ଆମ ଜିଲା ଖବର

ଘସିପୁରା ଥାନା ମହିଳା ଏସ୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍‌ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ ମାମଲାର ଅନୁସନ୍ଧାନ ପାଇଁ ଯାଇଥିବା ବେଳେ ତାଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିଲା। ସୂଚନା…

ହନୁମତିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ: ତଳମୁଣ୍ଡକୁ ପାଣି ଆସୁନି, ଚାଷୀ ହନ୍ତସନ୍ତ

ତେଲକୋଇ, ୨୫ା୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ହନୁମତିଆ କ୍ଷୁଦ୍ର ଜଳ ସେଚନ (ଡିମିରିଆ)ପ୍ରକଳ୍ପରୁ ତଳ ମୁଣ୍ଡକୁ ଜଳ ଯୋଗାଣ ହୋଇପାରୁନାହିଁ । ଏଥିଯୋଗୁ ସୂର୍ଯ୍ୟମୁଖି, ଆକୁଳ ମକା, ଶୋରିସ ଓ ଚିନାବାଦାମ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହା…

ଧାନ କିଣାରେ ଅନିୟମିତତା

ପଦ୍ମପୁର,୨୫।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ନେଇ ଚାଷୀମାନେ ଶୁକ୍ରବାର ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ଜିଲା ଆରକ୍ଷୀ ଅଧୀକ୍ଷକ, ନାୟକାଣିଡିହୀ ଥାନାଧିକାରୀ ଓ କଷିଆ ସାମୁଦ୍ରିକ ଥାନାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

ଶିକ୍ଷକ ଅଭାବ ସାଙ୍ଗକୁ ଭିତ୍ତିଭୂମି ଅସଜଡ଼ା

ଭଣ୍ଡାରିପୋଖରୀ,୨୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତର ମାଳଦା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ। ୨ ଶିକ୍ଷକରେ ଦୁଇଟି ଶ୍ରେଣୀ ଚାଲିଛି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ସୃଷ୍ଟି ହେଉଛି। ଏଭଳି ସ୍ଥିତିରେ ଚଳିତବର୍ଷ…

ବାରିପଦା ବନଖଣ୍ଡରେ ଅଛନ୍ତି ୮୧୫୭ ପକ୍ଷୀ

ବାରିପଦା ଅଫିସ,୨୫ା୧- ଶୀତ ଋତୁରେ ମୟୂରଭଞ୍ଜ ଜିଲାକୁ ଦେଶ ବିଦେଶ ତଥା ବିଭିନ୍ନ ଅଞ୍ଚଳରୁ ଆସୁଥିବା ପକ୍ଷୀଙ୍କ ଗଣନା କାର୍ଯ୍ୟ ଗତ ୩ ଓ ୪ ତାରିଖ ଦୁଇଦିନ ଧରି କରାଯାଇଥିଲା। ବାରିପଦା ବନଖଣ୍ଡର ୭ଟି ବନାଞ୍ଚଳରେ ଗଣନା କାର୍ଯ୍ୟ ଶେଷ…

କାର୍ଯ୍ୟ ବନ୍ଦ ଡକରା ଦେଲା ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଘ

ବାରିପଦା ଅଫିସ,୨୫ା୧- ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସମ୍ମାନଜନକ ଦରମା ବୃଦ୍ଧି, ୫ ଦିବସ ବ୍ୟାଙ୍କ ସେବା ଏବଂ ଅନ୍ୟାନ୍ୟ ଦାବି ଏଥିରେ…

୭ ଟ୍ରେଲର ଡ୍ରାଇଭରଙ୍କ ଲାଇସେନ୍ସ ବାତିଲ୍‌

ବାରିପଦା ଅଫିସ,୨୫ା୧- ଅତ୍ୟଧିକ ମାଲ୍‌ ପରିବହନ କରୁଥିବା ୭ ଭାରିଯାନ (ଟ୍ରେଲର) ଡ୍ରାଇଭରଙ୍କ ଲାଇସେନ୍ସ ୩ ମାସ ପର୍ଯ୍ୟନ୍ତ ବାତିଲ କରାଯାଇଛି। ଏହି ଟ୍ରେଲରଗୁଡିକରୁ ୫ ଲକ୍ଷ ୫୫୦ ଟଙ୍କା ଜରିମାନା ମଧ୍ୟ ଆଦାୟ କରାଯାଇଛି। ମୟୂରଭଞ୍ଜ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ…

‘ନେତାଜୀଙ୍କ ଭଳି ସ୍ବାଭିମାନୀ ହୁଅ’

ଖଇରା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ତିଳଦା ଗ୍ରାମର ନେତାଜୀ ଯୁବକ ସଂଘ ଆନୁକୂଲ୍ୟରେ ରୌପ୍ୟ ଜୟନ୍ତୀ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି ା ସଂଘ ସଭାପତି ଜଗବନ୍ଧୁ ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ସତ୍ୟସାଇ ଗ୍ରୁପ…

ବନୋଜ ବିଶ୍ୱାଳ ଶ୍ରେଷ୍ଠ ମତ୍ସ୍ୟଜୀବୀ

ସଜନାଗଡ଼,୨୫।୧(ଡି.ଏନ.ଏ.)-କୃଷକ ଆମ ଦେଶର ମେରୁଦଣ୍ଡ ସଦୃଶ। ବର୍ତ୍ତମାନ କୃଷି ଉପରେ ନିର୍ଭର କରୁଥିବା କୃଷିଜୀବୀ ମାନଙ୍କର ଜୀବନଧାରଣ ମାନର ପରିବର୍ତ୍ତନ ନିମନ୍ତେ ଗୁରୁବାର ଭୁବନେଶ୍ୱର ଜନତା ମଇଦାନରେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘କୃଷି ଓଡ଼ିଶା’…

ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା

ସଜନାଗଡ଼, ୨୫।୧(ଡି.ଏନ.ଏ.)-ନୀଳଗିରି ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ନୀଳଗିରି ଜେଲ୍‌ରୋଡ଼ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ପ୍ରକଳ୍ପସ୍ତରୀୟ ପରିଚାଳନା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ଆଇଟିଡ଼ିଏର ପ୍ରକଳ୍ପ ପ୍ରଶାସକ ବୀରକିଶୋର ପାଣିଗ୍ରାହୀ, ଜିଲା…

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୨୫।୧ ଢେଙ୍କାନାଳ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ଶୁକ୍ରବାର ୨୦୧୬ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ଶିବାନନ୍ଦ ପ୍ରଧାନଙ୍କୁ ଦୋଷୀସାବ୍ୟସ୍ତ…

ଦନ୍ତାକୁ ନେଇ କମୁନି ଚିନ୍ତା

ଢେଙ୍କାନାଳ ଅଫିସ, ୨୫।୧ ତାଳଚେରରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନାକୁ ଅଣାଯିବା ପରେ ଅଡୁଆରେ ପଡ଼ିଛି ବନ ବିଭାଗ। ହାତୀ ଆୟତ୍ତ ବାହାରକୁ ଚାଲିଯାଉଛି। କାଳେ ଦନ୍ତା ଲୁହା ଚେନ୍‌ ଛିଣ୍ଡାଇ ଦର୍ଶକଙ୍କ ପାଇଁ ବିପଦ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri