ଆମ ଜିଲା ଖବର

ଲକଡାଉନ ନ ମାନି ୧୦ ଗିରଫ

ଢେଙ୍କାନାଳ ଅଫିସ୍, ୨୫ା୩- ସାରା ଦେଶରେ ଲକଡାଉନ ଜାରିଥିବାବେଳେ ଅନେକ ଲୋକେ ଏହାକୁ ନ ମାନି ବାହାରକୁ ବାହାରୁଥିବା ଦେଖାଯାଉଛି। ଏହି ନିୟମ ନ ପାଳିବା ଅଭିଯୋଗରେ ଢେଙ୍କାନାଳ ପୋଲିସ ବୁଧବାର ୧୦ ଜଣଙ୍କୁ ଗିରଫ କରିଛି। ଏଥତ୍ସହ ୧୦ଟି ବାଇକ୍…

ଲକ୍‌ଡାଉନ୍‌କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍‌ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍‌

ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍‌ଡାଉନ୍‌କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର ଲକ୍‌ଡାଉନ୍‌ର ଚତୁର୍ଥ ଦିନରେ ପୋଲିସ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ଟି ବାଇକ୍‌କୁ ଜବତ…

କନ୍ଧମାଳ ଲକ୍‌ଡାଉନ୍‌: ବୃଦ୍ଧି ପାଉଛି ଚୋରା ମଦ କାରବାର

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି କନ୍ଧମାଳ ଜିଲାରେ ୧୪୪ ଧାରା ବଳବତ୍ତର ରହିବା ସହ ଲକ୍‌ଡାଉନ୍‌ କରାଯାଇଛି । ଏହି ସମୟରେ ସମସ୍ତଙ୍କୁ ଘରେ ରହିବା ପାଇଁ କୁହାଯିବା ସହ ପୋଲିସ ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି…

କାଳିଆପାଣି ଖଣି ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ ଶୂନ

କାଳିଆପାଣି, ୨୫।୩: କରୋନା (କୋଭିଡ୍‌-୧୯) ବିଶ୍ୱ ପାଇଁ ମହାମାରୀ ରୂପେ ଉଭା ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଭଳି କଠୋର ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି…

ଡାକ୍ତରଖାନା କର୍ମଚାରୀ ମୃତ

ଅନୁଗୋଳ ଅଫିସ୍, ୨୫ା୩- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ବୁଧବାର ସକାଳେ ସେ ରହୁଥିବା ଭଡ଼ା ଘରୁ ଉଦ୍ଧାର କରାଯାଇଛି। ମୃତକ ଯକ୍ଷ୍ମା ବିଭାଗର ଲାବୋରେଟାରି ଟେକ୍ନିସିଆନ ସୁରେଶ ସାହୁ ବୋଲି ଜଣାପଡିଛି । ତାଙ୍କ…

କଟକଣା ସତ୍ତ୍ୱେ ଛତ୍ରବଜାରରେ ଭିଡ଼: ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି

କଟକ ଅଫିସ,୨୫।୩: କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମାତ୍ର କଟକ ଛତ୍ରବଜାରରେ ଏହି କଟକଣାକୁ ଲୋକେ ମାନୁ ନ ଥିବା ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌ ସତ୍ତ୍ୱେ ପ୍ରବଳ ଭିଡ଼ ଜମୁଛି। ସକାଳ…

ବୁଲାଗୋରୁଙ୍କୁ ମିନି ଷ୍ଟାଡିୟମରେ ଭର୍ତ୍ତିକରି ତାଲା ପକାଇଲା ପ୍ରଶାସନ, ୩ଦିନ ହେଲା ଉପାସରେ

ଗଞ୍ଜାମ, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ଜୀବଜନ୍ତୁ ମଧ୍ୟ ସଙ୍କଟରେ ପଡ଼ିଛନ୍ତି। ଏ ନେଇ ସରକାର ଏପ୍ରିଲ ୧୪ ପର୍ଯ୍ୟନ୍ତ ଅର୍ଥାତ୍‌ ୨୧ ଦିନ ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ଗହଳି ହେଲେ ପୋଲିସ…

ବାହାନା କରି ବାହାରୁଛନ୍ତି ଲୋକେ, ୨୪ ଜଣଙ୍କ ନାମରେ ମାମଲା

ଅନୁଗୋଳ ଅଫିସ୍, ୨୫ା୩- କରୋନା ସଂକ୍ରମଣକୁ ଅଟକାଇବା ପାଇଁ ସାରା ଦେଶରେ ସରକାର ଲକଡାଉନ ଘୋଷଣା କରିଥିଲେ ହେଁ ଅନେକେ ଏହାକୁ ପାଳୁ ନ ଥିବା ଦେଖିବାକୁ ମିଳିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବାକୁ ଲୋକଙ୍କୁ ଅନୁମତି ଦିଅଆଯାଇଥିବାବେଳେ ଲୋକେ ଏହି…

ଦିଗପହଣ୍ଡି ଗ୍ରାମାଞ୍ଚଳରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ର ମୂକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ ଗୋଲଣ୍ଡା ଗ୍ରାମରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା ପାଇଁ ପଦକ୍ଷେପ ନିଆଯାଇଛି। ଏଭଳି…

ଚିତ୍ରକୋଣ୍ଡାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ଘରେ ରହିବାକୁ କୁହାଯାଉଛି

ଚିତ୍ରକୋଣ୍ଡା, ୨୫।୩(ଡି.ଏନ୍‌.ଏ.): ସାରା ପୃଥିବୀରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ପ୍ରଥମେ ମାର୍ଚ୍ଚ ୩୧ ଓ ପରେ ୨୧ ଦିନ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବରେ ମାଲକାନଗିରି ଜିଲା…

କରୋନା ପ୍ରଭାବ: ଗଞ୍ଜାମରେ ଖାଉଟି ସାମଗ୍ରୀ କଳାବଜାର ଅଭିଯୋଗ

ଗଞ୍ଜାମ,୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସବୁଠି ହାହାକାର। ଭୟରେ ଲୋକେ ଘରୁ ବାହାରୁ ନାହାନ୍ତି। ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ସହରର ବିଭିନ୍ନ ଦୋକାନ ବଜାର ବନ୍ଦ ରହିଛି। କେବଳ ଖାଉଟି ତଥା ରାଶନ,…

୫ ବଖରା ଜଳିଗଲା

ଭୁବନ/ମାଧପୁର, ୨୫ା୩(ଡି.ଏନ.ଏ.)- ଅଗ୍ନିକାଣ୍ଡ ଘଟି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବର୍ଣ୍ଣାଳି ଗ୍ରାମର ଈଶ୍ୱର ମାହୁନ୍ତଙ୍କ ୨ ବଖରା ଘର ମଙ୍ଗଳବାର ରାତିରେ ଜଳିଯାଇଛି । ସମସ୍ତେ ଘରେ ଶୋଇଥିବାବେଳେ ହଠାତ୍ ନିଆଁ ଲାଗି ଯାଇଥିଲା। ଈଶ୍ୱରଙ୍କ ପରିବାର ଲୋକେ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?