ଆମ ଜିଲା ଖବର

ଲକ୍‌ଡାଉନ୍‌ କଟକଣାକୁ ନେଇ ଚାଷୀ ଆତଙ୍କିତ: ପରିବା ବିକ୍ରି ନ ହେବା ଭୟ ଦେଖାଇ ଶସ୍ତା ଦରରେ କିଣୁଛନ୍ତି ଦଲାଲ

ବାଲେଶ୍ୱର ଅଫିସ,୨୬।୩: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ବାଇଗଣବାଡ଼ିଆର ଚାଷୀମାନେ କରୋନା କଟକଣା ଲାଗି ଚିନ୍ତାରେ। ସେମାନଙ୍କ କହିବା ଅନୁଯାୟୀ, ସେମାନେ ଚାଷ କରୁଥିବା ପନିପରିବା । ଭୁବନେଶ୍ୱର, କଟକ, ପୁରୀ, ବାଲେଶ୍ୱର ସମେତ ପଶ୍ଚିମବଙ୍ଗର ବିଭିନ୍ନ ଅଞ୍ଚଳକୁ ଯାଇଥାଏ। ତେବେ…

ରେଖାଙ୍କିତ ଚିହ୍ନ ମଧ୍ୟରେ ରହି ସାମଗ୍ରୀ କିଣିବାକୁ ଗ୍ରାହକଙ୍କୁ ପରାମର୍ଶ

ରାଇକିଆ,୨୬।୩(ଡି.ଏନ୍‌.ଏ.): ସାରା ଦେଶ କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଛି । ପ୍ରତ୍ୟେକ ଦିନ ସକାଳ ୭ଟାରୁ ୧୧ଟା…

ଲକ୍‌ଡାଉନ୍‌ ବେଳେ ୮୦ ଛାତ୍ରୀଛାତ୍ରଙ୍କୁ ଏକତ୍ରିତ କରି ଟ୍ୟୁଶନ କରୁଥିଲେ ଶିକ୍ଷକ: ବାନ୍ଧିନେଲା ପୋଲିସ

ରାଜନଗର,୨୬।୩: କରୋନା ମୁକାବିଲା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହା ସହ ସ୍କୁଲ କଲେଜ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଥିଲା। କେହି ଏକତ୍ରିତ ନ ରହି ଦୂରତା ରକ୍ଷା ଲାଗି ଘୋଷଣା କରିଥିଲେ ମଧ୍ୟ ରାଜନଗର…

ଅନିଶ୍ଚିତତାରେ ପିଡିଏସ୍‌ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୨୬।୩ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ୍‌ ଘୋଷଣା ପରେ ରାଜ୍ୟ ସରକାର ୩ମାସର ଆଗୁଆ ପିଡିଏସ୍‌ ସାମଗ୍ରୀ ବଣ୍ଟନ କରିବା ପାଇଁ ଘୋଷଣା କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଜିଲା ଯୋଗାଣ ବିଭାଗ ପକ୍ଷରୁ କିଭଳି ଭାବେ…

ନିରତାରରେ କ୍ୱାରାଣ୍ଟାଇନ ବ୍ୟବସ୍ଥା ନ କରିବାକୁ କେନ୍ଦ୍ରୀୟ ସଚିବଙ୍କ ଅନୁରୋଧ

କଣ୍ଟାପଡା,୨୬ା୩(ଡି.ଏନ୍‌.ଏ.)- କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଅଧୀନରେ କଟକ ଜିଲାର ଓଲଟପୁରଠାରେ ଥିବା ଏସ୍‌ ଭି ନିରତାର ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା କେନ୍ଦ୍ରରେ କ୍ୱାରାଣ୍ଟାଇନ କ୍ୟାମ୍ପ ନ କରିବାକୁ କେନ୍ଦ୍ରୀୟ ବିଭାଗୀୟ ସଚିବ ଶକୁନ୍ତଳା ଡି କ୍ୟାମଲିନ…

ଲକ୍‌ଡାଉନ୍‌ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): ସାରା ଭାରତବର୍ଷରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଫଳରେ ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ…

ଲକ୍ଷ୍ନୌରେ ଫସି ରହିଛନ୍ତି ୫ ଯୁବକ

ସମ୍ବଲପୁର, ୨୬।୩ (ବ୍ୟୁରୋ) କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ ଡାଉନ ଘୋଷଣା ହେବାପରେ ବିଭିନ୍ନ ସ୍ଥାନରେ ଶ୍ରମିକମାନେ ଫଶି ରହିଛନ୍ତି। ଲକ୍ଷ୍ମୌରେ ସମ୍ବଲପୁର ଜିଲାର ୫ଜଣ ଯୁବକ ଫସିଥିବା ନେଇ ସୂଚନା ମିଳିଛି। ସୋସିଆଲ ମିଡିଆରେ ସେମାନେ ଫଟୋ…

ଗାଁ ରାସ୍ତା ସିଲ୍‌

ସମ୍ବଲପୁର, ୨୬।୩ (ବ୍ୟୁରୋ) କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ସହ ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ ହେବା ଦେଖା ଦେଇଛି । ଶାସନ ଥାନା ବହିଦାର ନୂଆଁପାଲି ଗ୍ରାମକୁ ଯୁବକମାନେ ସିଲ୍‌…

ସାମାଜିକ ଦୂରତା ରଖି ପରିବା କିଣିଲେ

ସମ୍ବଲପୁର,୨୬।୩(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ନେଇ ସମ୍ବଲପୁର ମହାନଗର ନିଗମ ଓ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ସକାଳେ ପନିପରିବା ବଜାରରେ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଲୋକଙ୍କୁ ପୋଲିସ ସଚେତନ କରିଛି। ସାମାଜିକ ଦୂରତା ବଜାୟ…

ଶେରଗଡ଼ରେ ଲକ୍‌ଡାଉନ୍‌ ପ୍ରଭାବ: ପନିପରିବା ଦରବୃଦ୍ଧି, ଆଳୁ କହୁଛି ଛୁଉଁନା

ଶେରଗଡ଼,୨୬।୩(ଡି.ଏନ୍‌.ଏ.): ଶେରଗଡ଼ ବଜାରରେ କରୋନାକୁ ନେଇ କରାଯାଇଥିବା ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାରଠାରୁ ପୋଲିସ କଡ଼ାକଡ଼ି ଭାବେ ଯାଞ୍ଚ କରୁଥିବା ବେଳେ ଅଞ୍ଚଳରେ କେବଳ ରାଶନ ଓ ପନିପରିବା ଦୋକାନ ୧୨ଟା ପର୍ଯ୍ୟନ୍ତ ଖୋଲା ରହୁଛି। ସେହି ସମୟ ମଧ୍ୟରେ…

ଲକ୍‌ଡାଉନ୍‌ ଯୋଗୁ ମହଙ୍ଗା ମାଡ଼: ପିଆଜ ନୁହେଁ ଏବେ କନ୍ଦାଉଛି ଆଳୁ

ବିଜେପୁର,୨୬।୩(ଡି.ଏନ୍‌.ଏ.): କରୋନା ଯୋଗୁ ସାରା ରାଜ୍ୟ ଲକ୍‌ଡାଉନ୍‌। ହେଲେ ପରିବା, ରାସନ, ମାଛ, ମାଂସ ଦୋକାନ ଖୋଲା ରହିଛି। ହେଲେ ଏହାର ଫାଇଦା ନେବାକୁ ଅସାଧୁ ବେପାରୀ କୁତ୍ରିମ ଅଭାବ ସୁଷ୍ଟି କରୁଛନ୍ତି। ଫଳରେ ଏବେ ପିଆଜ ଅପେକ୍ଷା ଆଳୁ ଲୋକଙ୍କୁ…

ଲକ୍‌ଡାଉନ୍‌ ନ ମାନି ୨ ଗିରଫ, ବୋଲେରୋ ସହ ୬ ବାଇକ୍‌ ଜବତ

ଠାକୁରମୁଣ୍ଡା,୨୬।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବରେ ପଦକ୍ଷେପ ଆରମ୍ଭ କରିଥିବା ବେଳେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ଅପରପକ୍ଷରେ କଟକଣା ନ ମାନିବାରୁ ଠାକୁରମୁଣ୍ଡା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?