ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ
ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି। ବିଜେଡିର…
କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ
ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ ହୋଇଛି। ଫଟାମୁଣ୍ତାର ଟଙ୍କଧର ରଣା ଏହି କ୍ୟାବିନରେ ତେଜରାତି ସାମଗ୍ରୀ ବିକ୍ରି କରୁଥିଲେ।…
ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର
ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ ଯାଇଥିବା ବେଳେ ଭାରସାମ୍ୟ ହରାଇ ଏକ ଦେଶୀ ଡଙ୍ଗା ଓଲଟି ପଡ଼ିବାରୁ ଜଣେ…
ବାଇକ ଧକ୍କାରେ ୬ ବର୍ଷର ଶିଶୁ ଗୁରୁତର
ମୋହନା,୨୮।୨( ମମ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବଡ଼ଖଣି ଗାଁ ସ୍କୁଲ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର ଅପରାହ୍ନ ସାଢ଼େ ଚାରିଟା ସମୟରେ ରାମଗିରିରୁ ଏକ ବାଇକ ଯୋଗେ ସ୍ବାମୀ ଆଦିତ୍ୟ…
ମହିଳାଙ୍କ ମହତ୍ କାମ : ଶିବିର ଆୟୋଜନ କରି …
ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡିଶାର ବରଗଡ଼ ଜିଲାରେ ସ୍ୱେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ଯଥେଷ୍ଟ କମ୍ ରହିଛି। ୨୦୨୩ ବର୍ଷ ତଥ୍ୟ ଅନୁସାରେ ବରଗଡ଼ରେ ମୋଟ ୧୯୧୫୮ ଜଣ ରକ୍ତଦାତା ରକ୍ତଦାନ କରିଥିବା ବେଳେ ସେଥିରୁ କେବଳ ୯୭୭…
କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ
ଫୁଲବାଣୀ, ୨୮ା୨(ରାକେଶ କୁମାର ରାଉତ): ଫୁଲବାଣୀ ସହରର ମଧ୍ୟଭାଗରେ ଥିବା ସାଇମନ୍ଦିର ନିକଟ ବିଚ୍ ରାସ୍ତାରେ ଶୁକ୍ରବାର ସ୍ପଷ୍ଟ ଦିବାଲୋକରେ ଜଣେ କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ଛୁରିରେ ଭୁସି ହତ୍ୟା ଉଦ୍ୟମ କରାଯାଇଛି। ଆକ୍ରମଣର ଶିକାର ହୋଇଥିବା କନଷ୍ଟେବଳ ହେଲେ ମନୋରଞ୍ଜନ ସାବତ।…
ଅବ୍ୟବସ୍ଥାରେ ସାପ୍ତାହିକ ହାଟ, ପରିବା ପାଇଁ ଯିବାକୁ ନାକ ଟେକୁଛନ୍ତି ଲୋକେ
ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କାଳୀମନ୍ଦିର ନିକଟସ୍ଥ କଲେଜ ରୋଡ୍ଠାରେ କିଛି ମାସ ହେବ ଶନିବାର ସାପ୍ତାହିକ ହାଟର ଶୁଭାରମ୍ଭ ହୋଇଥିଲା। ବର୍ତ୍ତମାନ ଉକ୍ତ ସାପ୍ତାହିକ ହାଟ ଅବସ୍ଥା ଦେଇ ଗତି କରୁଥିବା ଜଣାପଡ଼ିଛି। ବେପାରୀମାନେ ବସିବାକୁ ଭେଣ୍ଡିଂ ଜୋନ ନିର୍ମାଣ…
ହାଇଓ୍ବା ଧକ୍କାରେ ଚାଲିଗଲା ଏନ୍ଆଇଟି ଛାତ୍ରଙ୍କ ଜୀବନ, ଛାତ୍ରୀ ଗୁରୁତର
ବଣାଇଁ,୨୮ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ସମରଦରି ଛକ ନିକଟରେ ହାଇଓ୍ବା ଧକ୍କାରେ ରାଉରକେଲାର ଏନ୍ଆଇଟି ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଛାତ୍ରୀ ଗୁରୁତର ଅବସ୍ଥାରେ ରାଉରକେଲାରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମୃତ ଛାତ୍ର ଜଣକ…
ଯୌନଶୋଷଣ ନିରୋଧ ଆଇନ ସଚେତନତା
ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନସେବା କମିଟିର ଅଧ୍ୟକ୍ଷ ସିନିୟର ସିଭିଲ ଜଜ୍ ତଥା…
ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ଓଡ଼ିଶା ଜୀବିକା ମିଶନ ପକ୍ଷରୁ ବ୍ଲକସ୍ତରୀୟ ଏହି ଦିବସ ପାଳନ କରାଯାଉଛି।…
କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟହାନି ଯୋଗୁ ଶରୀରର ବିକାଶ ହେଉନାହିଁ। ଏହାର ନିରାକରଣ ପାଇଁ ରାଜ୍ୟ…
ଲାଞ୍ଚ ମାମଲା: ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ୩ବର୍ଷ ଜେଲ
ଭବାନୀପାଟଣା,୨୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ଜଳଛାୟା ପ୍ରକଳ୍ପ -୧ର ପୂର୍ବତନ ପ୍ରକଳ୍ପ କାର୍ଯ୍ୟକାରୀ କର୍ତ୍ତୃପକ୍ଷ ତଥା କନିଷ୍ଠ ମୃତ୍ତିକା ସଂରକ୍ଷଣ ଅଧିକାରୀ ଅମର କୁମାର ଦାସ ୨୦୦୯ର ଏକ ଲାଞ୍ଚ ମାମଲାରେ ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି।…

