ଆମ ଜିଲା ଖବର

ତେଲଙ୍ଗାନାରେ ଫଶିିଛନ୍ତି ୫୦ରୁ ଊର୍ଦ୍ଧ୍ୱ ଓଡ଼ିଆ

ପଦ୍ମପୁର,୨୭ା୩(ଡି.ଏନ୍‌.ଏ.)- କରୋନାର ମୁକାବିଲା ଲାଗି ସମଗ୍ର ଦେଶରେ ଲକ୍‌ ଡାଉନ୍‌ ଲାଗୁ ହୋଇଥିବା ଘରକୁ ଫେରି ନ ପାରି ଓଡ଼ିଶାର ଭଦ୍ରକ ଜିଲାର ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ତେଲଙ୍ଗାନା ରାଜ୍ୟର ମେହବୁବନଗରରେ ଫଶିି ରହିଛନ୍ତି। କାମ ବନ୍ଦ ହୋଇଯାଇଥିବା ବେଳେ ନିତ୍ୟ…

ଲକ୍‌ଡାଉନ୍‌ ଅମାନ୍ୟ କରି ୧୦ ବାଇକ୍‌ ଅଟକ

ଠାକୁରମୁଣ୍ଡା,୨୭ା୩(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍‌ଡାଉନ୍‌ କଟକଣାକୁ ଅମାନ୍ୟ କରିବା ଅଭିଯୋଗରେ ପୋଲିସ ୧୦ଟି ବାଇକ୍‌ ଜବତ କରିଛି। ଠାକୁରମୁଣ୍ଡା ବଜାରରେ ଜରୁରୀ କାମ ନ ଥାଇ ବାଇକ ଯୋଗେ ଘୁରି ବୁଲୁଥିବା ଲୋକଙ୍କ ବିରୋଧରେ ପୋଲିସ ଏଭଳି ପଦକ୍ଷେପ…

କେରଳରେ ଫଶିଛନ୍ତି ୬୫ ଓଡ଼ିଆ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୨୭।୩-କେରଳ ରାଜ୍ୟ ତ୍ରିଶୁର ଜିଲା ପୁରୁନାଟୁକୁରା ଅଞ୍ଚଳର ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନରେ ବିଏଡ୍‌ କରୁଥିବା ବାଲେଶ୍ୱର, ଭଦ୍ରକ, ନୟାଗଡ଼, ଯାଜପୁର, ଜଗତ୍‌ସିଂହପୁର ଜିଲାର ୬୫ଜଣ ଛାତ୍ରୀଛାତ୍ର ଫଶି ରହିଛନ୍ତି। ସେମାନେ ରହିଥିବା ମେସ୍‌ରେ ପିଇବା ପାଣି, ଖାଦ୍ୟ ଏବଂ…

ରାଜସ୍ବ ବିଭାଗର ନୂତନ ଅତିରିକ୍ତ ଜିଲାପାଳ

ଢେଙ୍କାନାଳ ଅଫିସ, ୨୬।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ରାଜସ୍ବ ବିଭାଗର ନୂତନ ଅତିରିକ୍ତ ଜିଲାପାଳ ଭାବେ ସୌଦାମିନୀ ସେଠୀ ଗୁରୁବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେଇଛନ୍ତି। ସେ ହେଉଛନ୍ତି ୧୯୯୨ ବ୍ୟାଚ୍‌ର ବରିଷ୍ଠ ଓଏଏସ୍‌ ଅଧିକାରୀ। ଏଥିପୂର୍ବରୁ ସେ ଭୁବନେଶ୍ୱର ଇଡ୍‌କୋରେ ଜମି…

ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା

ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ ରାଶନ ସାମଗ୍ରୀ ବଣ୍ଟନ କାର୍ଯ୍ୟ ମଧ୍ୟ ଜାରି ରହିଛି। ହିତାଧିକାରୀଙ୍କୁ ଅଗ୍ରୀମ ୩ ମାସର…

ଦୂରତା ଚିହ୍ନଟ କଲା ପୋଲିସ

ବଇଣ୍ଡା/ଆଠମଲ୍ଲିକ, ୨୬।୩ (ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି କିଶୋରନଗର ବ୍ଲକ ବଇଣ୍ଡା, ହଣ୍ଡପା ଅଞ୍ଚଳରେ ଗୁରୁବାର ପୋଲିସ ପକ୍ଷରୁ ବିଭିନ୍ନ ଦୋକାନ ସମ୍ମୁଖରେ ଦୂରତା ଚିହ୍ନଟ କରାଯାଇଛି। ହଣ୍ଡପା ଥାନା ଏଏସ୍‌ଆଇ କୁନା ବାରିକ ବଇଣ୍ଡା ଛକର…

‘ଭୟଭୀତ ହୁଅ ନାହିଁ’

ଢେଙ୍କାନାଳ ଅଫିସ, ୨୬।୩: କରୋନା କଟକଣା ଉପରେ ଜିଲା ପ୍ରଶାସନ କଡ଼ା ନଜର ରଖିଛି। ଜିଲାର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି। ଏଥିରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଜନତା ପୂର୍ଣ୍ଣ ସହଯୋଗ କଲେ ଅଳ୍ପ ଦିନରେ ସବୁକିଛି ସ୍ବାଭାବିକ…

ଆଳୁ ବିକିଲା ଯୋଗାଣ ବିଭାଗ

ପାଲଲହଡା, ୨୬।୩ (ଡି.ଏନ.ଏ.): ପାଲଲହଡା ଉପଖଣ୍ଡରେ ଆଳୁ, ପିଆଜର ଦର କିଲୋ ପିଛା ହଠାତ୍‌ ୧୫ ଟଙ୍କା ବଢ଼ାଇ ଦିଆଯାଇଥିବା ଅଭିଯୋଗ ମିଳିବା ପରେ ଗୁରୁବାର ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନ, ଉପଖଣ୍ଡ ପୋଲିସ ଅଧିକାରୀ…

ମିଳିଲାନି ଆଳୁ, ପିଆଜ

ତାଳଚେର,୨୬।୩(ନି.ପ୍ର.)- ଲକ୍‌ଡାଉନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲେ ହେଁ ଗୁରୁବାର ଅନୁଗୋଳ ଜିଲା ତାଳଚେର ଥର୍ମାଲ ସାପ୍ତାହିକ ହାଟରେ ଆଳୁ, ପିଆଜ ମିଳିନାହିଁ। ଫଳରେ ଏହି ହାଟ ଉପରେ ନିର୍ଭରଶୀଳ ବହୁ ପଞ୍ଚାୟତବାସୀ,…

ଦିନକରେ ୮୭ ଜଣଙ୍କ ନାଁରେ ମାମଲା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ନେଇ ଜାରି ହୋଇଥିବା ଗାଇଡଲାଇନ ଓ ଲକ୍‌ଡାଉନ୍‌କୁ ଉଲ୍ଲଂଘନ କରି ଗଞ୍ଜାମ ପୋଲିସ ଜିଲାରେ ଗୁରୁବାର ୩୬ଟି ମାମଲା ରୁଜୁ କରାଯାଇଛି। ଏଥିରେ ୮୭ ଜଣଙ୍କ ନାଁ ରହିଛି। ଆଇନ ଅନୁଯାୟୀ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି…

ଲକ୍‌ଡାଉନ ଉଲ୍ଲଂଘନ କରି ୪୯ ଜଣ ଗିରଫ

ବାରିପଦା ଅଫିସ, ୨୬ା୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଗୁରୁବାର ଲକଡାଉନର ଦ୍ୱିତୀୟ ଦିନରେ ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଜିଲାର ବିଭିନ୍ନ ଥାନାରେ କଟକଣା ଉଂଲ୍ଲଘନକାରୀଙ୍କ ନାମରେ ୨୪ଟି ମାମଲା…

ବୁଲୁଥିବା ଲୋକଙ୍କୁ ଇ-ଚାଲାଣ, ପୋଲିସର ମୃଦୁ ଲାଠି ଚାଳନା

ବ୍ରହ୍ମପୁର ଅଫିସ,୨୬ା୩-କରୋନାର ମୁକାବିଲା ତଥା ସଂକ୍ରମଣକୁ ରୋକିବା ନେଇ ଜାରି ହୋଇଥିବା ଲକ୍‌ଡାଉନ୍‌ର ପଞ୍ଚମ ଦିନରେ ବ୍ରହ୍ମପୁରରେ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା। ବାରମ୍ବାର ସଚେତନତା ସତ୍ତ୍ୱେ ସହରବାସୀ ଘରୁ ବାହାରୁଥିବା ଦେଖିବାକୁ ମିଳୁଛି। ଗୁରୁବାର ପୋଲିସ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?