ଆମ ଜିଲା ଖବର

କରୋନା ମୁକାବିଲା ଲାଗି ବ୍ୟାପକ କାର୍ଯ୍ୟକ୍ରମ

କେନ୍ଦୁଝର, ୨୭ା୩(ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ କେନ୍ଦୁଝରଗଡ ପୌରପାଳିକା ତରଫରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସହରକୁ ସମ୍ପୂର୍ଣ୍ଣ ପରିମଳ ରଖିବା ସହ ବିଭିନ୍ନ ସ୍ଥାନରେ ବ୍ଲିଚିଂ ପାଉଡର ପକାଇବା, ଡିଡିଟି ସିଞ୍ଚନ, ଡ୍ରେନଗୁଡିକର ସ୍ବତନ୍ତ୍ର ସଫେଇ କରାଯାଉଥିବା ବେଳେ ଲୋକଙ୍କ ସୁବିଧା…

‘ସାବୁନରେ ହାତ ଧୋଇ ଗାଁରେ ପଶ’

ଠାକୁରମୁଣ୍ଡା,୨୭ା୩(ଡ଼ି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ଦିଗରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ଅନ୍ତର୍ଗତ ସାନମହୁଲଡିହା ଗ୍ରାମବାସୀ ଅଭିନବ ପ୍ରୟାସ ଆପଣାଇଛନ୍ତି। ବାହାର ଅଞ୍ଚଳର ଯେଉଁ ବ୍ୟକ୍ତି ଗଁାକୁ ଆସୁଛନ୍ତି ସେମାନଙ୍କୁ ଗଁା ମୁଣ୍ଡରୁ ପ୍ରଥମେ ସାନିଟାଇଜର ଓ ସାବୁନରେ ହାତ…

ଠାକୁରାଣୀ ପୂଜା ବେଳେ ପୂଜାରୀ ଗିରଫ

କପ୍ତିପଦା,୨୭ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶାଳଚୁଆ ପଞ୍ଚାୟତ ସୋଲଗଡିଆ ଦେହୁରୀ ସାହି ପକ୍ଷରୁ ବରଛକ ଠାକୁରାଣୀ ନିକଟରେ ଶୁକ୍ରବାର ଡାଳକଟା ପୂଜା ଅନୁଷ୍ଠିତ ହେଉଥିଲା ା ଲକ୍‌ ଡାଉନ ସତ୍ତ୍ୱେ ସାହି ବାସିନ୍ଦା ଏକତ୍ରିତ ହୋଇ ଢୋଲ ବଜାଇ…

ଲକ୍‌ଡାଉନ୍‌ ସମୟରେ ନମାଜ ପାଠ ବନ୍ଦ କଲା ପ୍ରଶାସନ: ଭାଙ୍ଗିଲା ଲୋକ ଗହଳି

ଧାମନଗର,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପ୍ରଶାସନ ପକ୍ଷରୁ ଗୋଡ଼ିପୋଖରୀ ମସ୍‌ଜିଦରେ ନମାଜ ପାଠ ବନ୍ଦ କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଲୋକେ ନମାଜ ପାଠ କରୁଥିବାବେଳେ ମାଜିଷ୍ଟ୍ରେଟ ଲଗନଜିତ ବେହେରା, ଧୁଷୁରୀ ଥାନା ଆଇଆଇସି ପ୍ରଫୁଲ ସିଂ ପହଞ୍ଚି ଲୋକ ଗହଳି…

ଲକ୍‌ଡାଉନ୍‌ ସମୟରେ ଆଗୁଆ ୪ ମାସର ଭତ୍ତା ପାଇ ହିତାଧିକାରୀ ଖୁସି

ଆରଡି,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଶୁକ୍ରବାର ପଞ୍ଚାୟତର ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୟ ଦାସ, ନୋଡାଲ ଅଫିସର ଇ. ପ୍ରଭାତ ବେହେରା ଘରଘର ବୁଲି ହିତାଧିକାରୀଙ୍କୁ ୪…

ହିତାଧିକାରୀଙ୍କୁ ଘରେ ଦିଆଗଲା ଭତ୍ତା

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- କରୋନା ପାଇଁ ସମସ୍ତ ଭତ୍ତା ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ପ୍ରଦାନ ପାଇଁ ସରକାର ଘୋଷଣା କରିଛନ୍ତି। ଏ ନେଇ ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ଭତ୍ତା ବଣ୍ଟନ ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ବ୍ଲକ ପ୍ରଶାସନ…

୪୪ଜଣଙ୍କ ଘର ଆଗରେ ଲାଗିଲା କରୋନା ପୋଷ୍ଟର

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- ତିର୍ତ୍ତୋଲ ବ୍ଲକ ଅଞ୍ଚଳର ୪୪ ଜଣ ବାହାର ରାଜ୍ୟରୁ ନିକଟରେ ଗାଁକୁ ଫେରିଛନ୍ତି। ସେମାନେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାମ ପଞ୍ଜୀକରଣ କରାଇଥିବା ବେଳେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ଗଠିତ ଟିମ୍‌ ସେମାନଙ୍କ…

ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି ପଶ୍ଚିମବଙ୍ଗର ୧୫ ଶ୍ରମିକ

ଦାରିଙ୍ଗବାଡ଼ି,୨୭।୩(ଡି.ଏନ୍‌.ଏ.)- ପଶ୍ଚିମବଙ୍ଗରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଆସି ବିଭିନ୍ନ ଲଜ୍‌, ବିଲ୍ଡିଂରେ କାର୍ଯ୍ୟ କରୁଥିବା ୧୫ଜଣ ରାଜମିସ୍ତ୍ରୀ ଓ ଶ୍ରମିକ ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି। କାମ ବନ୍ଦ ଯୋଗୁ ସେମାନଙ୍କ ନିକଟରେ ଟଙ୍କା ସରିଗଲାଣି। କେତେକ ମାଲିକ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେଇଥିଲେ…

କରୋନା କଟକଣା, ହନ୍ତସନ୍ତ ହେଉଛନ୍ତି ମତ୍ସ୍ୟଜୀବୀ

ପାରାଦୀପ, ୨୭।୩ (ସ୍ବ.ପ୍ର.)-ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ସକାଶେ ଲକ୍‌ଡାଉନ୍‌ କରାଯାଇଛି। ହେଲେ ଲକ୍‌ଡାଉନ୍‌ ଯୋଗୁ ପାରାଦୀପ ମାଛଧରା ବନ୍ଦର ପରିସରରେ ଥିବା ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ହଇରାଣ ହେଉଥିବା ଦେଖାଯାଇଛି। ସେମାନେ ଘରକୁ ଯାଇପାରୁ ନ ଥିବା ବେଳେ…

‘କରୋନା’ ବଢ଼ାଇଛି ଟମାଟୋ ଚାଷୀଙ୍କ ଦୁଃଖ

ପାଟଣା,୨୭।୩(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣରେ ବିଶ୍ୱ ପ୍ରଭାବିତ ହୋଇଥିବା ବେଳେ ଭାରତ ବି ଏଥିରୁ ବାଦ ପଡିନି। ସରକାର ଲକ୍‌ଡାଉନ କରି ଏଥିରେ ଅଙ୍କୁଶ ଲଗାବାକୁ ଚେଷ୍ଟା କରୁଥିବାବେଳେ ଏହା ଦେଶର ଅର୍ଥନୀତି ସହ ସବୁ ବର୍ଗର ଲୋକଙ୍କୁ ପ୍ରଭାବିତ କରିଛି।…

ବହିରାଗତଙ୍କ ଘର ବାହାରେ ଲାଗିଲା ପୋଷ୍ଟର

ରାଇକିଆ,୨୭।୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯେଉଁମାନେ ରାଜ୍ୟ ବାହାରେ ରହି କାମ କରୁଥିଲେ ସେମାନେ ଏବେ ଗଁାକୁ ଫେରିଛନ୍ତି। ସେମାନଙ୍କୁ ହୋମ୍‌ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି। ସାମାଜିକ ଦୂରତା ବଜାୟ ରଖିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ପ୍ରଶାସନ…

ରାସ୍ତାରେ ହାତଧୋଇ ସଚେତନତା

ସୋରଡା,୨୭ା୩(ଡି.ଏନ୍‌.ଏ.)- ସୋରଡାରେ ସ୍ବାସ୍ଥ୍ୟବିଭାଗ, ପୋଲିସ ଓ ଏନ୍‌ଏସି ପ୍ରଶାସନ ତରଫରୁ କରୋନା ଭୂତାଣୁରୁ ରକ୍ଷା ପାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଶୁକ୍ରବାର ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଡାକ୍ତର ସନ୍ତୋଷ କୁମାର ପଣ୍ଡା, ଦିଲୀପ ନାୟକ, ସୋମାଲିନ୍‌ ମିଶ୍ର, ଫାର୍ମାଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?