ଆମ ଜିଲା ଖବର

ଗଁ। ମୁଣ୍ଡରେ ସଚେତନ କଲେ ଯୁବଗୋଷ୍ଠୀ

କେନ୍ଦୁଝର, ୨୬ା୩(ନରେଶ ପଟ୍ଟନାୟକ)-କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା ପରେ ସବୁଠି କଟକଣା ଲାଗୁ ହୋଇଛି। ପୋଲିସ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି। କେନ୍ଦୁଝର ଜିଲା ଘସିପୁରା ବ୍ଲକ ଭଣ୍ଡାରଡିହା ପଞ୍ଚାୟତ ପଦନପୁର ଗ୍ରାମର ଯୁବକମାନେ ନିଜ ଆଡୁ…

ବାଉଁଶ ବାନ୍ଧି ଗାଁ ରାସ୍ତା ବନ୍ଦ କଲେ ମହିଳା

ଭଦ୍ରକ ଅଫିସ, ୨୬ା୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ନିୟମ କଡାକଡି କରାଯାଇଛି। ହେଲେ କଟକଣାକୁ ନ ମାନି କେତେକ ଲୋକ ଲକ୍‌ଡାଉନ ସମୟରେ ବାହାନା ଦେଖାଇ ବାହାରେ ବୁଲାବୁଲି କରୁଛନ୍ତି। ଏଥିରେ ରୋକ ଲଗାଇବା ପାଇଁ…

ଲକ୍‌ଡାଉନ୍‌ ନ ମାନିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ ଜିଲାପାଳ

ଦିଗପହଣ୍ଡି,୨୬ା୩(ଡି.ଏନ.ଏ.)-ଲକ୍‌ଡାଉନ୍‌ ନିୟମ ନ ମାନିଲେ ଏଣିକି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚେତାବନୀ ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ତହସିଲଦାର ଅଦୈତ କୁମାର ସ୍ବାଇଁ,…

କେନ୍ଦୁଝରରେ ଅଟକିଛନ୍ତି ବାହାର ରାଜ୍ୟର ଶ୍ରମିକ

କେନ୍ଦୁଝର,୨୬ା୩(ସ୍ବ.ପ୍ର)- ପେଟପାଟଣା ପାଇଁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାରୁ ଆସିଥିବା ଶ୍ରମିକମାନେ କେନ୍ଦୁଝରରେ ଅଟକି ରହିଛନ୍ତି। କରୋନା ପାଇଁ ଦେଶ ବ୍ୟାପି ଲକ୍‌ଡାଉନ ହୋଇ ଥିବାରୁ ସେମାନେ ଘରକୁ ଫେରି ପାରୁ ନାହାନ୍ତି। ଅନ୍ୟପକ୍ଷେ କାମଧନ୍ଧା ବନ୍ଦ ରହିଥିତ୍ବାରୁ ସେମାନେ ମଜୁରୀ ନ…

ଲକ୍‌ଡାଉନ୍‌ ବେଳେ ଗଞ୍ଜେଇ ଚାଲାଣ, ୪ ଗିରଫ

ଫିରିଙ୍ଗିଆ,୨୬ା୩-କରୋନା ଲାଗି ରାଜ୍ୟ ଲକ୍‌ଡାଉନରେ ଥିବା ବେଳେ ଗଞ୍ଜେଇ ଚାଲାଣକାରୀ ସକ୍ରିୟ ହୋଇଉଠିଛନ୍ତି। ପୋଲିସର ବ୍ଲକିଂକୁ ଚକମା ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଫିରିଙ୍ଗିଆ ପୋଲିସ ତାହାକୁ ପଣ୍ଡ କରିଛି। ଏକ କାର୍‌ରୁ ୨୧ କି.ଗ୍ରା. ଗଞ୍ଜେଇ ଜବତ କରିବା…

ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍‌ ଡାକ୍ତରଖାନା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ କରୋନା ଆଇସୋଲେଟେଡ ଡାକ୍ତରଖାନା ରୂପେ ବ୍ୟବହାର କରାଯିବ। ସେଠାରେ ଅନ୍ୟୁନ ୧୦୦ ରୋଗୀଙ୍କ…

ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ

ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍‌ କରିଛନ୍ତି। ନିହାତି ଆବଶ୍ୟକ ନ ଥିଲେ ଗାଁ ବାହାରକୁ କେହି ଯିବେ ନାହିଁ। ସେହିପରି…

କରୋନାରୁ ରକ୍ଷା ପାଇଁ ପୂଜାର୍ଚ୍ଚନା

ଖଇରା, ୨୬ା୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଲୋକେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅନ୍ୟପଟେ ଏଥିରୁ ରକ୍ଷା ପାଇବା ଲାଗି ବିଭିନ୍ନ ସ୍ଥାନରେ ପୂଜାର୍ଚ୍ଚନା ଆରମ୍ଭ କରିଦେଇଛନ୍ତି। ବାଲେଶ୍ବର ଜିଲା ଖଇରା…

ଘରୁ ନ ବାହାରିବାକୁ ହାତ ଯୋଡ଼ି ନିବେଦନ କଲା ପୋଲିସ

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯାଇଛି। ଘରୁ ନ ବାହାରିବା ନିମନ୍ତେ ଲୋକଙ୍କୁ ଯେତେ ସଚେତନ କରାଯାଉଥିଲେ ମଧ୍ୟଧ୍‌ କେତେଜଣ ଏହାକୁ ମାନୁନାହାନ୍ତି। ଏଭଳି ସ୍ଥିତିରେ ଗୁରୁବାର ଛତ୍ରପୁରରେ ପୋଲିସ ଅଭିନବ ଉପାୟରେ ସଚେତନ କରୁଥିବା ଦେଖିବାକୁ…

କରୋନା ସହାୟତା: ଓସିଏ ସଭାପତି ଦେଲେ ୧ କୋଟି

କଟକ ଅଫିସ,୨୬।୩- କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଉଦ୍ୟମ ଜାରି ରହିଛି । ରାଜ୍ୟରେ ସ୍ବାସ୍ଥ୍ୟ ସେବାର ବିଶାଳ ଭିତ୍ତିଭୂମି ନିର୍ମାଣ ପାଇଁ ଯୋଜନା ଏହି ପରିପ୍ରେକ୍ଷୀରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସଭାପତି ପଙ୍କଜ ଲୋଚନ…

କରୋନା କଟକଣା: ନିୟମ ମାନିବାକୁ ତାଗିଦ୍‌, କାଲିଠୁ ନିଆଯିବ କାର୍ଯ୍ୟାନୁଷ୍ଠାନ

ଆରଡି,୨୬।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡି ଫାଣ୍ଡି ଅଧୀନରେ ଥିବା ୪ ପଞ୍ଚାୟତ ଆରଡି, ନାନ୍ଦପୁର, ସୁନ୍ଦରପୁର, ଓଳଗ ଆଦି ପଞ୍ଚାୟତର ବିଭିନ୍ନ ଛକ ଜାଗାରେ ଧୂଷୁରୀ ଥାନା ପୋଲିସ ଓ ଚାନ୍ଦବାଲି ତହସିଲ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ମିଳିତ ଚଢାଉ କରାଯାଇଛି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ମାସର ଦରମା ଦେଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ,୨୬।୩: କରୋନା ମୁକାବିଲା ଲାଗି ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଗୁରୁବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜଣାଇଛନ୍ତି । ଏ ବାବଦକୁ ବିଧାୟକ ଆଚାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?