ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା; ପୋଲିସର ଅତର୍କିତ ଚଢ଼ାଉରେ ୬ ଜଣ ଗିରଫ; ଟଙ୍କା-ମୋବାଇଲ ସହ…
ପାରଳାଖେମୁଣ୍ଡି,୧୩।୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଜୁଆ ଆଡ୍ଡା ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ସହର ଉପକଣ୍ଠ ପଦ୍ମପୁର ଗ୍ରାମ ନିକଟସ୍ଥ ଏକ ଜଙ୍ଗଲରେ ଚାଲିଥିବା…
ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍ଚୁପ୍ରେ କମ୍ପିଲା କଲେଜ କ୍ୟାମ୍ପସ୍…
ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି। ପ୍ରଚାରର ଶେଷ ସମୟରେ ଉଭୟ ଏବିଭିପି (ABVP) ଓ ବିସିଜେଡି (BCJD)…
ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ
ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ ଅଜଣା ନାବାଳକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା…
ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ
ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩ କେଜି ୫୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଗୋଟିଏ ବାଇକ ଏବଂ…
ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬ ଟାରେ ଅବକାରୀ କର୍ମଚାରୀ ବୃନ୍ଦ ଜଣେ ଯୁବକଙ୍କ ନିକଟରୁ ୧୦ କେଜି ୨…
ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀ ବଦଳିକୁ ପ୍ରତ୍ୟାହାର ଦାବି କରି ବିଦ୍ୟାଳୟ ଫାଟକରେ ତାଲା ପକାଇ ପ୍ରତିବାଦ…
ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼
କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି ସମର୍ଥିତ ଅନୁଭବ ପଟ୍ଟନାୟକଙ୍କ ନେତୃତ୍ୱରେ ମଙ୍ଗଳବାର ମହାବିଦ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବା ସହ…
ହୃଦ୍ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ
ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ ଉନ୍ନୀତ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ ଡାକ୍ତର ଭାବେ କାର୍ଯ୍ୟ କରୁଥିବା ଚିତ୍ତରଞ୍ଜନ ସୋମବାର ସାରେ…
ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’
ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ସହ ସେମାନଙ୍କ ଦକ୍ଷତାର ବିକାଶ କରିବା ଏହି କାର୍ଯ୍ୟକ୍ରମର…
ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ
କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଦଶହରା ପାଇଁ ଅର୍ଥର ଆବଶ୍ୟକତା ଥିବାରୁ ଦୁଇ…
କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…
ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ ବରିହାପଦା ଗ୍ରାମର ବେତେସା ମାଝୀ। ପରିବାର ଲୋକେ ତାଙ୍କୁ ଏକ ଅଟୋ ଯୋଗେ…
ପାଣିପାଗ ବିଭାଗର ବଡ଼ ଅପ୍ଡେଟ୍: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…
ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି…

