କେରଳରୁ ଫେରି ପାରୁନାହାନ୍ତି କନ୍ଧମାଳ ଶ୍ରମିକ
ଫୁଲବାଣୀ ଅଫିସ, ୨୭ା୩- କରୋନା ପାଇଁ ସାରାଦେଶରେ ଏବେ ଲକ୍ଡାଉନ୍। ଏଭଳି ସ୍ଥିତିରେ କନ୍ଧମାଳ ଜିଲାର ଯୁବତୀ ଯୁବକ ଏବଂ ଦମ୍ପତ୍ତି ଏବେ କେରଳରେ ଫସି ଯାଇଛନ୍ତି। ଶ୍ରମିକ ଭାବେ କାମ କରିବାକୁ ଯାଇ ସେମାନେ ଏଭଳି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।…
କ୍ୱାରାଣ୍ଟାଇନରେ ରହିଲେନି, ମାମଲା ରୁଜୁ
ଅନୁଗୋଳ ଅଫିସ୍, ୨୭ା୩- ଅନୁଗୋଳ ଜିଲାକୁ ବାହାରୁ ଫେରିଥିବା ୨ ଜଣଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ହେଁ ସେମାନେ ଘରେ ନ ଥିବା ଭେରିଫିକେଶନ ବେଳେ ଜଣାପଡିଛି। ସମ୍ପୃକ୍ତ ୨ ଜଣଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଥିବା…
କରୋନା ସଚେତନତା କଲେ ମହିଳା
ବରଗଡ଼ ଅଫିସ,୨୭।୩: ବରଗଡ଼ ପୌର ପରିଷଦ ଅଧୀନ ଓ୍ବର୍ଡ ନଂ.୧୬ ବ୍ରହ୍ମଚାରୀରେ ସ୍ଥାନୀୟ ଏସ୍ଏଚଜି ମହିଳାମାନେ କରୋନା ପ୍ରତିହତ ପାଇଁ ସଚେତନ କରିଛନ୍ତି । ପୂର୍ବତନ କାଉନସିଲର ଦେବାନନ୍ଦ ସାହୁଙ୍କ ତତ୍ତ୍ବାବଧାନରେ ହୋଇଥିବା ଏହି ସଚେତନତା କାର୍ଯ୍ୟକ୍ରମରେ ମହିଳାମାନେ ଘରକୁ ଘର…
ଖବରଦାତା, ବିତରକଙ୍କ ଉପରେ କଟକଣା ନାହିଁ: ଏସ୍ପି
ଛତ୍ରପୁର,୨୭ା୩(ଡି.ଏନ୍.ଏ.)- କରୋନାକୁ ପ୍ରତିରୋଧ କରିବାକୁ କ’ଣ ସବୁ ପଦକ୍ଷେପ ନିଆଯାଇଛି ସେସମ୍ପର୍କରେ ସମୀକ୍ଷା ସମୀକ୍ଷା କରିଛନ୍ତି ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ। ଭିଡିଓ କନ୍ଫରେନ୍ସଂ ଜରିଆରେ ବୈଠକ କରି ଲକ୍ଡାଉନବେଳେ ଛାପା ଓ ବୈଦ୍ୟୁତିକ୍ ଗଣମାଧ୍ୟମ, ୱେବ ମିଡ଼ିଆ ଖବରଦାତା…
କରୋନା କଟକଣାରେ ସାମାଜିକ ଦୂରତା: ବିଜେପୁରରେ ଘରକୁ ଘର ବଣ୍ଟା ଯାଉଛି ଭତ୍ତା
ବିଜେପୁର,୨୭।୩(ଡି.ଏନ୍.ଏ.): କରୋନା କଟକଣା ଯୋଗୁ ଗତ ମଙ୍ଗଳବାର ମଧ୍ୟ ରାତ୍ରରୁ ସମସ୍ତ ଜିଲା ଲକ୍ଡାଉନ୍ କରାଯାଇଛି।ଏହି ଭାଇରସକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବାକୁ ସଚେତନତା ସୃଷ୍ଟି କରାଯାଉଛି। ତେଣୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସାମାଜିକ ସୁରକ୍ଷା…
ମାନୁନାହାନ୍ତି ଲକ୍ଡାଉନ୍ କଟକଣା: ୧୭ଜଣଙ୍କୁ ଗିରଫ କଲା ଝାରସୁଗୁଡ଼ା ପୋଲିସ
ଝାରସୁଗୁଡା ଅଫିସ,୨୭ା୩- କରୋନା ମୁକାବିଲା କରିବା ପାଇଁ ସମଗ୍ର ଦେଶରେ ଲକ୍ଡାଉନ୍ କରାଯାଇଛି। ଏହି ସମୟରେ କୌଣସି ଜରୁରୀ କାମ ନ ଥାଇ ବାହାରକୁ ବାହାରିଲେ ପୋଲିସ କାର୍ଯ୍ୟାନୁଷ୍ଠାନ ମଧ୍ୟ ନେଉଥିବା ଦେଖାଯାଉଛି। ଏପରିସ୍ଥଳେ କଟକଣାକୁ ନମାନି ଲୋକେ ଘରୁ ବାହାରକୁ…
ହିତାଧିକାରୀଙ୍କ ଘରେ ପହଞ୍ଚିଲା ଆଗୁଆ ଭତ୍ତା ଟଙ୍କା
ସମ୍ବଲପୁର,୨୭।୩ (ବ୍ୟୁରୋ)-କରୋନା କଟକଣା ଓ ଦେଶ ଲକ୍ ଡାଉନ୍ ଘୋଷଣା ପରେ ସରକାର ଲୋକଙ୍କୁ ଆର୍ଥତ୍କ ସହାୟତା କରିବା ପାଇଁ ଯୋଜନା କରିଛନ୍ତି। ବିଭିନ୍ନ ଯୋଜନାରେ ପେନ୍ସନ୍ ପାଉଥିବା ହୀତଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା ପ୍ରଦାନ କରାଯିବାକୁ ନେଇ ଘୋଷଣା…
ଉତ୍ତରପ୍ରଦେଶରେ ଫସିଛନ୍ତି ଗଞ୍ଜାମର ୧୪ ତୀର୍ଥଯାତ୍ରୀ, ଉଦ୍ଧାର ପାଇଁ ବିଧାୟକଙ୍କୁ ଗୁହାରି
ଗଞ୍ଜାମ,୨୭ା୩(ଡି.ଏନ.ଏ.)- ଉତ୍ତରପ୍ରଦେଶରେ ଗଞ୍ଜାମର ୧୪ ଜଣଙ୍କ ସମେତ ଓଡିଶାର ମୋଟ ୫୧ ତୀର୍ଥଯାତ୍ରୀ ଫସି ରହିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଏନ୍ଏସି ଦାମୋଦରପୁର ଗ୍ରାମର ୧୨ ଓ ଛତ୍ରପୁର ବ୍ଲକ ଅଗସ୍ତିନୂଆଗଁାର ୨ ଜଣ ମହିଳା ରହିଛନ୍ତି। ଅନ୍ୟମାନେ ପୁରୀ ଓ…
ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଅଟକ
ବଇଣ୍ଡା, ୨୭ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଛାତ୍ରୀଙ୍କ ପରିବାର ପକ୍ଷରୁ ଶୁକ୍ରବାର ଠାକୁରଗଡ ଥାନାରେ ଏ ନେଇ ଲିଖିତ ଅଭିଯୋଗ…
ରାପ୍ ସଙ୍ଗ୍ ମାଧ୍ୟମରେ ସଚେତନ କରୁଛନ୍ତି ସାର୍ଥକ
ଜୟପୁର,୨୭ା୩(ନି.ପ୍ର.) : ରାପ୍ ସଙ୍ଗ୍ ମାଧ୍ୟମରେ ଟ୍ରାଫିକ୍ ସଚେତନତା ବାର୍ତ୍ତା ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା କୋରାପୁଟ ଜିଲା ଜୟପୁର ସହରର ସାର୍ଥକ ସାହୁ ଏବେ ପୁଣି ଲୋକଙ୍କ ମନ ଜିଣିଛନ୍ତି। କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବାରୁ ସେ ନିଜ…
ଜରୁରୀ ସେବାରେ ନିୟୋଜିତ ପୋଲିସଙ୍କୁ ସମ୍ମାନ: ଉତ୍ପାଦିତ କ୍ଷୀର ପୋଲିସକୁ ପ୍ରଦାନ କଲେ ଗୋପାଳ
ବନ୍ତ,୨୭ା୩(ଡି.ଏନ୍.ଏ.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ତେବେ ଏଭଳି ପରିସ୍ଥିତିରେ ଜରୁରୀ ସେବାରେ ନିୟୋଜିତ ଥିବା ଅଧିକାରୀ କିମ୍ବା କର୍ମଚାରୀଙ୍କୁ ହୃଦୟରୁ ସମ୍ମାନ ଜଣାଇଛନ୍ତି ଭଦ୍ରକ ଜିଲା…
ବାହାର ରାଜ୍ୟକୁ କାମ କରିବାକୁ ଯାଇ ଗାଁକୁ ଫେରିଲେ ୩୨୨ ଜଣ: ୧୪ ଦିନ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ
ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୩୨୨ ଜଣ ଗୁରୁବାର ସନ୍ଧ୍ୟାରେ ଗାଁକୁ ଫେରିଛନ୍ତି। ସେମାନେ ପଡ଼ୋଶୀ ରାଜ୍ୟ ବାଙ୍ଗାଲୋର ଓ ଚେନ୍ନାଇରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ବ୍ଲକ ପ୍ରଶାସନ ପକ୍ଷରୁ ସେମାନଙ୍କୁ ୧୪ ଦିନ ନିଜ ନିଜ ଘରେ…

