ଆମ ଜିଲା ଖବର

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ ଗୃହ ଉଚ୍ଛେଦ ପାଇଁ ପୋଲିସ ଫୋର୍ସ ସହ ଯାଇଥିଲେ। ହେଲେ ସ୍ଥାନୀୟ ଲୋକେ ଏହାକୁ…

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ କରାଯାଇ…

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏଥିରେ କାଳିଆ ଯୋଜନା ନାଁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ହାତେଇ ପରବର୍ତ୍ତୀ…

ସେବାଶ୍ରମ ଛାତ୍ରୀଙ୍କୁ ପଢ଼ାଇଲେ ମନ୍ତ୍ରୀ

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ଆଇଟି ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଦାରିଙ୍ଗବାଡି ବ୍ଲକ ଗସ୍ତରେ ଆସିଥିଲେ। ସୋମବାର ପୂର୍ବାହ୍ନରେ ସ୍ଥାନୀୟ କନ୍ୟାଶ୍ରମକୁ ଯାଇଥିବା ବେଳେ ସେଠାରେ ପ୍ରଧାନସେବକ ଅନୁପସ୍ଥିତ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ସେବାଶ୍ରମ ଛାତ୍ରୀଙ୍କୁ ମନ୍ତ୍ରୀ କିଛି…

ଧନୁହରବେଲାରୀର ମମତାରାଣୀ ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୧୭ା୧୨: ତତ୍କାଳୀନ ବାଲିକୁଦା ଥାନା ତଥା ବର୍ତ୍ତମାନର ବନ୍ଦର ମେରାଇନ ଥାନା ଅନ୍ତର୍ଗତ ଧନୁହରବେଲାରୀ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ମମତାରାଣୀ ଓରଫ ରିଙ୍କିଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର ଜିଲା…

ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ। ସେଥିରେ ୧୭ ସାମୂହିକ ଥିବା ବେଳେ ୨୨ ବ୍ୟକ୍ତିଗତ ଅଭିଯୋଗ ଥିଲା। ବିଭିନ୍ନ ପ୍ରକାର…

୬ ଘଣ୍ଟା ରାଇକିଆ-ଜି.ଉଦୟଗିରି ରାସ୍ତା ଅବରୋଧ

ରାଇକିଆ,୧୭ା୧୨(ଡ଼ି.ଏନ.ଏ.)-ରାଇକିଆ ସାପ୍ତାହିକ ହାଟକୁ ନେଇ ୨ ପଞ୍ଚାୟତ ମଧ୍ୟରେ ଳାଗି ରହିଥିବା ବିବାଦ ଥମୁନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସୋମବାର ହାଟରେ ବାଧା ସୃଷ୍ଟି ହୋଇଛି। ଉଭୟ ପଞ୍ଚାୟତରେ ହାଟ ପାଇଁ ରାସ୍ତାରୋକୋ ଯୋଗୁ ରାଇକିଆ-ଜି.ଉଦୟଗିରି ରାସ୍ତା ୬ଘଣ୍ଟା ଧରି…

ଅବହେଳିତ ବ୍ରହ୍ମପୁର ରେଳଷ୍ଟେଶନ : ମୌଳିକ ସୁବିଧାରୁ ବଞ୍ଚିତ ଯାତ୍ରୀ

ବ୍ରହ୍ମପୁର ଅଫିସ,୧୭ା୧୨-ବ୍ରହ୍ମପୁର ରେଳଷ୍ଟେଶନ ଉପରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ କୋଣ ଅନୁକୋଣରୁ ଆସୁଥିବା ଯାତ୍ରୀମାନେ ନିର୍ଭର କରୁଛନ୍ତି। ପ୍ରତିଦିନ ଏହି ଷ୍ଟେଶନର ଉଭୟ ପଟୁ ଶତାଧିକ ଟ୍ରେନ ଚଳପ୍ରଚଳ ହେଉଛି। ରାଜସ୍ବ ଅଦାୟରେ ଏହି ଷ୍ଟେଶନ ଓଡ଼ିଶାରେ ଏକ ପ୍ରମୁଖ ସ୍ଥାନରେ…

ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ଏତଲା ଦେଲା କୃଷକ ସଙ୍ଗଠନ

ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ ପାଇଁ ଆଇନଗତ ତଦନ୍ତ କରି ମାମଲା ରୁଜୁ କରିବାକୁ ଦାବି ହୋଇଛି ।…

ଏମ୍‌ଏସ୍‌ଏମ୍‌ଇ ଓ ପାରାଦୀପ ବନ୍ଦରର ପ୍ରଥମ ସମନ୍ବୟ ବୈଠକ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀଙ୍କ ପାଇଁ ବାଟ ଫିଟିବ

ପାରାଦୀପ,୧୭ା୧୨(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ କେବଳ ଖଣିଜ ପଦାର୍ଥ, ଲୁହା, ଷ୍ଟିଲ ଓ କଣ୍ଟେନର ଆମଦାନୀ-ରପ୍ତାନି ହେଉଛି। କିନ୍ତୁ ଓଡ଼ିଶାର ଶିଳ୍ପୋଦ୍ୟୋଗୀଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ। ପାରାଦୀପ ମାଛଧରା ବନ୍ଦର ସମେତ ଅନ୍ୟ ମାଛଧରା ବନ୍ଦରର…

ଛତ୍ରପୁର ବଜାର ରାସ୍ତାରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଛତ୍ରପୁର,୧୭ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମୁଖ୍ୟ ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଫଳରେ ଦୀର୍ଘ ସମୟ ଧରି ଟ୍ରାଫିକ୍‌ ଜାମ୍‌ ରହୁଛି। ଏଥିପାଇଁ ଲୋକଙ୍କୁ ନାକେଦମ ହେବାକୁ ପଡୁଛିା ଅପରପକ୍ଷରେ ଏହାକୁ ସୁଧାରିବା ପାଇଁ ପୂର୍ବରୁ…

ପରିଚୟ ଦେଇଛି ଖବରକାଗଜ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ ଗ୍ରାମର ନୀଳମଣି ପଣ୍ଡା ଆଜି ଜଣେ ଜଣାଶୁଣା ମଣିଷ। ପରିଶ୍ରମ ବଳରେ ସେ ସମାଜରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri