ଆମ ଜିଲା ଖବର

ବୁଲା ଗୋରୁ, କୁକୁରଙ୍କୁ ଆହାର ଯୋଗାଇଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୨୬।୩- ଲକ୍‌ଡାଉନ୍‌ ପରେ ସାଧାରଣ ଜନତାଙ୍କ ଅପେକ୍ଷା ବୁଲା ଗୋରୁ, କୁକୁରଙ୍କ ଆହାର ଚିନ୍ତା ବଢ଼ିଯାଇଛି। ଏହାକୁ ହୃଦୟଙ୍ଗମ କରି ବରଗଡ଼ ସହରର ୭ ସ୍ବେଚ୍ଛାସେବୀ ଯୁବକ ବୁଧବାରରୁ ଘରୁ ପଦାକୁ ବାହାରି ସେମାନଙ୍କ ସାହାଭରସା ପାଲଟିଛନ୍ତି। ଏକ ଅଟୋରେ…

ଫସଲ ବି ଉଜାଡ଼ିଲା କରୋନା ବିପତ୍ତି

ତେଲକୋଇ,୨୬ା୩(ଡ଼ି.ଏନ୍‌.ଏ.)- କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଞ୍ଚଳରେ ଏଥର ୫ହଜାରରୁ ଅଧିକ ଚାଷୀ ପ୍ରାୟ ୨୦ହଜାର ହେକ୍ଟର ଜମିରେ ତରଭୁଜ ଚାଷ କରିଛନ୍ତି। ଅମଳ ପରେ ସେମାନେ ରାଜ୍ୟ ବାହାର ସମେତ ବିଭିନ୍ନ ସ୍ଥାନକୁ ଏହାକୁ ପଠାଇଥାନ୍ତି। ସମ୍ପ୍ରତି କରୋନା କଟକଣା…

ଆଇନଜୀବୀ ଓ ଯୁବନେତାଙ୍କୁ ପୋଲିସର ମାଡ଼

ଆନନ୍ଦପୁର,୨୬।୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସ୍ପେଶାଲ ସ୍କାଡ୍‌ରେ କାର୍ଯ୍ୟ କରୁଥିବା ରାମଚନ୍ଦ୍ରପୁର ଥାନାର ଜଣେ ଏସଆଇ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବ୍ରିଜ ଛକ ନିକଟରୁ ଜଣେ ଆଇନଜୀବୀଙ୍କୁ ମାଡ଼ ମାରି ଉଠାଇ ନେବା ବେଳେ ସେଠାରେ ଉପସ୍ଥିତ ଜଣେ ଭାଜପା ଯୁବନେତାଙ୍କୁ…

ଗୋଟିଏ ବାଇକ୍‌କୁ ଲିଟରେ ପେଟ୍ରୋଲ

ଭଦ୍ରକ ଅଫିସ, ୨୬ା୩- ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପେଟ୍ରୋଲ ପମ୍ପଗୁଡ଼ିକ ଲାଗି ଏକ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୋଟିଏ ବାଇକ୍‌କୁ ସର୍ବାଧିକ ଏକ ଲିଟର ପେଟ୍ରୋଲ ଦେବା ସକାଶେ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି। ସାରା…

ମାସ୍କ ତିଆରି କରି ରିହାତି ଦରରେ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ସୋନପୁର, ୨୬।୩(ନି.ପ୍ର.) ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏଭଳି ସମୟରେ ବଜାରରେ ମାସ୍କ ମିଳୁନି। ପ୍ରଶାସନର ପରାମର୍ଶକ୍ରମେ ସୁବର୍ଣ୍ଣପୁର ଜିଲାର ୧୨ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ମାସ୍କ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି।…

୨୨ କଏଦୀ ସ୍ଥାନାନ୍ତର

ଭଦ୍ରକ ଅଫିସ, ୨୬ା୩- ଭଦ୍ରକ ସବ୍‌ଜେଲରେ କ୍ଷମତା ଠାରୁ ପ୍ରାୟ ଦୁଇଗୁଣା କଏଦୀ ରହି ଆସୁଥିଲେ। ଜେଲ୍‌ ପରିସରରେ ସାମାଜିକ ଦୂରତା ପାଳନ ହେଉ ନ ଥିବା ନେଇ ଧରିତ୍ରୀରେ ଏକ ଖବର ମଙ୍ଗଳବାର ପ୍ରକାଶ ପାଇଥିଲା। ଏହାପରେ ଜେଲ ଉଚ୍ଚ…

ପନିପରିବା, ଗ୍ରସେରି ଦୋକାନ ଲାଗି ପରିବର୍ତ୍ତିତ ନିୟମ

ଭଦ୍ରକ ଅଫିସ,୨୬ା୩ – ଲକ୍‌ଡାଉନ ପରିପ୍ରେକ୍ଷୀରେ ଭଦ୍ରକ ସହରରେ ସାମାଜିକ ଦୂରତା ଅବଲମ୍ବନ କରିବା ନିମନ୍ତେ ଜିଲା ପ୍ରଶାସନ ଅତ୍ୟାବଶ୍ୟକ ଦୋକାନ ଖୋଲିବା ନିୟମର କେତେକ ପରିବର୍ତ୍ତନ ଆଣିଛନ୍ତି। ଲକ୍‌ଡାଉନ ସମୟ ମଧ୍ୟରେ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉଠା…

ଲକ୍‌ଡାଉନ ଉଲ୍ଲଂଘନ କରି ୮ବାଇକ୍‌ ଜବତ:୨ ଗିରଫ

ବାରିପଦା ଅଫିସ/ଠାକୁରମୁଣ୍ଡା,୨୬ା୩(ଡ଼ି.ଏନ୍‌.ଏ.)- ବୁଧବାରଠାରୁ ଲକ୍‌ଡାଉନକୁ କଡ଼ାକଡ଼ି କରିବା ଲାଗି ମୟୂରଭଞ୍ଜ ଜିଲା ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଲକ୍‌ଡ଼ାଉନର ପ୍ରଥମ ଦିନରେ ପୋଲିସ ନିୟମ ଉଂଲଘନ କରିଥିବା ଅଭିଯୋଗରେ ୮ଟି ବାଇକ୍‌କୁ ଜବତ କରିିଛି। ଠାକୁରମୁଣ୍ଡା ଥାନା ପୋଲିସ ୨…

ନାସିକରେ ଫଶିିଛନ୍ତି ୨୮ ଓଡ଼ିଆ ତୀର୍ଥଯାତ୍ରୀ

ଜଳେଶ୍ୱର,୨୬।୩(ସ୍ବ.ପ୍ର)- ତୀର୍ଥଯାତ୍ରା କରିବାକୁ ଯାଇଥିବା ବାଲେଶ୍ୱର ଜିଲାର ୨୮ଜଣ ଯାତ୍ରୀ ୪ ଦିନ ଧରି ମହାରାଷ୍ଟ୍ରର ନାସିକ ସହରରେ ଫଶି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାପାଇଁ ପରିବାରବର୍ଗ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ବାଲେଶ୍ୱର ଜିଲାପାଳଙ୍କ ଦୃଷ୍ଟି…

‘କାପୁରୁଷ ହେବା ନାହିଁ’

ସମଗ୍ର ପୃଥିବୀରେ କୋଭିଡ୍‌-୧୯ (କରୋନା ଭାଇରସ୍‌)ର ଭୟ ନାଗରିକଙ୍କ ମନରେ ଭର୍ତ୍ତି ହୋଇରହିଛି। ବିଶ୍ୱର ୧୯୩ ଦେଶରେ ଏହି ରୋଗ ଠାବ ହୋଇଥିବା ବେଳେ ଭାରତରେ ମଧ୍ୟ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଏହା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ବନ୍ଦ ହେଲା ବାୟାଣି ଯାତ୍ରା

ଛେଣ୍ଡିପଦା, ୨୫।୩(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡ଼ା ପଞ୍ଚାୟତର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣି ଠାକୁରାଣୀଙ୍କ ଗୁରୁବାର ଆୟୋଜିତ ହେବାକୁ ଥିବା ବାର୍ଷିକ ଯାତ୍ରା ବନ୍ଦ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ଜାରି ହୋଇଥିବା ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ ଯାତ୍ରା ବନ୍ଦ…

ଟୋକନଧାରୀଙ୍କଠାରୁ ଧାନ କିଣ: ଜିଲାପାଳ

ପାଲଲହଡା,୨୫।୩(ଡି.ଏନ.ଏ.)- ଟୋକନ ଥାଇ ମଧ୍ୟ ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ୧୧ଟି ସମବାୟ ସମିତିରେ ଚାଷୀମାନେ ଧାନ ବିକ୍ରି କରିପାରୁ ନ ଥିବା ନେଇ ଗତ ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପାଲଲହଡା ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?