ଶହେଦିନ ପରେ ବି ମିଳୁନି ସନ୍ଧାନ
ଆଠମଲ୍ଲିକ,୨୦ା୧(ଡି.ଏନ.ଏ.) ଆଠମଲ୍ଲିକ ଥାନା ଡିଗିପଦର ଗ୍ରାମର ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନ ନିଖୋଜ ହେବାର ଶହେଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ତାଙ୍କର ସନ୍ଧାନ ପାଇପାରି ନାହିଁ। ଏହାକୁ ନେଇ ଗ୍ରାମର ଆଞ୍ଚଳିକ ମହିଳା ସୁରକ୍ଷା କମିଟି ଅସନ୍ତୋଷ ପ୍ରକାଶ କରିବା ସହ…
ଭଙ୍ଗାଚାଳିଆରେ ବିତୁଛି ଦିନ
ରାଇସୁଆଁ, ୨୦।୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁପକ୍କା ଘର ଆଦି ଯୋଜନା କରିଛନ୍ତି। ମାତ୍ର କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଏହାର ବହୁ ବ୍ୟତିକ୍ରମ ଦେଖିବାକୁ ମିଳୁଛି। ବହୁ ଧନିକ ଗୋଷ୍ଠୀର ଲୋକ ହାତଗୁଞ୍ଜା ଦେଇ…
୧ ଲକ୍ଷ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ
ଅନୁଗୋଳ ଅଫିସ, ୨୦।୧: ଅନୁଗୋଳ ଜିଲାରେ ରବିବାରଠାରୁ ପଲ୍ସ ପୋଲିଓ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୩ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ଜିଲାରେ ମୋଟ୍ ୧ ଲକ୍ଷ ୨ ହଜାର ୬୫୦ ଜଣ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ…
ଅବ୍ୟବସ୍ଥାରେ ମାର୍ଦ୍ଦିପଙ୍କା ପ୍ରାଥମିକ ବିଦ୍ୟାଳୟ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୨୦।୧(ଡି.ଏନ୍.ଏ.)-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତଥା ମାଓବାଦୀ ପ୍ରବଣ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। ଛାତ୍ରୀଛାତ୍ରଙ୍କୁ ଅତି ନିମ୍ନମାନର ଖାଦ୍ୟ ଦିଆଯାଉଛି। ବିଭାଗୀୟ ଅଧିକାରୀ ପରିଦର୍ଶନରେ ଯାଉ ନ ଥିବାବେଳେ ଶିକ୍ଷକମାନେ ନିୟମିତ ଆସୁ ନାହାନ୍ତି। ଏଭଳି ଦେଖିବାକୁ ମିଳିଛି…
ଫିରିଙ୍ଗିଆରେ ଯବାନ-ମାଓବାଦୀ ଗୁଳି ବିିନିମୟ: ଖସି ଗଲେ ମାଓବାଦୀ ନେତା ମମତା, ସୁକ୍ରୁ, ବଣ୍ଟି
ଫୁଲବାଣୀ ଅଫିସ, ୨୦ା୧- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ଅଞ୍ଚଳରେ ମାଓବାଦୀମାନେ ସକ୍ରିୟ ରହିଛନ୍ତି। ଅଡନସୁଗା, ସାଉଲପଡା-ଲଦାପଦର ରାସ୍ତା ଓଡାବାଲି ଜଙ୍ଗଲରେ ଏସ୍ଓଜି ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଶୁକ୍ରବାର ସକାଳେ ଓ ସନ୍ଧ୍ୟାରେ ଦୁଇଥର ଗୁଳି ବିନିମୟ ହୋଇଥିଲା।…
କାର୍ଯ୍ୟକାରୀ ହୋଇନି ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଛତ୍ରପୁର,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଧାନ ମଣ୍ଡି ସବୁ ସ୍ଥାନରେ ଖୋଲି ନ ଥିବା ଏବଂ ବିଭାଗୀୟ ପଦାଧିକାରୀମାନଙ୍କ ଦ୍ୱାରା ଧାନ କିଣାରେ ଅନିୟମିତତା ହେଉଥିବା ନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ…
ପିଠିରେ ବଢୁଛି ମାଂସପିଣ୍ଡୁଳା
ରାଇସୁଆଁ, ୨୦।୧(ଡି.ଏନ.ଏ.)-ସରକାର ଗରିବ ଅସହାୟଙ୍କ ଚିକିତ୍ସା ପାଇଁ ମାଗଣା ଯୋଜନା କରି ଚାଲିଛନ୍ତି। ମାତ୍ର ପ୍ରଶାସନିକ ସ୍ତରରେ ଆନ୍ତରିକତାର ଅଭାବ ଯୋଗୁଁ ବହୁ ଗରିବ ଏହି ଯୋଜନାରୁ ବଞ୍ଚିହେଉଛନ୍ତି। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ବାଂଶପାଳ ବ୍ଲକ…
ଚିଲିକାରେ ଗଣା ହେଲେ ଡଲଫିନ୍
ବ୍ରହ୍ମଗିରି,୨୦।୧(ଡି.ଏନ.ଏ): ଚଳିତବର୍ଷ ଚିଲିକାର ବାହ୍ୟନାଳି ଅଞ୍ଚଳରେ ରବିବାର ଡଲ୍ଫିନ ଗଣନା କରାଯାଇଛି। ବନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଡବ୍ଲୁଡବ୍ଲୁଏଫ, ଓୟୁଏଟିର ଫରେଷ୍ଟ ବିଭାଗର ଛାତ୍ର, ଆଞ୍ଚଳିକ ମୋଟରବୋଟ ସଂଘର କର୍ମଚାରୀ, ସ୍ବେଚ୍ଛାସେବୀ ସଂଗଠନର ମିଳିତ ଉଦ୍ୟମରେ ଏହି ଗଣନା କାର୍ଯ୍ୟ…
ଜେଲରେ ପ୍ରେମୀ ଯୁଗଳଙ୍କ ବିବାହ
ଠାକୁରମୁଣ୍ଡା,୨୦ା୧(ଡି.ଏନ୍.ଏ.)- ଜେଲରେ ହେଲା ପ୍ରେମୀ ଯୁଗଳଙ୍କ ବିବାହ। ପ୍ରେମିକାଙ୍କୁ ବରଣମାଳା ଦେଇ ଜୀବନସାଥୀର ସ୍ବୀକୃତି ଦେଲେ ବଳାତ୍କାର ଅଭିଯୁକ୍ତ ପ୍ରେମିକ। ମୟୂରଭଞ୍ଜ ଜିଲା କରଞ୍ଜିଆ ଜେଲରେ ଶୁକ୍ରବାର ଏହି ବହୁଚର୍ଚ୍ଚିତ ବିବାହ ଅନୁଷ୍ଠିତ ହୋଇଯାଇଛି। ଝାରପୋଖରିଆ ଥାନା ଅଧୀନ ସାରିପଦା ଗ୍ରାମର…
ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀ ମୃତ
ଖଲ୍ଲିକୋଟ,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ପଥରା ପଞ୍ଚାୟତର କଣ୍ଡରାପଡ଼ା ଗ୍ରାମରେ ରବିବାର ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଡରାପଡ଼ା ଗ୍ରାମର ସେରନ୍ତୀ ବେହେରା (୫୦)। ଉକ୍ତ ଗ୍ରାମରେ ସେରନ୍ତୀ ତାଙ୍କ ୪ ପୁଅ, ଦୁଇ ଝିଅଙ୍କ…
କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ଏନ୍ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ
କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ଏନ୍ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ ମଧ୍ୟରେ…
ଗଳିତ ପାଦକୁ ନେଇ ପୋଲିସର ତନଘନା; ନିଖୋଜ ଶିଶୁର ପାଦ ବୋଲି ଦାବି କଲେ ମହିଳା
ଯୋଡ଼ା, ୨୦।୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ବାଂଶପାଣି ଟୋଲଗେଟ୍ ନିକଟସ୍ଥ ବସ୍ତି ପାଖରେ ପୋଲିସ ଜଣେ ୩ ବର୍ଷର ଶିଶୁର ଗଳିତ ପାଦ ରବିବାର ଉଦ୍ଧାର କରିଛି ା ପୋଲିସ ସୂଚନାନୁଯାୟୀ, ରବିବାର ସକାଳ ସମୟରେ ଉକ୍ତ ବସ୍ତିର ଛୋଟ…
Archives


