ଆମ ଜିଲା ଖବର

ଘର ପଛଭାଗ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ଵାପା

ପାଟଣା,୨।୩(ବୀର କିଶୋର ଦାଶ): ଘର ପଛପଟ ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । କେନ୍ଦୁଝର ଜିଲା ପାଟଣା ଥାନା ଫୁଲ୍ ପାହାଡି ଗ୍ରାମର ଗୋପିନାଥ ମୁଣ୍ଡାଙ୍କ ପୁଅ ରାଜେଶ ମୁଣ୍ଡା (୧୬) ଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ସୋମବାର…

ଡହ ଡହ ଖରାରେ ଆଉଟୁ ପାଉଟୁ ବେପାରୀ, ଶୁଣିଲାନି ପ୍ରଶାସନ

ଗଞ୍ଜାମ,୨।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଗତ ତିନିଦିନ ଧରି ପବିତ୍ର ଐତିହାସିକ ଦୋଳ ଯାତ୍ରା ଅନୁଷ୍ଠିତ ହେଉଅଛି । ସାହି ଯାତ୍ରା ସରିବା ପରେ ମଙ୍ଗଳବାର ବଜାର ଯାତ୍ରା ଅନୁଷ୍ଠିତ ହେବ । ଏହି ଯାତ୍ରା ଉପଲକ୍ଷେ ଶହ…

ପୋଲିସ ଉପରେ ଆକ୍ରମଣ: ଜଣେ ଏଏସଆଇ ଗୁରୁତର, ୧୨ ଅଟକ

ଲୋଇସିଂହା,୧।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁରରେ ପୋଲିସ ଉପରକୁ ଆକ୍ରମଣ ହୋଇଛି। ଆକ୍ରମଣରେ ଲୋଇସିଂହା ଥାନାର ଏଏସଆଇ ଜୀବନା ନନ୍ଦ ବେହେରା ଗୁରୁତର ଥିବାରୁ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ୧୨ ଜଣଙ୍କୁ ଅଟକ ରଖି ଥିବା…

ଶାଗୁଆନ କାଠ ବୋଝେଇ ଟ୍ରାକ୍ଟର ଜବତ: ଜେଲ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବର ମୁଣ୍ଡୁଳି ଗ୍ରାମ ରାସ୍ତାରେ ଗଜପତି ଜିଲା ଚନ୍ଦ୍ରଗିରି ରେଞ୍ଜର ରୂପକ କୁମାର ପ୍ରଧାନ, ଭୀଷ୍ମଗିରି ବନ ବିଭାଗ ସେକ୍ସନ ଫରେଷ୍ଟର ଦେବାଶିଷ ଶତପଥି,ଗିରିଜା ଶଙ୍କର ଦୋରା,ସରୋଜ ମଲ୍ଲିକ ଙ୍କ ନେତୃତ୍ୱରେ…

ବାଣ ବିସ୍ଫୋରଣରେ ୨ ଶିଶୁ ଗୁରୁତର: ଅଫୁଟା ବାଣକୁ ଫୁଟାଇବାକୁ ଉଦ୍ୟମ କରୁଥିବାବେଳେ…

ଦେବଗଡ,୨।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଗୁଣ୍ଡିଆପାଲି ଗ୍ରାମରେ ରାସ୍ତାରେ ପଡିଥିବା ଏକ ଅଫୁଟା ବାଣ ବିସ୍ଫୋରଣରେ ୨ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ହୋଇଥିବା ଶିଶୁ ଦ୍ୱୟ ଗୁଣ୍ଡିଆପାଲି ଗ୍ରାମର…

ରାସ୍ତା ମରାମତି ନୋହିଲା: ତାତିଲେ ସିର୍କାବର୍ଗ ପଞ୍ଚାୟତବାସୀ, ସରକାରୀ ବସକୁ ଅଟକାଇ…

ଦାରିଙ୍ଗବାଡି, ୨/୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳରେ ରହିଥିବା ସିର୍କାବର୍ଗ ପଞ୍ଚାୟତକୁ ରହିଥିବା ମୁଖ୍ୟ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡିଛି। ରାସ୍ତା ସମ୍ପ୍ରସାରଣ ପରଠାରୁ ରାସ୍ତାର ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତାରେ ଯାତାୟାତ ବହୁତ ସମସ୍ୟା ହେଉଛି।…

ହଜିନି ଶାକରପଟି ଭୋଗ ପରମ୍ପରା: ଜାଣନ୍ତୁ ଏହା କ’ଣ

ବରଗଡ଼,୨ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଐତିହ୍ୟ ସଂସ୍କୃତି ଓ ପରମ୍ପରା ଅନନ୍ୟ। ତେବେ ଏହି ପର୍ବ ଯେତିକି ପାଖେଇ ଆସୁଛି, ଲୋକଙ୍କ ମଧ୍ୟରେ ସେଭଳି ଉତ୍କଣ୍ଠା ବଢି ଚାଲିଛି। ଗାଁଠୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ଏହି ପର୍ବରେ ପ୍ରତ୍ୟେକ ଘରେ ଓ ଦେବାଦେବୀ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ

ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ହେଲେ କେକେରିଙ୍ଗିଆ ଗ୍ରାମର ବିଜୟ ଦିଗାଲ (୬୦)। ମିଳିଥିବା ସୂଚନା…

ପ୍ରତାପଗିରି ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ, ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ 

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ସ୍ଥିତ ରାଜାରାଜୁଡ଼ା ଅମଳର ସାନନ୍ଦ ଶ୍ରୀକ୍ଷେତ୍ର ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ରବିବାର ଉଦଯାପିତ ହୋଇଯାଇଛି । ଏଥି ଉପଲକ୍ଷେ ସାନଖେମୁଣ୍ଡି ରାଜା ସାହେବ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର ମଧ୍ୟାହ୍ନରେ କିଛି ଦୃବର୍ତ୍ତମାନେ କୁନ୍ତୀ ମନ୍ଦିର ନିକଟରେ ଥିବା ଆଶ୍ରମରେ କବାଟ ଭାଙ୍ଗି…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ ୪ ଟାରେ ହୋଇଥିବା ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।…

ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ୨୦୨୬ ଉଦ୍‌ଯାପିତ, ସମ୍ବଲପୁରର ଶଙ୍କର ମେହେର…

ବଲାଙ୍ଗୀର,୧।୩( ସୁନିଲ କୁମାର ମହାନ୍ତି): କଳିଙ୍ଗ ବଡି ବିଲଡିଂ ଏସୋସିଏସନ ବଲାଙ୍ଗୀର ଜିଲା ଶାଖା ତରଫରୁ ଆୟୋଜିତ ହୋଇଥିବା ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଯାପନ ହୋଇଯାଇଛି । ଏହି ଚମ୍ପିୟାନସିପ୍ ରାଜ୍ୟର ୧୯ଟି ଜିଲ୍ଲାର ୧୨୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?