହାନ୍ତି। ତିନିମାସର…
ଅସହାୟଙ୍କୁ ରାଶନ ସାମଗ୍ରୀ ଦେଲେ ସରପଞ୍ଚ
ରୂପ୍ସା, ୨୯।୩(ଡି.ଏନ.ଏ.)-ଦେଶବ୍ୟାପୀ କରୋନା କଟକଣା ଯୋଗୁ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଭିକ୍ଷା ବୃତ୍ତି କରି ଚଳୁଥିବା ଅସହାୟମାନଙ୍କ ଜନଜୀବନ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ବାଲେଶ୍ୱର ସଦର ବ୍ଲକ ରସଲପୁର ସରପଞ୍ଚ ସୁବେଶ କୁମାର ନାୟକ ଶନିବାର ଅସହାୟ ବାସନ୍ତୀ ମାଝି ଓ…
ଡ୍ରାଇଭରଙ୍କୁ ଆକ୍ରମଣ କରି ଲୁଟି ନେଲେ ଆଳୁ ବସ୍ତା
ରୂପ୍ସା, ୨୯।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗହୀରସିମୁଳିଆଠାରେ ୫ଜଣ ଡକାୟତ ଜଣେ ଟ୍ରକ୍ ଡ୍ରାଇଭରଙ୍କୁ ଛୁରିରେ ଆକ୍ରମଣ କରି ତାଙ୍କଠାରୁ ୭ହଜାର ଟଙ୍କା, ମୋବାଇଲ ସହ ଆଳୁ ବସ୍ତା ଲୁଟି ନେଇଛନ୍ତି। ଏ ସଂକ୍ରାନ୍ତରେ ଶନିବାର ପୋଲିସ…
କ୍ୱାରାଣ୍ଟାଇନ୍ରେ ରହିଲେ କର କ୍ଲିନିକରୁ ଫେରିଥିବା ରୋଗୀ
ବେଗୁନିଆପଡ଼ା,୨୮ା୩(ଡି.ଏନ୍.ଏ.): ରାଜ୍ୟରେ ଚିହ୍ନଟ ହୋଇଥିବା ତୃତୀୟ କରୋନା ପଜିଟିଭ ରୋଗୀ ଭୁବନେଶ୍ୱରସ୍ଥିତ କର କ୍ଲିନିକକୁ ଆସିଥିବା ଜଣାପଡ଼ିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଖୋଜାଚାଲିଛି l ଇତିମଧ୍ୟରେ ଦୁର୍ଘଟଣାରେ ଆହତ ବେଗୁନିଆପଡ଼ା ଅଞ୍ଚଳର ଜଣେ ବ୍ୟକ୍ତି ଉକ୍ତ କ୍ଲିନିକରେ ଚିକିତ୍ସିତ…
ଫେରିନାହାନ୍ତି ଶତାଧିକ ଦାଦନ ଶ୍ରମିକ: ସୁରଟରେ ପ୍ରବାସୀ ଓଡ଼ିଆ ସଙ୍ଗଠନର ସହାୟତା
ଭଞ୍ଜନଗର,୨୮।୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏପରି ସ୍ଥିତିରେ ଭଞ୍ଜନଗର ଅଞ୍ଚଳର ଶତାଧିକ ଦାଦନ ଶ୍ରମିକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ଓଡ଼ିଆମାନେ ଯେଭଳି ସୁରକ୍ଷିତ ରହିବେ ସେ ନେଇ ମୁଖ୍ୟମନ୍ତ୍ରୀ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ…
ହୋମ କ୍ୱାରାଣ୍ଟାଇନ୍ରେ ଜିଲାର ୪,୭୭୩ ଜଣ
ଫୁଲବାଣୀ ଅଫିସ, ୨୮ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନ ମଧ୍ୟ ଜାଗ୍ରତ ଅଛି। ରାଜ୍ୟ ଏବଂ ଜିଲା ବାହାରୁ ଆସିଥିବା ଲୋକଙ୍କ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨୫୦୦୦ ଟଙ୍କା ପ୍ରଦାନ
ଭଣ୍ଡାରିପୋଖରୀ,୨୮।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିଜୁ ଯୁବ ଜନତା ଦଳ ପକ୍ଷରୁ ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ସ୍ଥାନୀୟ ବିଡିଓ ଉମେଶ ଚନ୍ଦ୍ର ମଲିକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫୦୦୦ ଟଙ୍କାର ଚେକ୍ ପୂର୍ବତନ ପଞ୍ଚାୟତ ସମିତି…
ଆମ୍ବୁଲାନ୍ସରେ ଯାତ୍ରୀ ବୋହି ଫଶିଲେ, ଡ୍ରାଇଭର ଗଣିଲେ ଜରିମାନା
ଭଦ୍ରକ ଅଫିସ, ୨୮ା୩: କରୋନାରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଏବେ ଲକ୍ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବସ୍, ଟ୍ରେନ୍, ଅଟୋ ସବୁ ବନ୍ଦ ଥିବାରୁ ଗାଁ ବାହାରେ ରହୁଥିବା ଲୋକେ ଘରକୁ ଫେରିବାକୁ ସୁବିଧା ନ ପାଇ…
ନିରାଶ୍ରୟଙ୍କୁ ଦିଆଗଲା ରନ୍ଧାଖାଦ୍ୟ ଆଳୁ, ପିଆଜ ବିକ୍ରି କଲା ୧୪ ଏସ୍ଏଚ୍ଜି
ବାଲେଶ୍ୱର ଅଫିସ,୨୮।୩: -କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍ଡାଉନ ଘୋଷଣା କରାଯାଇଛି। ଦୋକାନ ବଜାର ସବୁ ବନ୍ଦ ହୋଇଯାଇଥିବାରୁ ନିରାଶ୍ରୟ, ଅସହାୟ ଓ ଭିକାରୀମାନେ ଖାଇବାକୁ ନ ପାଇ ବହୁତ ହଇରାଣ ହେଉଛନ୍ତି। ଏହାକୁ ନଜରରେ ରଖି…

