ଆମ ଜିଲା ଖବର

ସରକାରୀ ନିର୍ଦ୍ଦେଶ ଉଲ୍ଲଙ୍ଘନ: କଟକଣା ସତ୍ତ୍ୱେ ବଜାରରେ ଲୋକଙ୍କ ଭିଡ଼

ବସ୍ତା,୨୫।୩(ଡି.ଏନ୍‌.ଏନ୍‌.): ମହାମାରୀ କରୋନା ସଂକ୍ରମଣ ଭୟକୁ ରୋକିବାକୁ ନେଇ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ଲୋକେ। ଏହି ଭୂତାଣୁ ନ ବ୍ୟାପିବା ନେଇ ରାଜ୍ୟ ସରକାରଙ୍କ କଟକଣାକୁ କିଛି ଲୋକ ହେୟ ମନେ…

ମିଲିଟାରୀ ଗୁଇନ୍ଦା ସ୍କାନରରେ ଦଲାଲ

ଗୋପାଳପୁର,୨୫ା୩-ଆଗାମୀ ଦିନରେ ସୈନ୍ୟ ବାହିନୀରେ ଲୋୟର ଡିଭିଜନ କ୍ଲର୍କ (ଏଲଡିସି)ରେ ଚାକିରି କରାଇଦେବା ନାଁରେ ଠକେଇ କରିଥିବା ଅଭିଯୋଗରେ ଗତ ୨୦ ତାରିଖରେ ଜନୈକ ଯୁବକଙ୍କୁ ମିଲିଟାରୀ ଗୋଇନ୍ଦା ଓ ଗୋପାଳପୁର ଥାନା ପୋଲିସ ସହାୟତାରେ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା।…

ଲକ୍‌ଡାଉନ୍‌କୁ ଗୁରୁତ୍ୱ ଦେଉନାହାନ୍ତି ଯାଜପୁର ରୋଡ୍‌ ବାସିନ୍ଦା: କିଣାକିଣି ବେଳେ ରଖାଯାଉନାହିଁ ସାମାଜିକ ଦୂରତା, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ପ୍ରବଳ ଭିଡ଼

ଯାଜପୁର ଅଫିସ,୨୫।୩-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ଘୋଷଣାକୁ ଯାଜପୁର ଜିଲାର ପ୍ରାୟ ଦୋକାନୀ ମାନୁଥିବାବେଳେ ଲୋକେ କିନ୍ତୁ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏଥିପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଛି। ବୁଧବାର ଯାଜପୁର ରୋଡ ଗଣେଶ ମାର୍କେଟସ୍ଥିତ ଏକ ଆଳୁ…

କରୋନା ପ୍ରତିହତ ଲାଗି ସଫେଇ କାର୍ଯ୍ୟ ଜାରି

ବସ୍ତା,୨୫।୩(ଡି.ଏନ୍‌.ଏ.): ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ୨୧ଦିନ ଲାଗି କଟକଣା ଜାରି କରାଯାଇଛି। ଫଳରେ ଲୋକେ ଘରୁ ବାହାରୁ ନାହାନ୍ତି। ଏହି ଭାଇରସ୍‌କୁ କିପରି ପ୍ରତିରୋଧ…

ନୟାଗଡ଼ରେ ବାଟବଣା ଲକ୍‌ଡାଉନ୍‌: ଗଳାବାଟ ବାଛୁଛନ୍ତି ଲୋକେ, ସୁରକ୍ଷା ପ୍ରତି ଖାତିର ନାହିଁ

ନୟାଗଡ ଅଫିସ,୨୫।୩: କରୋନାର ପ୍ରତିଷେଧକ ପାଇଁ ନୟାଗଡ ଜିଲା ସଦର ମହକୁମାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏଥିପାଇଁ ସରକାର ବିଭିନ୍ନ କଟକଣା ଲାଗୁ କରିଛନ୍ତି। ହେଲେ ସରକାରଙ୍କ କଟକଣାକୁ ଲୋକ ମାନୁ ନାହାନ୍ତି । ବରଂ ରାସ୍ତା ବନ୍ଦକୁ ଛାଡି…

ଭଦ୍ରକରେ ସକାଳ ୭ରୁ ୯ ଟ୍ରାଫିକ୍‌ ଜାମ

ଭଦ୍ରକ ଅଫିସ, ୨୫।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନ ଯାଏ ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ର ପ୍ରଭାବ ଭଦ୍ରକ ଜିଲାରେ ପଡ଼ିଛି। ଦିନ ତମାମ ରାସ୍ତାଘାଟ ଶୂନଶାନ ରହୁଥିବା ବେଳେ ସକାଳ…

ଆଖୁବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କୁ ପୋଲିସର ମାଡ଼ ଅଭିଯୋଗ: ପ୍ରତିବାଦରେ କାରଖାନାକୁ ପରିବହନ ବନ୍ଦ

ଆସିକା,୨୫।୩(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ଚାଲୁ ରହିଥିଲା ବେଳେ ଜିଲାର ବିଭିନ୍ନ ଅଞ୍ଚଳରୁ ଟ୍ରକ୍‌ ଯୋଗେ ଆଖୁ କାରଖାନାକୁ ଆସୁଛି। ମଙ୍ଗଳବାର ବିଳମ୍ବିତ ରାତିରେ ଆସିକା ବିଜୁ ପଟ୍ଟନାୟକ ଛକଠାରେ ମୁତୟନ ଥିବା ପୋଲିସ ସେହି ରାସ୍ତା ଦେଇ…

ବସ୍‌ଷ୍ଟାଣ୍ଡକୁ ସ୍ଥାନାନ୍ତର ହେବେ ଉଠା ଦୋକାନୀ

ଜଟଣୀ,୨୫ା୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କାର୍ଯ୍ୟକାରିତା ନେଇ ଜିଲାପାଳ ସିତାଂଶୁ କୁମାର ରାଉତ ମଙ୍ଗଳବାର ଜଟଣୀର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ପରଖିଥିଲେ। ପୋଲିସ ଓ ପ୍ରଶାସନ ଦ୍ୱାରା ବିଭିନ୍ନ ସ୍ଥାନରେ ହେଉଥିବା ବ୍ଲକିଂ ସ୍ଥାନ…

ଏକାଦଶାହରେ କଲେ ଦଶାହ କାର୍ଯ୍ୟ: ଜନତା କର୍ଫ୍ୟୁକୁ ସମର୍ଥନ କରି ଚର୍ଚ୍ଚାରେ ପରିବାର

ଅନୁଗୋଳ ଅଫିସ, ୨୫।୩ – କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ଗତ ୨୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକ୍ରମେ ଦେଶରେ ଜନତା କର୍ପ୍ୟୁ ପାଳନ କରାଯାଇଥିଲା। ଏହାକୁ ଦେଶବ୍ୟାପୀ ସ୍ବାଗତ କରାଯାଇଥିବା ବେଳେ ଅନୁଗୋଳ ଜିଲା ସୁନାଭୁଇ ଗ୍ରାମର ଏକ ପରିବାର…

ପରିବହନ ସଂଘ ସହ ପ୍ରଶାସନର ବୈଠକ: ମାଲ୍‌ ପରିବହନ ପାଇଁ ସଜାଗ ରୁହ

ଅନୁଗୋଳ ଅଫିସ, ୨୫।୩ – ଅନୁଗୋଳ ଜିଲାରେ ଲକ୍‌ଡାଉନ ସହ ୧୪୪ ଧାରା ବଳବତ୍ତର ଥିବାରୁ ଲୋକମାନଙ୍କୁ କିପରି ଅତ୍ୟାବଶ୍ୟକ ସାମଗ୍ରୀ ସହଜରେ ଉପଲବ୍ଧ କରାଯାଇପାରିବ ସେଥିପାଇଁ ମଙ୍ଗଳବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ଶିଳ୍ପାନୁଷ୍ଠାନରେ ବ୍ୟାପକ ସତର୍କତା

ଓଡ଼ାପଡ଼ା, ୨୫ା୩(ଡି.ଏନ.ଏ.) – କରୋନା ମୁକାବିଲା ଲାଗି ଢେଙ୍କାନାଳ ଜିଲାରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାସୁଦ୍ଧା ଟାଟାଷ୍ଟିଲ ବିଏସ୍‌ଏଲ୍‌, ନର୍ଭେରାମ ପାୱାର ଆଣ୍ଡ୍‌ ଷ୍ଟିଲ, ଶକ୍ତିସୁଗାର୍ସ ଲିମିଟେଡ୍‌ ଏବଂ ଏମ୍‌ଜିଏମ୍‌…

ଦାନା ଛଡ଼ାଇନେଲାଣି କରୋନା

କାମାକ୍ଷାନଗର, ୨୫।୩(ଡି.ଏନ.ଏ.) – କରୋନା କଟକଣା ପାଇଁ ପ୍ରଭାବିତ ହୋଇଛି ସ୍ବାଭାବିକ ଜୀବନଯାତ୍ରା। ଅତି ଜରୁରୀ କାମ ନ ଥିଲେ ବାହାରକୁ ବାହାରିବାକୁ ଜାରି ହୋଇଛି କଡ଼ା ନିର୍ଦ୍ଦେଶ। ହେଲେ ଏମିତି ଅନେକ ଲୋକ ଅଛନ୍ତି, ଯାହାଙ୍କର ଘରୁ ଗୋଡ଼ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?