ଆମ ଜିଲା ଖବର

ନିରୀକ୍ଷଣରେ ୨୮ ସନ୍ଦିଗ୍ଧ

କେନ୍ଦୁଝର, ୨୩।୩(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ବିଦେଶ ଫେରନ୍ତା ୩୪ଜଣଙ୍କ ସମେତ ରାଜ୍ୟ ବାହାରୁ ଆସିଥିବା ମୋଟ ୭୯୯ ଜଣଙ୍କ ନାମ ସ୍ବାସ୍ଥ୍ୟ ବିଭାଗରେ ପଞ୍ଜୀକରଣ କରାଯାଇଛି। ଏମାନଙ୍କ ମଧ୍ୟରୁ ୩୪ଜଣଙ୍କୁ କରୋନା ସନ୍ଦିଗ୍ଧ ଭାବେ ଚିହ୍ନଟ କରାଯାଇ ନିରୀକ୍ଷଣରେ ରଖାଯାଇଛି। ଏହାମଧ୍ୟରେ ୬ଜଣଙ୍କୁ…

ସୁରକ୍ଷା ପାଇଁ ମାସ୍କ ବାଣ୍ଟୁଛନ୍ତି ମହିଳା

ବାରିପଦା ଅଫିସ, ୨୩ା୩- କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସବୁଠି ମାସ୍କର ଚାହିଦା ବୃଦ୍ଧି ପାଇଛି। ବାରିପଦା ସହରର ଏକ ସିଲେଇ ତାଲିମ କେନ୍ଦ୍ରରେ କାମ କରୁଥିବା କେତେକ ମହିଳା ମାସ୍କ ଅଭାବ ଦୂର କରିବାକୁ ଆଗେଇ ଆସି କପଡ଼ାରେ…

କ୍ୱାରାଣ୍ଟାଇନରେ ୮୮

ଭଦ୍ରକ ଅଫିସ,୨୩।୩-ଅନ୍ୟ ରାଜ୍ୟ ଓ ଦେଶରୁ ୧୧୧ଜଣ ଭଦ୍ରକ ଜିଲାକୁ ଆସିଥିବାବେଳେ ରାଜ୍ୟ ସରକାରଙ୍କ ଟୋଲଫ୍ରି ନମ୍ବର ମାଧ୍ୟମରେ ସେମାନେ ପଞ୍ଜୀକୃତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ରବିବାର ସୁଦ୍ଧା ୮୮ ଜଣ ଘରୋଇ କ୍ବାରାଣ୍ଟାଇନରେ…

ଦୁଇ ବାଇକ୍‌ ଧକ୍କା : ୨ ମୃତ

ଆସିକା,୨୨ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କ୍ଷେତ୍ରୀୟବରପୁର-କୁଲାଙ୍ଗି ରାସ୍ତାର ପଳାସପଲ୍ଲୀ ନିକଟରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ୨ ବାଇକ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି।…

ଗ୍ରାମବାସୀଙ୍କ ସହିତ ଥାଳି, ଘଣ୍ଟ ବଜାଇଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୨୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ରବିବାର ସବୁଠି ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଥିଲା। କରୋନା ମୁକାବିଲା ଲାଗି ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଥିଲେ। ଫଳରେ ରାସ୍ତାଘାଟ ପରିବେଶ ଶୂନଶାନ୍‌ ହୋଇ ପଡିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବାଲେଶ୍ୱର ଷ୍ଟେଶନରେ ଟ୍ରେନ୍‌ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ବାଲେଶ୍ୱର ଅଫିସ, ୨୨।୩-କରୋନା ସଂକ୍ରମଣ ଭୂତାଣୁକୁ ରୋକିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତ୍ୟେକ ରେଳଷ୍ଟେଶନରେ ଟ୍ରେନ୍‌ରେ ଆସୁଥିବା ଯାତ୍ରୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ତତ୍ତ୍ୱାବଧାନରେ ରବିବାର ପୂର୍ବାହ୍ନ ୧୦ଟାରେ…

ପ୍ରତାପୁରରେ ବାରୁଣୀ ସ୍ନାନ ବନ୍ଦ: ହୋଇପାରିଲାନି ଠାକୁରଙ୍କ ମେଳଣ

ପୁରୁଷୋତ୍ତମପୁର,୨୨।୩(ଡି.ଏନ୍‌.ଏ.): ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମର ଋଷିକୂଲ୍ୟାର ଉତ୍ତରବାଙ୍କଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ ତୁମ୍ବେଶ୍ବର ଘାଟଠାରେ କେଉଁ ଆବାହନ କାଳରୁ ହୋଇ ଆସୁଥିବା ଐତିହାସିକ ବାରୁଣୀ ସ୍ନାନକୁ ପ୍ରଶାସନ…

ଜଗନ୍ନାଥପ୍ରସାଦରେ ଜନତା କର୍ଫ୍ୟୁ: ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

ଜଗନ୍ନାଥପ୍ରସାଦ,୨୨।୩(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ମୁଖ୍ୟ ବଜାର ଜଗନ୍ନାଥ ପ୍ରସାଦ, ପଞ୍ଚଭୂତି, ବିଡିପୁର, ଗଣ୍ଡାଧର, ଚିକିଲି, କମସର, କାଦୁଆ, ଛାମୁଣ୍ଡା ଆଦି ସ୍ଥାନରେ ସମସ୍ତ…

ଖାଁ ଖାଁ ବାଲିଗୁଡ଼ା: ଗଡୁନି ଯାନବାହନ

ବାଲିଗୁଡ଼ା,୨୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ରବିବାର ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ବସଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ରାଜରାସ୍ତା ତଥା ଜନଗହଳିପୂର୍ଣ୍ଣ ସ୍ଥାନ ସବୁ ଖାଁ ଖାଁ ଶୂନ୍‌ଶାନ୍‌। କରୋନାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ…

ସାନଖେମୁଣ୍ଡିରେ ଜନତା କର୍ଫ୍ୟୁ: ଜରୁରୀ ସେବାକୁ ଛାଡ଼ି ସବୁ ବନ୍ଦ

ପାଟପୁର,୨୨।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରାମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁ ବାର୍ତ୍ତା ନେଇ ରବିବାର ସାନଖେମୁଣ୍ଡି ଅଞ୍ଚଳ ଖାଁ ଖାଁ ହୋଇପଡ଼ିଛି। ସହରରେ ଥିବା ଦେକାନ ବଜାର ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ଜରୁରିକାଳୀନ ସେବା ଯଥା ଅଗ୍ନିଶମ ବିଭାଗ,…

୩ ବିଦେଶ ଫେରନ୍ତାଙ୍କୁ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଲା ପ୍ରଶାସନ

ଭଞ୍ଜନଗର,୨୨।୩(ଡି.ଏନ୍‌.ଏ.): ଇଂଲଣ୍ଡ ଓ କୁଏତ୍‌ରୁ ୨ ଜଣ ଭଞ୍ଜନଗର ବାସିନ୍ଦା ଗତ ସପ୍ତାହରେ ଘରକୁ ଫେରିଥିବା ବେଳେ ଶନିବାର ଦୁବାଇରୁ ଆଉ ଜଣେ ଘରକୁ ଫେରିଛନ୍ତି। ସେମାନେ ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି। ତଥାପି ଘରେ ଅନ୍ୟମାନଙ୍କ ଠାରୁ ୧୪ ଦିନ…

ଜନତା କର୍ଫ୍ୟୁ ଆହ୍ବାନ: ଚାରିଆଡ଼େ ଖାଁ ଖାଁ

ରାଜନଗର,୨୨।୩(ଡି.ଏନ୍‌.ଏ.): ମହାମାରୀ ରୂପ ଧାରଣ କରିଥିବା କରୋନା ଭୂତାଣୁଠାରୁ ଦୂରରେ ରହିବା ପାଇଁ ପ୍ରଧାନମନ୍ତ୍ରୀ ଜନତା କର୍ଫ୍ୟୁ ଆହ୍ବାନ ଦେଇଛନ୍ତି। ଏହି ଆହ୍ବାନକୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ ସମ୍ପୂର୍ଣ୍ଣ ପାଳନ କରାଯାଇଛି। ସବୁବେଳେ ଜନଗହଳି ଲାଗି ରହୁଥିବା ରାଜନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?