ଆମ ଜିଲା ଖବର

ବାଲେଶ୍ୱରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ: ୨ ଗିରଫ

ବାଲେଶ୍ୱର ଅଫିସ, ୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ସାରା ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଛି। ତେବେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରାଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

କରୋନା ମୁକାବିଲା: ଗାଁ ଗାଁ ବୁଲି ସଚେତନତା, ଘରେ ରହିବାକୁ ପରାମର୍ଶ

ରାଇକିଆ, ୨୪।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ପ୍ରତେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ ବହୁ ସଂଖ୍ୟାରେ ଆସୁଛନ୍ତି। ବିଶେଷକରି ରାଇକିଆ ଅଞ୍ଚଳରୁ ଯାଇ କେରଳ, ତାମିଲନାଡୁ, କର୍ନାଟକ, ଝାଡ଼ଖଣ୍ଡ,…

ଗଞ୍ଜାମରେ କରୋନା ସଚେତନତା ଜୋରଦାର

ଗଞ୍ଜାମ, ୨୪।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଦେଇଥିବା ବେଳେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଜୋରଦାର କରାଯାଇଛି । ୫ ଦିନରୁ ଊର୍ଦ୍ଧ୍ୱ ହେବ ସହରରେ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌ ଦେଲେ…

ପ୍ରେମ ବିବାହକୁ ନେଇ ଗଣ୍ଡଗୋଳ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୫ଜଣ ଗୁରୁତର ହୋଇଛନ୍ତି। ଉଦ୍ଧାର କରିବାକୁ ଯାଇଥିବା ପୋଲିସ…

ପାଟଣା ଲକ୍‌ଡାଉନ୍‌: ଫ୍ଲାଗ ମାର୍ଚ୍ଚକରି ବଜାରର ଦୋକାନଗୁଡ଼ିକୁ ବନ୍ଦ କଲା ପୋଲିସ

ପାଟଣା,୨୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପକ୍ଷରୁ ଗହଳି କମାଇ କରୋନାକୁ ରୋକିବା ପାଇଁ ମଙ୍ଗଳବାର ମୁଖ୍ୟାଳୟସ୍ଥିତ ଦୋକାନ ବଜାର ବନ୍ଦ କରାଯାଇଛି। ଲକ୍‌ଡାଉନ୍‌କୁ ଲାଗି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରାଯାଇଥିବା ନେଇ ଜିଲାପାଳ ଆଶିଷ ଠାକ୍‌ରେ ଓ ଏସ୍‌ପି…

କରୋନା କଟକଣା: ନୀତି କାନ୍ତିରେ ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା

ପୁରୁଷୋତ୍ତମପୁର,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । କରୋନା ଲାଗି ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣା ଯୋଗୁ ଯାତ୍ରା ସମ୍ପୂର୍ଣ୍ଣ ଫିକା ପଡିଯାଇଛି। ପରମ୍ପରା ଅନୁସାରେ ବର୍ଷକୁ ୨୧…

ବାଲେଶ୍ୱର ଲକ୍‌ଡାଉନ୍‌: ଅତ୍ୟାବଶ୍ୟକ ସାମଗ୍ରୀ ଲାଗି ଯାତାୟାତ କରିବାକୁ ଲୋକଙ୍କୁ ଅନୁମତି

ବାଲେଶ୍ୱର ଅଫିସ,୨୪।୩: କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏ ନେଇ ସୋମବାର ୯ଟି ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ୯ ଜିଲାର ତାଲିକାରେ ଥିବା ବାଲେଶ୍ୱର ସହରକୁ ମଙ୍ଗଳବାର ପୂର୍ବାହ୍ନରୁ ଲକ୍‌ଡାଉନ୍‌ କରାଯାଇଛି…

ସହରରେ ଘୋଷଣା ପୂର୍ବରୁ ଲକ୍‌ଡାଉନ୍‌: ଭୟଭୀତ ଅବସ୍ଥାରେ ଲୋକେ

କେନ୍ଦୁଝର, ୨୪।୩ (ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ସହରରେ ସୋମବାରଠାରୁ ଅଘୋଷିତ ଲକ୍‌ଡାଉନ୍‌ ଲାଗୁ ହୋଇଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ସମସ୍ତ ଦୋକାନ ବନ୍ଦ କରିଦିଆଯାଇଛି। ଫଳରେ ଅପ୍ରସ୍ତୁତ ଲୋକମାନେ…

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ: ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ

ରଣପୁର, ୨୪।୩(ଡି.ଏନ୍‌.ଏ.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୟାଗଡ଼ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମଙ୍ଗଳବାର ଲକ୍‌ଡାଉନ୍‌ର ପ୍ରଥମ ଦିନରେ ରାଜସୁନାଖଳାର ବିଭିନ୍ନ ସ୍ଥାନରେ ଲୋକେ ପ୍ରଶାସନିକ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା ଦେଖିବାକୁ…

୧୪୪ ଧାରା ଉଲ୍ଲଂଘନ: ୭ ଗିରଫ

ଖୋର୍ଦ୍ଧା ଅଫିସ,୨୪।୩: କରୋନା ପାଇଁ ଲାଗୁ ହୋଇଥିବା ୧୪୪ ଧାରା ଉଲ୍ଲଂଘନ ଅଭିଯୋଗରେ ଖୋର୍ଦ୍ଧା ସଦର ଥାନା ପୋଲିସ ସୋମବାର ୭ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବିକାଶ ସାହୁ, ରଶ୍ମିରଞ୍ଜନ ମଙ୍ଗରାଜ, ପ୍ରତାପ ଭୂଜବଲ, କାଳୁ…

ହୋଟେଲ, ପାନ୍ଥନିବାସରେ କ୍ବାରାଣ୍ଟାଇନ ବ୍ୟବସ୍ଥା

ପୁରୀ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସହରସ୍ଥ ୨ଟି ଘରୋଇ ହୋଟେଲ ଏବଂ ପାନ୍ଥନିବାସରେ ପେଡ୍‌ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏହି ୨ଟି ହୋଟେଲ ହେଉଛି ସିଟି ରୋଡର ସାଗର ତରଙ୍ଗ ଏବଂ ବଳିଆପଣ୍ଡା ଅଞ୍ଚଳର…

ଶ୍ରୀମନ୍ଦିର ହୁଣ୍ଡିରୁ ୪୬୭ ଟଙ୍କା

ପୁରୀ ଅଫିସ,୨୪।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି। ଗତ ୨୦ ତାରିଖରୁ ଶ୍ରୀମନ୍ଦିର ବନ୍ଦ ରହିଥିବାବେଳେୁ ପ୍ରତିଦିନ ମନ୍ଦିର ହୁଣ୍ଡିରୁ କିନ୍ତୁ ଟଙ୍କା ବାହାରୁଛି। ଏ ଦାନ ଅର୍ଥ ଆସୁଛି କେଉଁଠୁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?