ଆମ ଜିଲା ଖବର

ସାଇକେଲରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- କରୋନାକୁ ପ୍ରତିରୋଧ ପାଇଁ ଗଞ୍ଜାମ ଜିଲାରେ ଲାଗୁ ହୋଇଥିବା ଲକ୍‌ଡାଉନ ଶନିବାର ସପ୍ତମ ଦିନରେ ପହଞ୍ଚତ୍ଛି। ଏନେଇ ଜିଲାରେ ବାଇକ ଚଳାଚଳ ସମ୍ପୂର୍ଣ୍ଣ ନିଷେଧ ରହିଛି। ଗ୍ରାମାଞ୍ଚଳଗୁଡିକରେ କରୋନା ନେଇ ଜାରି ହୋଇଥିବା ନିର୍ଦ୍ଦେଶନାମା କାର୍ଯ୍ୟକାରୀ ହେଉଛି କି ନାହିଁ…

ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଶନିବାର ଚେରଖଣ୍ଡି ଗ୍ରାମର ଶିକ୍ଷକ ମାନସ ରଞ୍ଜନ ନାୟକଙ୍କୁ ଗିରଫ କରିଛି । ଏ ସଂକ୍ରାନ୍ତରେ ନଂ. ୩୩/୨୦ରେ ମାମଲା…

ବାଡ଼ ଦେଇ ରାସ୍ତା ଅବରୋଧ, ଜିଲାପାଳଙ୍କୁ ଅଭିଯୋଗ

ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଲକଡାଉନ ଜାରି ଥିବାବେଳେ ବିଭିନ୍ନ ସ୍ଥାନରେ ଲୋକେ ଗାଁକୁ ଯିବାଆସିବା ରାସ୍ତାରେ ବାଡ଼ ଦେଇ ବାଟ ଅବରୋଧ କରିଥିବା ଅଭିଯୋଗ ହୋଇଛି । ଏଥିଯେୋଗୁ ସ୍ଥାନୀୟ ଲୋକେ ଜରୁରୀ କାମରେ ମଧ୍ୟ ବାହାରକୁ ଯାଇପାରୁ ନ…

କରୋନା ସଂକ୍ରମଣ ସନ୍ଦେହ: ବିଷ୍ଣୁପୁର ଅଞ୍ଚଳର ଯୁବକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କଲା ପୋଲିସ

ବାହାନଗା, ୨୮।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବିଷ୍ଣୁପୁର ଅଞ୍ଚଳର ଜଣେ ଦିଲ୍ଲୀ ଫେରନ୍ତା ଯୁବକ କରୋନା ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି। ଖନ୍ତାପଡା ଥାନା ଓ ଗୋପାଳପୁର ଫାଣ୍ଡି ପୋଲିସ ସନ୍ଦିଗ୍ଧ ଯୁବକଙ୍କୁ ଗ୍ରାମରୁ ଉଦ୍ଧାର କରି ପ୍ରଥମେ ଗୋପାଳପୁର…

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ ତୁଳସୀ

ଜୟପୁର,୨୮ା୩(ନି.ପ୍ର.): ଆନ୍ଧ୍ର-ଓଡ଼ିଶା ବର୍ଡର୍‌ ସ୍ପେଶିଆଲ୍‌ ଜୋନାଲ୍‌ କମିଟିର ମହିଳା ମାଓବାଦୀ ତୁଳସୀ ଉଲ୍ଲାକା ଶନିବାର କୋରାପୁଟ ଏସ୍‌ପି ମୁକେଶ୍‌ ଭାମୋଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେ କୋରାପୁଟ ଜିଲା ନାରାୟଣପାଟଣା ଏରିଆ କମିଟି ମେମ୍ବର ଥିଲେ। ତୁଳସୀଙ୍କ ଘର ନାରାୟଣପାଟଣା ଥାନା…

ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ବୋଡେନ, ସିନାପାଲିର ୩୦ ଶ୍ରମିକ

ସିନାପାଲି, ୨୮।୩ (ଡି.ଏନ.ଏ.): କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ ଡାଉନ (ତାଲା ବନ୍ଦ) ରହିଛି। ହେଲେ ପେଟପାଟଣା ପାଇଁ ଯାଇଥିବା ନୂଆପଡ଼ା ଜିଲା ସିନାପାଲି ଓ ବୋଡେନ ଅଞ୍ଚଳର ୩୦ଜଣ ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶରେ ଏବେ ଫସି ରହିଛନ୍ତି…

ପିପିଲିରେ ଚାଲିଲା ଅସ୍ଥାୟୀ ହାଟ

ପିପିଲି,୨୮ା୩(ସ୍ବ.ପ୍ର./ ଡି.ଏନ୍‌.ଏ.) ପିପିଲି ହାଟରେ ସାମାଜିକ ଦୂରତ୍ୱ ରହୁ ନ ଥିବାରୁ ଏହାକୁ ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। କିନ୍ତୁ ଶୁକ୍ରବାରଠାରୁ ସ୍ଥାନୀୟ ଇନ୍ଦିରା ମୈଦାନ (ପଦାପଡିଆ)ଠାରେ ଅସ୍ଥାୟୀ ଭାବେ ପିପିଲି ସାପ୍ତାହିକ ହାଟ ଖୋଲିଛି। ତେବେ ସପ୍ତାହର ସୋମବାର ଓ…

ଗାଁ ଗାଁ ବୁଲି ମାସ୍କ ବାଣ୍ଟିଲେ, ସଚେତନ କଲେ ସରପଞ୍ଚ

ପିପିଲି,୨୮ା୩(ସ୍ବ.ପ୍ର.)- କରୋନାକୁ ମୁକାବିଲା କରିବାକୁ ହେଲେ ସମସ୍ତେ ନିଜ ଘରେ ରହନ୍ତୁ। ଆବଶ୍ୟକତା ନ ଥିଲେ ପଦାକୁ ବାହାରନ୍ତୁ ନାହିଁ। ବର୍ତ୍ତମାନ କରୋନା ଭୂତାଣୁ ସଙ୍ଗିନ୍‌ ହେବାକୁ ଯାଉଥିବାବେଳେ ଆମେ ସତର୍କ ରହିବା ଉଚିତ। ଆମ ଅଞ୍ଚଳ ସୁରକ୍ଷିତ ରହିବା ପାଇଁ…

ଘରେ ପହଞ୍ଚାଇଦେବାକୁ ୧୩ ଯୁବକଙ୍କ ଅନୁରୋଧ

ଗୁଡଭେଲା,୨୮।୩(ଡି.ଏନ.ଏ.):କରୋନା ଭାଇରସ ସଂକ୍ରମଣ କାରଣରୁ ସମଗ୍ର ଦେଶରେ ୨୧ଦିନର ଲକ ଡାଉନ ଘୋଷଣା କରାଯାଇଛି। ଏଭଳି ସମୟରେ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ଦାଦନ ଶ୍ରମିକମାନେ ଅସୁବିଧାରେ ପଡିଛନ୍ତି। ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଦାଦନ ଶ୍ରମିକମାନେ ସେମାନଙ୍କୁ ଉଦ୍ଧାର…

ଛତ୍ରପୁର ହସ୍ପିଟାଲରେ ଜୀବାଣୁ ନାଶକ ସ୍ପ୍ରେ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଛତ୍ରପୁର ହସ୍ପିଟାଲ ପରିସରରେ ଶୁକ୍ରବାର ଅଗ୍ନିଶମ ବିଭାଗ ପକ୍ଷରୁ ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। ପରେ ଛତ୍ରପୁର ଏନ୍‌ଏସିର ବିଭିନ୍ନ ଛକରେ ମଧ୍ୟ ଏହାକୁ ସ୍ପ୍ରେ କରଯାଇଥିଲା। କରୋନା ନେଇ ସତର୍କତା ଅବଲମ୍ବନ କରି ଏନ୍‌ଏସିର ମନିଟରିଂରେ ଏହି ସ୍ପ୍ରେ…

୨ ପୂର୍ବତନ ବିଧାୟକଙ୍କ ସହ ୨୪ ଡାକ୍ତରଙ୍କୁ ନେଇ ସ୍ବେଚ୍ଛାସେବୀ ଡାକ୍ତର ପ୍ୟାନେଲ ଗଠିତ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପ୍ରଶାସନ ପକ୍ଷରୁ ସ୍ବେଛାସେବୀ ଡାକ୍ତର ପ୍ୟାନେଲ ଗଠନ ହୋଇଛି। ଏହି ପ୍ୟାନେଲରେ ୨୪ ଜଣ ଡାକ୍ତର ଅଛନ୍ତି। ଉକ୍ତ ଡାକ୍ତର ମାନଙ୍କ ମଧ୍ୟରେ ୨ ଜଣ ପୂର୍ବତନ ବିଧାୟକ ତଥା ଡାକ୍ତର ଅଛନ୍ତି। ସେମାନେ ହେଲେ ଛତ୍ରପୁରର ପୂର୍ବତନ…

ହାତ, ଗୋଡ଼ ନ ଧୋଇଲେ ଗାଁକୁ ପଶିବା ମନା

ଗୁଡଭେଲା,୨୮।୩(ଡି.ଏନ.ଏ.):କରୋନା ମହାମାରୀକୁ ନେଇ ବିଶ୍ୱ ଆତଙ୍ଗିତ ହୋଇ ପଡଛି। ଏହିକ୍ରମରେ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ସମରା ପଞ୍ଚାୟତର ଲୁର୍କୀ ଗ୍ରାମବାସୀ ଶୁକ୍ରବାର ରାତିରୁ ଗାଁର ପ୍ରବେଶ ପଥକୁ ସିଲ୍‌ କରି ଦେଇଛନ୍ତି। ଫଳରେ ଗାଁକୁ ଆସୁଥିବା ବାଇକ୍‌ ଓ ଚାରିଚକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?