ଆମ ଜିଲା ଖବର

ନୂଆଗାଁ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ: ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ

ନୂଆଗାଁ,୨୨ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ପଞ୍ଚାୟତ ସମିତିର ନବମ ସାଧାରଣ ଅଧିବେଶନ ମଙ୍ଗଳବାର ରାଜୀବ ଗାନ୍ଧୀ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଚେୟାରମ୍ୟାନ ଅନ୍ତର୍ଯାମୀ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଅତିଥି…

କେନ୍ଦୁଘାଟି ଗାଁକୁ ହୁଲି ଡଙ୍ଗା ଭରସା: ପୋଲ ନିର୍ମାଣ ଦାବିରେ ଗ୍ରାମବାସୀ ଜିଲାପାଳଙ୍କୁ ଭେଟିଲେ

ଝୁମ୍ପୁରା, ୨୨।୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଘାଟି ଗ୍ରାମବାସୀ ବୈତରଣୀ ନଦୀରେ ପୋଲ ନିର୍ମାଣ ଦାବି କରି ପୁଣି ଥରେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ବାଂଶପାଳ ବ୍ଲକରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପୋଲ ନିର୍ମାଣ…

ବାଦ୍‌ ପଡିଥିବା ତାଲିକାଭୁକ୍ତ ଉପଭୋକ୍ତାଙ୍କୁ ମିଳିବ ସଂଯୋଗ

ତିହିଡ଼ି, ୨୨ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ତିହିଡ଼ି ଓ ଚାନ୍ଦବାଲି ବ୍ଲକର ୧୩ ହଜାର ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ରାଜୀବ ଜ୍ୟୋତି ଓ ସୌଭାଗ୍ୟ ଜ୍ୟୋତି ଯୋଜନାରେ ଏସବୁ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଇତିମଧ୍ୟରେ ରାଜୀବ…

ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା

ଏରସମା, ୨୨।୧ (ସ୍ବ.ପ୍ର.):ଏରସମା ବ୍ଲକ ଅଧୀନ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ଜିରାଇଲୋ ପଞ୍ଚାୟତ ଭିଟାମାଟି ସୁରକ୍ଷା ସମିତି…

୨୦ବର୍ଷ ହେଲା ମରାମତି ହୋଇନି ନାଳ: ୪ଶହ ଏକର ଚାଷଜମିରେ ପାଣି ପଶୁଛି

ବନ୍ତ, ୨୨।୧(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ବଡବର୍ଚ୍ଚିକୟାଁ ଉତ୍ତର ପାର୍ଶ୍ୱସ୍ଥ ବିଶଲକଣା, କୁସୁନନଗର ଆଦି ଅଞ୍ଚଳରୁ ଜଳ ନିଷ୍କାସନ ହେବାକୁ ଥିବା ମୁଖ୍ୟ ନାଳକୁ ମରାମତି କରାଯାଉ ନ ଥିବାରୁ ଦୟନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ବଡବର୍ଚ୍ଚିକୟାଁ, ଜୟସିଂହପୁର…

ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଅଭିଯୁକ୍ତଙ୍କୁ ଗିରଫ କରିପାରୁନି ପୋଲିସ

ଜଗତ୍‌ସିଂହପୁର ଅଫିସ୍‌,୨୨ା୧:କନକପୁରସ୍ଥିତ ମା’ଶାରଳା ମନ୍ଦିରର ସେବାୟତ ତଥା କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ଙ୍କୁ ରବିବାର ୩ଜଣ ମରଣାନ୍ତକ ଆକ୍ରମଣ କରିଥିଲେ। ସେମାନେ ହେଲେ ତିର୍ତ୍ତୋଲ ଥାନା ଓକଲାର ସୁଶାନ୍ତ ରାଉଳ, କନକପୁର ଶାସନର ପ୍ରଶାନ୍ତ ରାଉଳ ଓ କୁଟିଲୋ ଗ୍ରାମ…

ନଦୀରେ ବୁଡ଼ି ଶିଶୁ ମୃତ

କୁଆମରା ,୨୨ା୧(ଡ଼ି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅଧୀନ ବରଡିହି ପଞ୍ଚାୟତର ପରିଛିପୁର ଗ୍ରାମର ଏକ ୪ ବର୍ଷର ଶିଶୁ ପୁତ୍ର ସୋନ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ସୂଚନା ଅନୁସାରେ ଗ୍ରାମର କନ୍ଦା ସିଂ ଓ ତାଙ୍କର ସ୍ତ୍ରୀ ମମତା ମଙ୍ଗଳବାର…

ନିଲମ୍ବିତ ହେଲେ ହଳଦୀପାଳ ସରପଞ୍ଚ

ଚିତ୍ରଡା,୨୨ା୧(ଡ଼ି.ଏନ୍‌.ଏ)- କାର୍ଯ୍ୟରେ ଅବହେଳା ଏବଂ କ୍ଷମତାର ଦୁରୂପଯୋଗ ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ହଲଦୀପାଳ ପଞ୍ଚାୟତର ସରପଞ୍ଚ ମଙ୍ଗଲ ହାଁସଦାଙ୍କୁ ଜିଲାପାଳ ବିନୀତ ଭରଦ୍ୱାଜ ନିଲମ୍ବନ କରିଛନ୍ତି। ପତ୍ର ସଂଖ୍ୟା ୧୩୦/୨୦ା୧ା୨୦୨୦ରେ ଜିଲାପାଳ ଏହି ଆଦେଶନାମା ଦେଇଛନ୍ତି। ସୂଚନା…

ମିଳୁନି ବସ୍ତା, ଲୋଡିଂ ବାବଦ ଟଙ୍କା

ତିର୍ତ୍ତୋଲ, ୨୨।୧ (ଡି.ଏନ୍‌.ଏ.):ମଣ୍ଡିରେ ଧାନ ବିକ୍ରି କରୁଥିବା ଚାଷୀଙ୍କୁ ବସ୍ତା ଯୋଗାଇ ଦିଆଯିବ ବୋଲି ଚଳିତବର୍ଷ ରାଜ୍ୟ ସରକାର ଘୋଷଣା କରିଥିଲେ। ମିଲରମାନେ ଏ ନେଇ ଖାଉଟି ଯୋଗାଣ ବିଭାଗ ସହ ଚୁକ୍ତି କରି ସମସ୍ତ ସେବା ସମବାୟ ମଣ୍ଡିକୁ ଅଖାବସ୍ତା…

ଦନ୍ତା ଉତ୍ପାତରେ ବ୍ୟାପକ କ୍ଷତି

ବଡ଼ସାହି,୨୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦେଉଳିଆ ପଞ୍ଚାୟତ ଅଗାଶୋଳ ଗ୍ରାମର ୪ ଜଣ ଚାଷୀଙ୍କ ଧାନ କଳେଇକୁ ଦନ୍ତାହାତୀ ଖାଇବା ସହ ନଷ୍ଟ କରିଛି ା ହାତୀର ଗତିପଥ ଉପରେ ବନ ବିଭାଗ ଦୃଷ୍ଟି ଦେଉଥିଲେ ହେଁ ଅଦ୍ୟାବଧି…

ସମନ୍ବୟ ଅଭାବ:ମଣ୍ଡିରେ ପଡ଼ିଛି ଧାନ, ଆସୁନାହାନ୍ତି ମିଲର

ବାଲିକୁଦା,୨୨ା୧(ସ୍ବ.ପ୍ର.):ଇ-ଟୋକୋନ ମାଧ୍ୟମରେ ଚାଷୀ ମଣ୍ଡିରେ ଧାନ ବିକ୍ରି କରିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଏହିକ୍ରମରେ ବାଲିକୁଦାର ସମସ୍ତ ସମବାୟ ସମିତିରେ ଏହି ବ୍ୟବସ୍ଥା ଲାଗୁ କରାଯାଇଛି। ମାତ୍ର ଧାନ ସଂଗ୍ରହରେ ୩ଟି ସଂସ୍ଥାର ଦାୟିତ୍ୱ ଥିବାବେଳେ ମୁଖ୍ୟତ…

ଗୋରୁ ବୋଝେଇ ଗାଡି ଜବତ: ୧ ମୃତ, ୨ ଗୁରୁତର

ବାହାନଗା, ୨୨ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କୋଚିଆକୋଇଲି ପଞ୍ଚାୟତର ୭ ନମ୍ବର ୱାର୍ଡ କରଞ୍ଜେଇ ଗ୍ରାମ ରାସ୍ତାରୁ ଚୋରା ଚାଲାଣ ହେଉଥିବା ଗୋରୁ ବୋଝେଇ ୪୦୭ ଗାଡିକୁ ଗ୍ରାମର ଯୁବକ ଓ ଅନନ୍ତପୁର ଫାଣ୍ଡି ପୋଲିସ୍‌ ଜବତ କରିଥିଲେ। ଗାଡିରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri