ଆମ ଜିଲା ଖବର

ପ୍ରବେଶପଥ ବନ୍ଦ କରିଦେଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୨୭।୩-ଘାତକ କରୋନା ଭୂତାଣୁ(କୋଭିଡ୍‌-୧୯)ଏବେ ସାରାବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ଭୂତାଣୁ ସଂକ୍ରମଣ ଗୋଟିଏ ଦେଶରୁ ଅନ୍ୟଦେଶକୁ ବ୍ୟାପୁଥିବାବେଳେ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହି ଭୂତାଣୁକୁ ଦମନ କରିବା ପାଇଁ…

ଦେଶସାରା ଲକ୍‌ଡାଉନ୍‌: ଶ୍ରମିକଙ୍କୁ କାମରେ ନିୟୋଜିତ କରିଛନ୍ତି ଠିକାଦାର

ନାଉଗଁା, ୨୭।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ କୌଣସି ଜରୁରୀ କାର୍ଯ୍ୟରେ ବାହାରକୁ ବାହାରିଲେ ସାମାଜିକ ଦୂରତା ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ନାଉଗଁା…

ତେଜରାତି ଦୋକାନରେ ଚଢ଼ାଉ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- କରୋନା ଯୋଗୁ ନିତ୍ୟ ବ୍ୟବହାର୍ଯ୍ୟ ତଥା ଅତ୍ୟାବଶ୍ୟକ ସାମଗ୍ରୀକୁ ଦୋକାନୀ ଚଢ଼ା ଦରରେ ବିକୁଥିବା ଅଭିଯୋଗ ପାଇ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବିଭିନ୍ନ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି । ଆଠମଲ୍ଲିକ ଉପଜିଲାପାଳ ଡ.…

ଗାଁ ମୁଣ୍ଡରେ ଲାଗିଲା ବାଉଁଶ: ବାହାର ଲୋକ ଆସିବା ମନା

ଗୋପ,୨୬ା୩(ଡି.ଏନ୍‌.ଏ.)- ଦେଶରେ ଲକଡାଉନ ଘୋଷଣା ପରେ ଗୋପ ବ୍ଲକର ୧୦୦ରୁ ଊଦ୍ଧର୍‌ବ ଗାଁ ମୁଣ୍ଡରେ ଯୁବକମାନେ ବାଉଁଶ ଧଡ଼ା ଲଗାଇ ଦେଇଛନ୍ତି। ଏହାସହ କୌଣସି ବାହାର ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ କରାଇ ଦେଉନାହାନ୍ତି। କାରଣ ଆମ ଗାଁରେ କରୋନା ଭଳି…

ତୀର୍ଥ ଫେରନ୍ତା ୬ ଜଣ ବୟସ୍କ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ବନ୍ତ,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ତୀର୍ଥରୁ ଫେରିଥିବା ୬ ଜଣ ବୟସ୍କ ତୀର୍ଥଯାତ୍ରୀଙ୍କୁ ଭର୍ତ୍ତି କରାଯାଇଛି । ସମସ୍ତ ଯାତ୍ରୀ ଛୟାଳସିଂ, ଗଣିଜାଙ୍ଗ ଓ ଷେଣ୍ଢତିରା ପଞ୍ଚାୟତର ବୋଲି ଜଣାଯାଇଛି।…

ହିତାଧିକାରୀଙ୍କୁ ଘରେ ଦିଆଗଲା ଭତ୍ତା ଟଙ୍କା

ବନ୍ତ,୨୭।୩(ଡି.ଏନ୍‌.ଏ.): କରୋନା ଲାଗି ସାରା ଦେଶ ଲକ୍‌ଡାଉନ୍‌ ଘୋଷଣା ହୋଇଥିବା ବେଳେ ହିତାଧିକାରୀଙ୍କୁ ଘରେ ଭତ୍ତା ଟଙ୍କା ପ୍ରଦାନ କରାଯିବା ନେଇ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଥିଲା । ଏ ନେଇ ଭଦ୍ରକ ଜିଲା ବନ୍ତ ବ୍ଲକ ବଡ଼ବର୍ଚ୍ଚିକୟଁ । ପଞ୍ଚାୟତର…

ଶର୍ଟସର୍କିଟ ଯୋଗୁ ବାଇକରେ ଲାଗିଲା ନିଆଁ

ଦାରିଙ୍ଗବାଡି,୨୭ା୩(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା କୁମ୍ଭବଜାରଠାରେ ଏକ ବାଇକରେ ଅଚାନକ ନିଆଁ ଲାଗିଯାଇଥିଲା। ନିଆଁ ଦେଖି ବାଇକ୍‌ ଚାଳକ ପାଟି କରବାରୁ ସାହିଲୋକେ ପହଞ୍ଚତ୍ ଲିଭାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବାସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଦାରିଙ୍ଗବାଡ଼ି ଅଗ୍ନିଶମ…

ଉତ୍କଳ ଆଲୁମିନା ପକ୍ଷରୁ ରାସ୍ତା, ଡ୍ରେନ୍‌ରେ ହାଇଡ୍ରୋ କ୍ଲୋରାଇଡ୍‌ ସିଞ୍ଚନ

ଟିକିରି,୨୭ା୩: କରୋନାକୁ ପ୍ରତିହତ କରିବା ପାଇଁ ସବୁଠି ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଉଛି। ଉତ୍କଳ ଆଲୁମିନା ପକ୍ଷରୁ ରାୟଗଡ଼ା ଜିଲା କାଶିପୁର ବ୍ଲକ୍‌ ଟିକିରି ମୁଖ୍ୟରାସ୍ତାରେ ଶୁକ୍ରବାର ହାଇଡ୍ରୋ କ୍ଲୋରାଇଡ୍‌ ଦ୍ରବଣ ସିଞ୍ଚନ କରାଯାଇଛି। କମ୍ପାନୀର ୟୁନିଟ୍‌ ମୁଖ୍ୟ ତଥା ସଭାପତି…

ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ତେଣୁ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା ପାଇଁ ଯଥାସମ୍ଭବ ପଦକ୍ଷେପ ନେଉଛନ୍ତି।…

ତାମିଲନାଡ଼ୁରେ ଫସିଛନ୍ତି ମାଲକାନଗିରିର ୧୦ ଶ୍ରମିକ

କୋରୁକୋଣ୍ଡା,୨୭ା୩(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ ଅନ୍ତର୍ଗତ ପୁରୁଣା ଚିମଟାପାଲି ଏବଂ ଏମଭି-୫୦ ଗ୍ରାମର ୧୦ ଶ୍ରମିକ ତାମିଲ୍‌ନାଡ଼ୁରେ ଫସିଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ୩ ମହିଳା ମଧ୍ୟ ରହିଛନ୍ତି। କାମ କରିବା ପାଇଁ ଏମାନେ ତାମିଲ୍‌ନାଡ଼ୁ ଯାଇଥିବାବେଳେ କରୋନା ଯୋଗୁ…

ଲକ୍‌ ଡାଉନ୍‌ର ପ୍ରଭାବ: ପାଳନ ହେଲାନି ବିଶ୍ୱ ନାଟ୍ୟ ଦିବସ

ବ୍ରହ୍ମପୁର ଅଫିସ,୨୭ା୩-ସମାଜରେ ସଂସ୍କାର ଅଣିବାରେ ସର୍ବଦା ପ୍ରମୁଖ ଭୂମିକା ଗ୍ରହଣ କରିଆସିଥିବା ମଞ୍ଚନାଟକକୁ ପୁର୍ନଜୀବିତ କରିବା ନେଇ ମାର୍ଚ୍ଚ ୨୭କୁ ବିଶ୍ୱ ନାଟ୍ୟ ଦିବସ ଭାବେ ପାଳନ କରାଯାଇଆସୁଛନ୍ତି ମଞ୍ଚନାଟକ କଳାକାର ତଥା ଅଭିନେତା। ଚଳିତ ବର୍ଷ କରୋନାକୁ ନେଇ ସାରା…

ଝାରସୁଗୁଡାରେ ବିଚାରପତି-ପୋଲିସ ମୁହାଁମୁହିଁ

ଝାରସୁଗୁଡା ଅଫିସ,୨୭।୩-ଝାରସୁଗୁଡା ଜିଲା ପୋଲିସ ପକ୍ଷରୁ ଲକ୍‌ ଡାଉନକୁ କଡାକଡି ଭାବେ ପାଳନ କରିବା ପାଇଁ ସହରର କିଶାନ ଛକ, ବସଷ୍ଟାଣ୍ଡ ଛକ, ରେଳ ଷ୍ଟେସନ ଛକ ଓ ଥାନା ଛକଠାରେ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ମୁତୟନ ଅଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?