ଆମ ଜିଲା ଖବର

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ଗ୍ରାମରେ ଥିବା ପ୍ରାୟ ୮ ଏକର ସରକାରୀ ଜମିରୁ କିଛି ବ୍ୟକ୍ତି ଅବୈଧ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ବାଇକ୍‌ରେ ଦୁହେଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଗତକାଲି(ଶନିବାର) ବିଳମ୍ବିତ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ ୪ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସୂଚନାରୁ ପ୍ରକାଶ, ଭେଲୋରା…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨ ଜଣକୁ ଅଟକ ରଖି ପଚରାଉଚୁରା ଜାରି ରହିଛି । ଘଟଣାରେ ଅଧିକ ଲୋକ…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭଞ୍ଜନଗର ବିଧାୟକ ତଥା ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୩ ଜଣ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କୋରାପୁଟ ଏସଡିଓ ସଞ୍ଜୟ ମଣ୍ଡଳ ସୂଚନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ ଯୋଗୁ ଗ୍ରାମର ରଘୁନାଥ ମହାନ୍ତି ଓ ନିରାକାର ମହାନ୍ତିଙ୍କ ଗୁହାଳ ଘରେ ନିଆଁ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି। ଗତ ରବିବାର ରାତିରେ ନନ୍ଦପୁର ଥାନାରେ ପଞ୍ଜୀକୃତ ଗୋଟିଏ ବୋଲେରୋ ଓ ଗୋଟିଏ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨ ତମ ବାର୍ଷିକ ଉତ୍ସବ ଉପଲକ୍ଷେ ମନ୍ଦିର ପରିବେଶ ଚଳଚଞ୍ଚଳ ହୋଇ ପଡ଼ିଛି ।…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ ବୋଝେଇ ଟ୍ୟାଙ୍କର ୩ଟି ଘର ଉପରେ ଓଲଟି ପଡ଼ିଥିବା ବେଳେ ତିନୋଟି ପରିବାରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri