ଦୂରତା ଅବଲମ୍ବନ କରିବାକୁ ଶିଖାଇଲା ପୋଲିସ
ଆରଡି, ୨୬। ୩(ଡି.ଏନ୍.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡିରେ ଥିବା ଏକ ଘରୋଇ ବ୍ୟାଙ୍କରେ ଗ୍ରାହକମାନେ ଧାଡ଼ିରେ ଛିଡ଼ାହୋଇ ଦୂରତା ଅବଲମ୍ବନ କରିବାକୁ ଆରଡି ଫାଣ୍ଡି ପକ୍ଷରୁ ଗୁରୁବାର ପଦକ୍ଷେପ ନିଆଯାଇଛି । ଆରଡି ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକ ସମ୍ପୃକ୍ତ…
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ଦରମା ଦେଲେ ବସ୍ତା ବିଧାୟକ
ବସ୍ତା,୨୬।୩ (ଡି.ଏନ୍.ଏ): କରୋନା ମୁକାବିଲା ପାଇଁ ବାଲେଶ୍ୱର ଜିଲା ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ତାଙ୍କର ଏକ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସେ ସଚେତନ ବାର୍ତ୍ତା ଦେଇ କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ସହ…
ଲକ୍ଡାଉନ୍ ସ୍ଥିତି: ତେଲେଙ୍ଗାନାରେ ଫସିଛନ୍ତି ୫୦ ଓଡ଼ିଆ ଶ୍ରମିକ
ବିନିକା,୨୬।୩(ଡି.ଏନ୍.ଏ.): କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବାରୁ ଦେଶରେ ପ୍ରଧାନମନ୍ତ୍ରୀ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଫଳରେ ହାଇଦ୍ରାବାଦ ତେଲେଙ୍ଗାନାରେ ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳ ତଥା ପଡ଼ୋଶୀ ବଲାଙ୍ଗୀର ଜିଲାର ୫୦ରୁ ଅଧିକ ଯୁବକ ଫସି ରହିଛନ୍ତି। ସୁବର୍ଣ୍ଣପୁର…
କରୋନା ମୁକାବିଲା: ଗାଁ ରାସ୍ତା ସିଲ୍ କଲେ ଯୁବକ
ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ଅପେକ୍ଷା ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ ରହିଥିବା ଦେଖିବାକୁ ମିଳୁଛି । ଶାସନ ଥାନା ବହିଦାରନୂଆଁପାଲି ଗ୍ରାମକୁ ଯୁବକମାନେ ସିଲ୍ କରିଦେଇଛନ୍ତି । ଗାଁ…
ରାୟଗଡ଼ାରେ ଫସିଛନ୍ତି ୧୮ ତୀର୍ଥଯାତ୍ରୀ
ରାୟଗଡ଼ା ଅଫିସ,୨୬।୩: ଛତିଶଗଡ଼ର ୧୮ ତୀର୍ଥଯାତ୍ରୀ ଗତ ୧୨ ତାରିଖରେ ଛତିଶଗଡ଼ର ମାହାସାମୁଦ୍ର ଜିଲାର ନାନ୍ଦଗାଓଁରୁ ତୀର୍ଥ ଯାତ୍ରା ଆରମ୍ଭ କରିଥିଲେ। ୨୨ ତାରିଖରେ ସେମାନଙ୍କ ଫେରିବା ପାଇଁ ଟିକେଟ ମଧ୍ୟ ହୋଇଥିଲା। ହେଲେ ବିଶ୍ୱବ୍ୟାପୀ କାୟା ବିସ୍ତାର କରିଥିବା ମହାମାରୀ…
ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ସାମାଜିକ ଦୂରତା ପାଇଁ ପଦକ୍ଷେପ
ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ମୁକାବିଲା ନେଇ ସମ୍ବଲପୁର ମହାନଗର ନିଗମ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ଗୁରୁବାର ସକାଳେ ପନିପରିବା ବଜାର ଯେମିତି ଗୋଲବଜାର, ବୈଦ୍ୟନାଥ ଛକ, କମଳିବଜାର, ଅଇଁଠାପାଲି, ଧନୁପାଲି, ଗୋବିନ୍ଦତୋଲା, ଫାୟାରଷ୍ଟେଶନ ବିଭିନ୍ନ ସ୍ଥାନରେ ବ୍ୟାପକ…
ଚାଷୀ ଚିନ୍ତା ବଢାଇଛି କରୋନା
ବାଲିଗୁଡା ୨୬ା୩(ଡି.ଏନ୍.ଏ.)- କରୋନା ପ୍ରଭାବରେ ଚାଷୀ ମଧ୍ୟ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି। ଶ୍ରମିକ ମିଳୁ ନ ଥିବାରୁ ଚାଷୀ ଫସଲ ଅମଳ କରିପାରୁନାହିଁ। ବାଲିଗୁଡା ଅଞ୍ଚଳରେ ପନିପରିବା ସହିତ ବାଦାମ, ମୁଗ, ବିରି, ହରଡ଼ ଭଳି ଡାଲିଜାତୀୟ ଫସଲ ଅମଳ…
କେରଳରେ ଫସିଛନ୍ତି ଗଞ୍ଜାମର ୫ଶହରୁ ଉର୍ଦ୍ଧ୍ୱ ଶ୍ରମିକ
ଶେରଗଡ଼,୨୬ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ବିଭିନ୍ନ ବ୍ଲକର ୫୦୦ରୁ ଉର୍ଦ୍ଧ୍ୱ ଶ୍ରମିକ କେରଳର ମାଙ୍ଗଅଭିରେ ଫସି ରହିଛନ୍ତି। କରୋନା ଯୋଗୁ ଲକ୍ଡାଉନ ପରେ ସେମାନଙ୍କ ଅବସ୍ଥା ଜଟିଳ ହୋଇ ପଡିଛି। ଗତ ୧୨ଦିନ ହେଲା ସେମାନଙ୍କୁ ଠିକ୍ରେ ଖାଇବାକୁ ମିଳୁନାହିଁ। ସେମାନେ କାମ…
କରୋନା ନିୟମ ମାନିବାକୁ ଶପଥ ପାଠ
ରାଇକିଆ୨୬ା୩(ଡି.ଏନ୍.ଏ.)- କରୋନା କୁ ନେଇ ସବୁଠି ସଚେତନତାକୁ ପ୍ରାଥମିକତା ଦିଆ ଯାଉଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ସମ୍ପର୍କିତ ସଚେତନତାକୁ ବ୍ୟାପକ କରାଯାଇଛି। ଗ୍ରାମାଞ୍ଚଳରେ ଯେପରି ବାହାର ରାଜ୍ୟରୁ ଫେରୁଥିବା ଲୋକେ ସଚେତନ ହୋଇ ପାରିବେ ସେନେଇ ଦୃଷ୍ଟି ଦିଆ…
୨ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କା
ପୁରୀ ଅଫିସ,୨୬ା୩: ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଟଙ୍କା। ଗୁରୁବାର ଟେଣ୍ଡର ମାଧ୍ୟମରେ ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ ବରୋଦାକୁ ଚୟନ କରାଯାଇଛି। ବର୍ଷିକିଆ ୬.୨୬ ପ୍ରତିଶତ ସୁଧ ହାରରେ ଏହି ଦୁଇଟି ବ୍ୟାଙ୍କ ୨୮୭…
ଲକ୍ଡାଉନ୍ ଯୋଗୁ ଭୋକ ଉପାସରେ ଅସହାୟ: ଖାଦ୍ୟ ବିତରଣ କଲା ବରଗଡ଼ ପୋଲିସ
ବରଗଡ଼ ଅଫିସ,୨୬।୩- ଘାତକ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍ଡାଉନ୍ କଟକଣା ଲାଗୁ କରାଯାଇଛି। ଏଭଳି ସ୍ଥିତିରେ ଅସହାୟ ଅବସ୍ଥାରେ ବୁଲାବୁଲି କରୁଥିବା ଲୋକଙ୍କୁ ଭୋକ ଉପାସରେ ରହିବାକୁ ପଡୁଛି। ଏହାକୁ ହୃଦୟଙ୍ଗମ କରି ଗୁରୁବାର…
ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ
ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗାଁ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ କିଛିଦିନ ହେଲା ବାହାର ରାଜ୍ୟ ତଥା କେରଳ, ତାମିଲନାଡୁ, କର୍ଣ୍ଣାଟକ ଆଦି ରାଜ୍ୟରୁ…

