ଆମ ଜିଲା ଖବର

କରୋନା କରିଛି ଗାଁ ମୁହାଁ: ‘ଟଙ୍କା ନୁହେଁ, ପୁଅ ପାଖରେ ଥାଉ’

ପୁରୀ ଅଫିସ, ୨୪।୩: କରୋନା ଆତଙ୍କ ପାଇଁ ରାଜ୍ୟ ବାହାରେ ରହୁଥିବା ବହୁ ଓଡ଼ିଆ ନିଜ ଭିଟାମାଟିକୁ ଫେରି ଆସିଛନ୍ତି। ଅନେକ ଗାଁରେ ଏବେ ବାହାର ଫେରନ୍ତା ଯୁବକ। ଟଙ୍କା ରୋଜଗାର ଆଶାରେ ଦୀର୍ଘଦିନ ଧରି ଗାଁ ମାଟି ମାଡ଼ିି ନ…

ଆନ୍ଧ୍ରରେ ଫଶି ରହିଛନ୍ତି ଓଡ଼ିଆ ଯୁବକ : ସହାୟତା ପାଇଁ ଉପଜିଲାପାଳଙ୍କୁ ଗୁହାରି କଲେ ବାପା

ସଜନାଗଡ଼, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଔପଦା ବ୍ଲକ ଢ଼ୋଲପୁର ଗ୍ରାମର କେଶବ ଚନ୍ଦ୍ର ନାୟକଙ୍କ ପୁଅ କମଳାକାନ୍ତ ପରିବାର ପ୍ରତିପୋଷଣ ପାଇଁ ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲାର ଏକ ଗ୍ରାନାଇଟ୍‌ କମ୍ପାନୀରେ କାମ କରିବାକୁ ଯାଇ ସେଠାରେ ଫଶି ରହିଛନ୍ତି।…

ସମ୍ପର୍କୀୟଙ୍କ ସହ କଥା ହେବାକୁ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା

ଭଦ୍ରକ ଅଫିସ, ୨୪।୩-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସେମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା ସମ୍ଭବ ହେଉନାହିଁ ଯାହାକି ଚିନ୍ତାର କାରଣ ହୋଇଛି। ଜେଲରେ…

ଭଦ୍ରକ ଜିଲା ଲକ୍‌ଡାଉନ୍‌ ଘୋଷଣା

  ଭଦ୍ରକ ଅଫିସ, ୨୪ା୩- କରୋନାର ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଜିଲାରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ପୂର୍ବରୁ କେବଳ ଭଦ୍ରକ ସହରକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଜିଲାର ସମସ୍ତ ପୌରପାଳିକା, ଏନ୍‌ଏସି…

‘ସହଯୋଗ ଦିଅ, ନିଜେ ନିଜକୁ ଲକ୍‌ଡାଉନ କର’

ବାରିପଦା ଅଫିସ, ୨୪ା୩- କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଏବେ ବଡ଼ ଚ୍ୟାଲେଞ୍ଜ ହୋଇଛି। ସମସ୍ତେ ଏଥିଲାଗି ସ୍ବାସ୍ଥ୍ୟ ପ୍ରତି ସଚେତନ ରହି ସ୍ବଚ୍ଛତା ରକ୍ଷା କରିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ଏକ ସପ୍ତାହ ପର୍ଯ୍ୟନ୍ତ ଆବଶ୍ୟକ ନ…

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ସିଲ୍‌

ଭୋଗରାଇ, ୨୪।୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ସୋମବାର ସନ୍ଧ୍ୟାଠାରୁ ପଶ୍ଚିମବଙ୍ଗକୁ ଲାଗିଥିବା ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱର ସୀମାନ୍ତକୁ ସିଲ୍‌ କରି ଦେଇଛନ୍ତି। ପଶ୍ଚିମବଙ୍ଗରୁ କୌଣସି ଯାତ୍ରୀବାହୀ ଗାଡ଼ି ଓଡ଼ିଶା ମଧ୍ୟକୁ ପଶିବାକୁ ଦିଆଯାଉନାହିଁ ା…

ସହର ସୀମାରେ ସଜାଗ ପୋଲିସ

ଢେଙ୍କାନାଳ ଅଫିସ, ୨୩।୩: ମହାମାରୀ କରୋନାକୁ ପ୍ରତିହତ କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଢେଙ୍କାନାଳ ଜିଲାକୁ ସୋମବାର ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାପରେ ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସହର ସମେତ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ…

ବିହାରରେ ଅଟକିଛନ୍ତି ୨୨ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨୩।୩ କରୋନା ସଂକ୍ରମଣ ରୋକିବାକୁ ଦେଶବ୍ୟାପୀ ଜାରି ହୋଇଛି କଟକଣା। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବସ୍‌, ଟ୍ରେନ୍‌, ବିମାନ ସେବା ବାତିଲ କରାଯାଇଛି। ଏପରି ସ୍ଥିତିରେ ବିହାରର ସୁପୁଲସ୍ଥିତ ଜବାହର ନବୋଦୟ ବିଦ୍ୟାଳୟକୁ ପଢ଼ିବାକୁ ଯାଇଥିବା ଢେଙ୍କାନାଳ ଜିଲା…

ଦିବ୍ୟାଙ୍ଗ ଝି’ର ଉପରେ ବୁରୁଧ୍‌ ବାପର ବୋଝ୍‌

  ବିନିକା,୨୪ା୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁାର ଶରତ ଦାଶକଁର ଝି’ ଶୁଭଙ୍କରୀ ଦାଶ(୩୮)। ସେ ଜନ୍‌ମୁ ଦିବ୍ୟାଙ୍ଗ ଆଏ। ସେ ଭଲ ଭାବେ କଥା କହି ନାଇଁ ପାରବାର, ସ୍ନାୟୁ ଦୁରବଲତା ଲାଗି ମୁଡ଼ ସବୁବେଲେ…

ବାପ୍‌ ଦିବ୍ୟାଙ୍ଗ: ଦାଦନ ଖଟି ବହେନ୍‌କେ ପଢ଼ଉଛନ୍‌ ତିନ୍‌ ଭାଇ

  କୋମନା, ୨୪।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍‌ ଅଧୀନ ମହୁଲଭଟା ଗଁାର ଦିବ୍ୟାଙ୍ଗ ମସତ୍‌ରାମ ତାଣ୍ଡି(୬୦)। ଛୁଆବେଲେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍‌। ଯେନ୍‌ଥିରଲାଗି ତାକର ଗୁଟେ ଗୋଡ଼ ଠିକ୍‌ରେ ନାଇଁ…

ତରଭୁଜ ଲାଗି ବଜାର ବେବସ୍‌ତାର ଅଭାବ: କ୍ଷତି ସହୁଛନ୍‌ ଚାଷୀ, ଲାଭ ଉଠଉଛନ୍‌ ବେପାରୀ

  ଭବାନୀପାଟଣା,୨୪।୩ (ଡି.ଏନ୍‌.ଏ.)- ବଜାର ବେବସ୍‌ତା ଅଭାବୁ ଭାବାନୀପାଟଣା ଆର ଧର୍ମଗଡ଼ ଉପଖଣ୍ଡର ଚରଭୁଜ ଚାଷୀ ଯେନ୍‌ ହିସାବେ ଲାଭ ପାଏବାର କଥା ନାଇଁ ପାଉଥିବାର ଜନାପଡ଼ିଛେ। ଇତାର ସୁଯୋଗ ନେଇ ବେପାରୀମାନେ ଚାଷୀକରନୁ ଅଲପ୍‌ ଦାମରେ ତରଭୁଜ ଘିନି ଭିନେ…

କ୍ୱାରାଣ୍ଟାଇନରେ ନ ରହିଲେ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୨୩।୩ କରୋନା ଭୂତାଣୁ ରୋକିବା ପାଇଁ ଅନୁଗୋଳ ଜିଲାରେ ରାଜ୍ୟ ସରକାରଙ୍କ ନିୟମାବଳୀ ଆଧାରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସୋମବାର ଏ ନେଇ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା ଗ୍ରାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?