ଅଟୋ ଓଲଟି ୭ ଆହତ, ଜଣେ ଗୁରୁତର
ବୁଗୁଡ଼ା,୧୬ା୧୨(ଡି.ଏନ.ଏ.)-ବୁଗୁଡ଼ା ସହର ଚଢ଼ିଆପଲ୍ଲୀ ମୁଖ୍ୟରାସ୍ତାରେ ସୋମବାର ଏକ ଅଟୋ ଓଲଟି ପଡ଼ିବାରୁ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନେ ହେଲେ ବଗୁଡ଼ା ଥାନା ତାକରଡ଼ା ଗ୍ରାମର ପୂର୍ବତନ ସମିତିସଭ୍ୟ ମୁକୁନ୍ଦ ନାୟକ, ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର ପ୍ରଧାନ, ଅଳିୟ ନାୟକ,…
ରାତି ହେଲେ ଏଟିଏମ୍ରେ ତାଲା
ଭଞ୍ଜନଗର,୧୬।୧୨(ଡି.ଏନ.ଏ)-ଭଞ୍ଜନଗର ସହରର କେତେକ ଏଟିଏମ୍ରେ ରାତି ୮ଟାରୁ ତାଲା ପକାଇ ଦିଆଯାଉଛି । ଏଟିଏମ୍ ସମ୍ମୁଖରୁ ସୁରକ୍ଷା ବ୍ୟବସ୍ଥା ମଧ୍ୟ ହଟାଇ ନିଆଯାଉଛି । କିଛି ଏଟିଏମ୍ ରାତିସାରା ଖୋଲା ରହୁଥିଲେ ମଧ୍ୟ ଲୋକଙ୍କ ଆବଶ୍ୟକ ଅନୁଯାୟୀ ଟଙ୍କା ରହୁନି। ଫଳରେ…
ଏମ୍ଜିଏନ୍ଆରଇଜିଏସ୍ରେ କାମ କରି ପ୍ରାପ୍ୟ ମିଳିନି
ଲୋଇସିଂହା, ୧୬।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର କେତେକ ଜବକାର୍ଡଧାରୀ ଶ୍ରମିକ ଏମ୍ଜିଏନ୍ଆରଇଜିଏସ୍ରେ କାମ କରି ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ଉକ୍ତ ଶ୍ରମିକ ପରିବାର ପ୍ରାପ୍ୟ ନ ପାଇ ପରିବାର ଚଳଣିରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି।…
ମେଡିକାଲ ବାରଣ୍ଡାରୁ ଶିଶୁ କନ୍ୟା ଉଦ୍ଧାର
ବାରିପଦା ଅଫିସ,୧୬ା୧୨- ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବାରଣ୍ଡାରୁ ସୋମବାର ଅପରାହ୍ନରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଏହି ଶିଶୁ କନ୍ୟା ପ୍ରାୟ ୧୦ ଦିନ ତଳେ ଜନ୍ମ ହୋଇଥିବା ମେଡିକାଲ କର୍ମଚାରୀମାନେ କହିଛନ୍ତି। ସୂଚନା ଅନୁଯାୟୀ, ମେଡିକାଲ…
ପାଣିରେ ବୁଡି ଶିଶୁ ମୃତ
ଖଇରା,୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମର ଅରୁଣ କୁମାର ଜେନାଙ୍କ ୨ବର୍ଷର ପୁଅ ଦିବ୍ୟାଂଶୁ ପୋଖରୀ ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ସୋମବାର ପୂର୍ବାହ୍ନରେ ପିଲାଟି ଖେଳୁଥିବାବେଳେ ବାଡି ପୋଖରୀକୁ ଚାଲିଯାଇଥିଲେ। ସମସ୍ତଙ୍କ ଅଜାଣତରେ ପାଣିରେ…
ଅର୍ଥ ହେରଫେର ଅଭିଯୋଗ: ୨ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଲମ୍ବିତ
ବାଲେଶ୍ୱର ଅଫିସ,୧୬।୧୨-ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗାଁ ପଞ୍ଚାୟତର ପୂର୍ବତନ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନୂଆଗାଁ ପଞ୍ଚାୟତରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଖୁଦିରାମ…
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଅଭିଯୁକ୍ତ ଗିରଫ
ସଜନାଗଡ଼,୧୬।୧୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଜଣେ ଆଦିବାସୀ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଶନିବାର ଘଟିଥିବାବେଳେ ରବିବାର ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ଘରେ କେହି ନ ଥିବା ସୁଯୋଗ…
ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ ଧରିବା…
ତାଲା ଭାଙ୍ଗି ସୁନା ଅଳଙ୍କାର ଚୋରି: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ
ଯୋଡ଼ା,୧୬।୧୨(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ଆଜାଦ ବସ୍ତିଠାରେ ଭଡ଼ାରେ ରହୁଥିବା ଜଣେ ବ୍ୟକ୍ତି ଘରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଚୋରି ହୋଇଥିବା ଯୋଡ଼ା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ,…
ବେଆଇନ ମଦଦୋକାନରେ ଚଢ଼ାଉ ଘଟଣା: ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ
ଭବାନୀପାଟଣା,୧୬।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା ପୋଲିସ ବଡ଼କୁଟରୁ ଫାଣ୍ଡି ଅଞ୍ଚଳରେ ଥିବା ବେଆଇନ ମଦ ଦୋକାନ ଉପରେ ଶନିବାର ଚଢ଼ାଉ କରିଥିଲା। ଏଥିରେ ପୋଲିସ ୨୩.୨ ଲିଟର ମଦ ଜବତ କରିଥିବା ବେଳେ ୪ ଜଣଙ୍କୁ ଅଟକ ରଖିଥିଲା। ରବିବାର…
ଅଜଣା ଗାଡ଼ି ଧକ୍କାରେ ୨ ଯୁବକ ମୃତ
ଭବାନୀପାଟଣା,୧୬।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା ସର୍ଗିଗୁଡ଼ା ପଞ୍ଚାୟତ ପ୍ରଜା ନାଗଫେଶୀ ଗାଁର ୨ ବ୍ୟକ୍ତିଙ୍କର ଏକ ଅଜଣା ଗାଡ଼ି ଧକ୍କାରେ ରବିବାର ମୃତ୍ୟୁ ଘଟିଛି। ସେମାନେ ହେଲେ ମଧୁ ମାଝି (୩୬) ଓ ହୀରାଲାଲ ଦିସାରୀ (୪୦)। ପ୍ରକାଶ ଯେ,…
ଗୁଳିକାଣ୍ଡରେ ଓଷଧ ଦୋକାନୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧାରେ ସବୁ ମେଡିସିନ୍ ଷ୍ଟୋର ବନ୍ଦ
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିରୋଧ କରି ସୋମବାର ଖୋର୍ଦ୍ଧା ଜିଲାରେ ସବୁ ଓଷଧ ଦୋକାନ ବନ୍ଦ ରହିଛି। ୨୪ ଘଣ୍ଟା ମଧ୍ୟରେ…
Archives


